ପୋର୍ଟ-ଅଫ୍-ସ୍ପେନ,୨୪ା୭: କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ରବିବାର ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ଦ୍ବିତୀୟ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା।…
ରାଜକୋଟ, ୨୪ା୭: ଗୁଜରାଟର ଅମ୍ରେଲି ଜିଲାରେ ସିଂହ ଆକ୍ରମଣରେ ୧୮ ବର୍ଷୀୟ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ମଧ୍ୟପ୍ରଦେଶର ବୋଲି ଜଣାପଡ଼ିଛି। ସେ ତୁଲସିଶ୍ୟାମ୍ ରେଞ୍ଜ୍…
ଝାରସୁଗୁଡ଼ା ଅଫିସ,୨୪ା୭: ଝାରସୁଗୁଡ଼ା ଜିଲା ବେଲପାହାଡର ସାମାଜିକ କର୍ମୀ ପାରଶ ଜୟସ୍ବାଲ(୬୪)ଙ୍କ ହୃଦଘାତରେ ରବିବାର ପରଲୋକ ହୋଇଯାଇଛି। ସେ ଅସୁସ୍ଥ ହୋଇପଡିବାରୁ ପରିବାର ଲୋକେ ନିକଟସ୍ଥ ଟାଟାକ୍ରୋସାକୀ…
କୋଲକାତା,୨୪।୭: ମନିଲଣ୍ଡରିଂ ଅଭିଯୋଗରେ ଗିରଫ ହୋଇଥିବା ପଶ୍ଚିମବଙ୍ଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ଅର୍ପିତା ମୁଖର୍ଜୀଙ୍କୁ ରବିବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିନିକିଆ ରିମାଣ୍ଡରେ ନେଇଛି। ସୋମବାର…
ରାୟଗଡ଼ା ଅଫିସ/ଟିକିରି,୨୪ା୭: ରାୟଗଡ଼ା ଜିଲା କାଶୀପୁର ବ୍ଲକରେ କଲେରା ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ଏବେ ଛୋଟ ପିଲା ମଧ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ୩ରୁ ୧୨…
ଝାରସୁଗୁଡ଼ା ଅଫିସ,୨୪ା୭: ଏଲାୟନ୍ସ ଏୟାର ତରଫରୁ ଝାରସୁଗୁଡ଼ା ଭିଏସ୍ଏସ୍ ବିମାନବନ୍ଦରରୁ ଭାୟା ରାୟପୁର ଦେଇ ଦିଲ୍ଲୀକୁ ରବିବାର ପରୀକ୍ଷାମୂଳକ ଭାବେ ୨ ବିମାନ ଚଳାଚଳ ଆରମ୍ଭ କରିଛି।…
ନୂଆଦିଲ୍ଲୀ,୨୪।୭: ସଂସଦର ଅଧିବେଶନ ମଧ୍ୟରେ ଏଆଇଏମଆଇଏମ ସଭାପତି ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ସାଭରକର ଏବଂ ଗୋଲୱାଲକର…
ବୁଗୁଡ଼ା,୨୪।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅଧୀନ ମତାଝରୀ ନିକଟସ୍ଥ ବାଘୁଆ ଜଳଭଣ୍ଡାରରୁ ଖରିଫ ଚାଷ ପାଇ ପାଣି ଛଡାଯାଇଛି। ଦୁଇଟି କେନାଲ ଦେଇ ଏହି ପାଣି…
ପାତ୍ରପୁର,୪ା୭(ଡି.ଏନ୍.ଏ.): ଗଞ୍ଚାମ ଜିଲା ପାତ୍ରପୁର ବ୍ଲକ ତୁରିବୁଡ଼ି ଡାକ୍ତରଖାନାରୁ ଚୋରି ହୋଇଥିବା ନେଇ ରବିବାର ଜରଡ଼ା ଥାନାରେ ଅଭିଯୋଗ ହୋଇଛି। ଡାକ୍ତର ଖାନାରେ କାର୍ଯ୍ୟରତ ଫାର୍ମାସିଷ୍ଟ ପୂର୍ଣ୍ଣଚନ୍ଦ୍ର…