Home Left

କଳିଙ୍ଗ ନୌବାଣିଜ୍ୟର ସ୍ମାରକୀ ଗୋପାଳପୁର ବନ୍ଦର

ବ୍ରହ୍ମପୁର ଅଫିସ,୮ା୧୧(ନରସିଂହ ସାହୁ): କଳିଙ୍ଗ ନୌବାଣିଜ୍ୟର ପ୍ରତୀକ ବା ସ୍ମାରକୀ ଗୋପାଳପୁର ବନ୍ଦର। ଶତାଧିକ ବର୍ଷର ଇତିହାସ ଅନୁସାରେ ଦକ୍ଷିଣ ଓଡ଼ିଶାର ସାଧବ ପୁଅମାନେ ବେପାର ବଣିଜ…

4 years ago

ଧାନ ଅମଳ ପୂର୍ବରୁ ରୋଗପୋକ ଆତଙ୍କ

ପାରଳାଖେମୁଣ୍ଡି,୮ା୧୧(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଉପଲଡ଼ା ଅଞ୍ଚଳର ଏକର ଏକର ଜମିରେ ଦେଖାଦେଇଛି ଭିନ୍ନ ଏକ ପ୍ରଜାତିର ପୋକ ବ୍ଲାଷ୍ଟ। ଧାନ ଗଛକୁ ପାଳକୁଟାରେ…

4 years ago

ଭାରସାମ୍ୟ ହରାଇ ଓଲଟିଲା ବସ୍‌: ୨୦ ଆହତ

ଶ୍ରୀନଗର,୮।୧୧: ଜମ୍ମୁ-କଶ୍ମୀରର କୁପଓ୍ବାଡାରେ ମଙ୍ଗଳବାର ସକାଳେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। କୁପଓ୍ବାଡା ଜିଲାର ହିନ୍ଦଓ୍ବାଡାର ବାତାୟିନ ଅଞ୍ଚଳରେ ଏକ ଯାତ୍ରୀବାଦୀ ବସ୍‌ ଓଲଟିପଡ଼ିଛି। ଏଥିରେ ପ୍ରାୟ…

4 years ago

ବିଦ୍ୟାଳୟରୁ ଦଶମ ଶ୍ରେଣୀ ଛାତ୍ର ନିଖୋଜ

ପାପଡାହାଣ୍ଡି,୮।୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମାନିଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରୁ ଜଣେ ଅନ୍ତେବାସୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ଏ ନେଇ ସୋମବାର ସ୍କୁଲ କର୍ତ୍ତୃପକ୍ଷ ଡାବୁଗାଁ…

4 years ago

ବିଦ୍ୟୁତ୍‌ ତାର ନେଲା ଜୀବନ

ଦେବଗଡ଼/ରିଆମାଲ,୮।୧୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଥାନା ତାରଙ୍ଗ ପଞ୍ଚାୟତ ଅଧୀନ ନିଶାବିରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗ୍ରାମର ପତ୍ରାଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ…

4 years ago

ଦେଶରେ ୬୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୮।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୩୭ ନୂଆ କରୋନା…

4 years ago

ସ୍ବାସ୍ଥାବସ୍ଥାକୁ ନେଇ ମୁହଁ ଖୋଲିଲେ ସାମନ୍ଥା, କହିଲେ ‘ମୁଁ ଏ ପର୍ଯ୍ୟନ୍ତ ମରି ନାହିଁ’

ସାଉଥ୍‌ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁ ଅପକମିଙ୍ଗ୍‌ ଫିଲ୍ମ ‘ଯଶୋଦା’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ବର୍ତ୍ତମାନ ଫିଲ୍ମର ପ୍ରମୋଶନରେ ଲାଗିପଡିଛନ୍ତି। ଏହାରି ମଧ୍ୟରେ ଅଭିନେତ୍ରୀ ଏକ ବଡ…

4 years ago

ଗଜପତିରେ ବାଲି ଅଭାବ, ନିର୍ମାଣ କାର୍ଯ୍ୟରେ ବାଧା

ପାରଳାଖେମୁଣ୍ଡି,୮ା୧୧(ଡି.ଏନ୍‌.ଏ.): ଗଜପତି ଜିଲାରେ ଦେଖାଦେଇଛି ବାଲିର କୁତ୍ରିମ ଅଭାବ। ବଂଶଧାରା ନଦୀ ବାଲି ଉଠାଣର ଲିଜଧାରୀ ଅଧିକ ଲାଭ ପାଇଁ ମନମାନୀ କରି ଟିପର ଦ୍ବାରା ଦିନରାତି…

4 years ago

ଗୁରୁ ନାନକ ଜୟନ୍ତୀ: ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୧୦: ଗୁରୁ ନାନକ ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଟୁଇଟ କରି କହିଛନ୍ତି- ଗୁରୁ…

4 years ago

ଓଡ଼ିଶା ଆସିବେ ରାଷ୍ଟ୍ରପତି : ବିମାନବନ୍ଦରରୁ ରାଜଭବନ ଯାଏ ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବିମାନବନ୍ଦରଠାରୁ ରାଜଭବନ ଯାଏ ସୁରକ୍ଷା ବ୍ୟବସ୍ଥାକୁ…

4 years ago