ଦୋହା,୨୩।୧୧(ପି.ଟି.): ଓ୍ବାନ୍ ଲଭ୍ ଆର୍ମବ୍ୟାଣ୍ଡକୁ ନେଇ ଫିଫା ପକ୍ଷରୁ ଜାରି କରାଯାଇଥିବା ନୂତନ ନିୟମକୁ ସମାଲୋଚନା କରିଛନ୍ତି ଆମେରିକୀୟ କୂଟନୀତିଜ୍ଞ ଆଣ୍ଟୋନୀ ବ୍ଲିଙ୍କେନ୍। ମାନବାଧିକାର ଓ ସମଲିଙ୍ଗୀଙ୍କ…
ଲୁସେଲ (କାତାର), ୨୩।୧୧: ଚଳିତ ଫିଫା ବିଶ୍ୱକପ୍ର ତୃତୀୟ ଦିବସରେ ସବୁଠାରୁ ବଡ଼ ବିପର୍ଯ୍ୟୟ ଘଟାଇଛି ସୌଦୀ ଆରବ। ଲୁସେଲ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଏହି…
ନୂଆଦିଲ୍ଲୀ,୨୩।୧୧: ଲିଭ୍-ଇନ୍ ପାର୍ଟନର ଶ୍ରଦ୍ଧା ଓ୍ବାକରଙ୍କୁ ହତ୍ୟା ଅଭିଯୋଗରେ ଗିରଫ ହୋଇ ପୋଲିସ ହାଜତରେ ଥିବା ଆଫ୍ତାବ ପୁନାଓ୍ବାଲାଙ୍କ ମଙ୍ଗଳବାର ସନ୍ଧ୍ୟାରେ ପଲିଗ୍ରାଫ୍ ଟେଷ୍ଟ କରାଯାଇଛି। ଇତିମଧ୍ୟରେ…
ନୂଆଦିଲ୍ଲୀ,୨୩।୧୧: ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଏକ୍ସଟ୍ରୁଜନ୍ ସେଗ୍ମେଣ୍ଟ’ର ଆୟୋଜନ କରାଯାଇଥିଲା। ବିଶେଷକରି ଭାରତୀୟ ଏକ୍ସଟ୍ରୁଜନ୍ ଶିଳ୍ପର ଉପତ୍ାଦକତା ବୃଦ୍ଧି ସମ୍ପର୍କରେ ଏକ…
ଭୁବନେଶ୍ୱର,୨୩।୧୧: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସ୍ବିଆଇ)ର ଭୁବନେଶ୍ୱର କ୍ଷେତ୍ର କର୍ମଚାରୀ ସଂଘ (ଏସ୍ବିଆଇଏସ୍ଏ,ଭୁବନେଶ୍ୱର ସର୍କଲ) ପକ୍ଷରୁ ନିକଟରେ ଏକ ବ୍ୟାଙ୍କ କର୍ମଚାରୀ ସଂଗଠନର ମହା ଅଧିବେଶନର ଆୟୋଜନ…
ଦାରିଙ୍ଗବାଡି,୨୩।୧୧(ଡି.ଏନ.ଏ.): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶୀତ ଉଦ୍ଭାନ ହୋଇଯାଇଛି। ଗତ ଏକ ସପ୍ତାହରେ ତାପମାତ୍ରା ୧୦ ଡିଗ୍ରୀରୁ ୧୫.୫ଡିଗ୍ରୀରେ ପହଞ୍ଚିଛି। ଫଳରେ…
ପରଜଙ୍ଗ, ୨୩।୧୧(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ ଆତଙ୍କ ଥମିବାର ନଁା ଧରୁନାହିଁ। ବ୍ୟସ୍ତବହୁଳ ସଡ଼କରେ ମାରଣାସ୍ତ୍ରଧାରୀ ଅପରାଧୀମାନେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ…
ନୂଆଦିଲ୍ଲୀ,୨୩।୧୧: ଦେଶର ପ୍ରମୁଖ ନବସୃଜନଭିତ୍ତିକ ଷ୍ଟାର୍ଟଅପ୍ ଇନ୍କୁବେଟର ଆଇ-କ୍ରିଏଟ୍ ସହ ୱାର୍ଡୱିଜାର୍ଡ ଇନୋଭେସନ୍ସ ଆଣ୍ଡ ମୋବିଲିଟି ଲିମିଟେଡ୍ ମଧ୍ୟରେ ଏକ ଦ୍ୱିପାକ୍ଷିକ ରାଜିନାମା ସମ୍ପର୍କରେ ଘୋଷଣା କରାଯାଇଛି।…
ନୂଆଦିଲ୍ଲୀ,୨୩।୧୧: ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍ ଇନ୍ସ୍ୟୁରାନ୍ସ ପକ୍ଷରୁ ଏକ ନୂଆ ପାର୍ଟିସିପେଟିଙ୍ଗ୍ ସେଭିଙ୍ଗ୍ସ ପ୍ରଡକ୍ଟ ‘ଆଇସିଆଇସିଆଇ ପ୍ରୁ ସୁଖ୍ ସମୃଦ୍ଧି’ର ଶୁଭାରମ୍ଭ କରାଯାଇଛି। ଏହା ଗ୍ରାହକଙ୍କୁ ବୋନସ…
ଛେଣ୍ଡିପଦା, ୨୩।୧୧ (ସ୍ବ.ପ୍ର.): ବଢ଼ୁଛି ଅପମିଶ୍ରିତ ଖାଦ୍ୟ ପଦାର୍ଥ ବିକ୍ରି। ଖାଉଟିଙ୍କ ସ୍ବାସ୍ଥ୍ୟ ସହ ଖେଳୁଛନ୍ତି ଲାଭଖୋର ବ୍ୟବସାୟୀ। ମାପ ଓଜନରେ ମଧ୍ୟ ଠକାଯାଉଛି ଗ୍ରାହକଙ୍କୁ। ଏପରି ଅସାଧୁ…