Home Left

କେୟାର ହସ୍ପିଟାଲରେ ଅସ୍ଥି, ଖଞ୍ଜା ଦିବସ

ଭୁବନେଶ୍ୱର,୫।୮:ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ‘କେୟାର ହସ୍ପିଟାଲ’ ପକ୍ଷରୁ ନ୍ୟାସନାଲ ବୋନ ଆଣ୍ଡ ଜଏଣ୍ଟ ବା ଜାତୀୟ ଅସ୍ଥି ଓ ଖଞ୍ଜା ଦିବସ ପାଳିତ ହୋଇଯାଇଛି। ଏହି…

4 years ago

ଭାଜପା-ଜେଡିୟୁ ମଧ୍ୟରେ ଫାଟ!

ପାଟନା,୫।୮: ବିହାରରେ ଥିବା ଜନତା ଦଳ ୟୁନାଇଟେଡ (ଜେଡିୟୁ) ଏହାର ସହଯୋଗୀ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଆଗାମୀ ଦିନରେ ବଡ ଝଟକା ଦେଇପାରେ। ଜେଡିୟୁ ଜାତୀୟ…

4 years ago

ମଙ୍କିପକ୍ସକୁ ସାର୍ବଜନିକ ସ୍ୱାସ୍ଥ୍ୟ ଏମରଜେନ୍ସି ଘୋଷଣା କଲା ଆମେରିକା, ୬୬୦୦ରୁ ଅଧିକ ସଂକ୍ରମିତ

ୱାଶିଂଟନ,୫ ।୮: ବେଳକୁ ବେଳ ବଢିଲାଣି ମଙ୍କିପକ୍ସ ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଆମେରିକାର ବାଇଡେନ ପ୍ରଶାସନ ଆମେରିକାରେ ଗୁରୁବାର ମଙ୍କିପକ୍ସର ପ୍ରକୋପକୁ ସାର୍ବଜନିକ ସ୍ୱାସ୍ଥ୍ୟ…

4 years ago

ପାକିସ୍ତାନରେ ଖୋଲିଲା ୧୨ଶହ ବର୍ଷ ପୁରୁଣା ମନ୍ଦିର

ଲାହୋର, ୫ା୮: ଦୀର୍ଘଦିନର ଆଇନଗତ ଲଢ଼େଇ ପରେ ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଏକ ୧୨ଶହ ବର୍ଷ ପୁରୁଣା ବାଲ୍ମିକୀ ମନ୍ଦିର ସର୍ବସାଧାରଣଙ୍କ ପାଇଁ ଖୋଲାଯାଇଛି। ଏକ ଖ୍ରୀଷ୍ଟିଆନ…

4 years ago

ସୁପ୍ରିମକୋର୍ଟ: ୧୦ ବର୍ଷ ହେଲା ବିଚାରାଧୀନ ୧୦ ହଜାର ମାମଲା

ନୂଆଦିଲ୍ଲୀ, ୫ା୮:ସୁପ୍ରିମକୋର୍ଟରେ ଅଦ୍ୟାବଧି ୭୧ ହଜାରରୁ ଊର୍ଦ୍ଧ୍ୱ ମାମଲା ପଡ଼ିରହିଥିବାବେଳେ ସେଥିମଧ୍ୟରୁ ୧୦ ହଜାରରୁ ଅଧିକ ଗତ ଦଶନ୍ଧି ଧରି ଗଡ଼ୁଛି। ଏ ନେଇ ଆଇନମନ୍ତ୍ରୀ କିରେନ…

4 years ago

୩୭୦ ହଟିବାର ବର୍ଷ ପୂର୍ତ୍ତି ପୂର୍ବରୁ ପୁଲୱାମାରେ ଆତଙ୍କବାଦୀ ଆକ୍ରମଣ, ବିହାର ଶ୍ରମିକଙ୍କ ମୃତ୍ୟୁ

ଜମ୍ମୁ,୫ ।୮: ଜମ୍ମୁ-କଶ୍ମୀରର ପୁଲୱାମାରେ ଆତଙ୍କବାଦୀଙ୍କ ଏକ ଆକ୍ରମଣ ଯୋଜନା ସଫଳ ହୋଇଛି । ଜମ୍ମୁ-କଶ୍ମୀରରେ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟିବାର ବର୍ଷ ପୂର୍ତ୍ତି ପୂରଣର ଠିକ୍…

4 years ago

ଭାଜପାରେ କୁଲଦୀପ: କ୍ରସ ଭୋଟିଂ କରି କଂଗ୍ରେସରୁ ହୋଇଥିଲେ ବହିଷ୍କାର

ନୂଆଦିଲ୍ଲୀ,୪।୮ ହରିୟାଣାର ପୂର୍ବତନ ବିଧାୟକ କୁଲଦୀପ ବିଷ୍ଣୋଇ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ଦୁଇ ମାସ ପୂର୍ବରୁ ସେ ରାଜ୍ୟ ସଭା ନିର୍ବାଚନରେ ଦଳୀୟ ହୁଇପ୍‌ ଅବମାନନା…

4 years ago

ପରିବାରରୁ ଜଣକୁ ଚାକିରି: ଯୋଗୀ

ଲକ୍ଷ୍ନୌ,୪।୮: ଉତ୍ତରପ୍ରଦେଶରେ ପ୍ରତି ପରିବାରରୁ ଅନୂ୍ୟନ ଜଣକୁ ନିଶ୍ଚୟ ସରକାରୀ ଚାକିରି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ପ୍ରତିଶ୍ରୁତି ଦେଇଛନ୍ତି। ଏଥିପାଇଁ ଏକ ଦକ୍ଷତା…

4 years ago

ଚୋର ଭାବି ୨ ଯୁବକଙ୍କୁ ନିସ୍ତୁକ ମାଡ଼: ପାରିଶ୍ରମିକ ଟଙ୍କା ଧରି ଗାଁକୁ ଫେରୁଥିଲେ

ଜୁନାଗଡ଼,୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିଶ୍ରମିକ ଟଙ୍କା ଧରି ଫେରୁଥିବା ବେଳେ ରାସ୍ତାରେ ୨ ଯୁବକଙ୍କୁ ଚୋର ଭାବି…

4 years ago

ଗୁଣି ସନ୍ଦେହରେ ବାପାଙ୍କୁ ହତ୍ୟା, ଜୀବନ ବଞ୍ଚାଇ ଥାନାକୁ ଦୌଡ଼ିଲେ ପୁଅ

ରାୟଗଡ଼ା ଅଫିସ/ଟିକିରି,୪ା୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିବା ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ଏଭଳି ସ୍ଥିତିରେ…

4 years ago