ଲଣ୍ଡନ,୨୦।୭: ଇଂଲଣ୍ଡର ଅଲରାଉଣ୍ଡର ବେନ ଷ୍ଟୋକ୍ସ ମଙ୍ଗଳବାର ତାଙ୍କ କ୍ୟାରିୟରର ଶେଷ ଦିନିକିଆ ଖେଳିବାକୁ ପଡିଆକୁ ଓହ୍ଲାଇଥିଲେ। ଷ୍ଟାଡିୟମରେ ତାଙ୍କର ବହୁ ସଂଖ୍ୟକ ପ୍ରଶଂସକ ଉପସ୍ଥିତ ଥିଲେ।…
ନୂଆଦିଲ୍ଲୀ,୨୦ ।୭: ଅଲ୍ଟ ନ୍ୟୁଜର ସହ ପ୍ରତିଷ୍ଠାତା ମହମ୍ମଦ ଜୁବେରଙ୍କୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଆଶ୍ୱସ୍ତି ମିଳିଛି । ବୁଧବାର ସୁପ୍ରିମକୋର୍ଟ ସମସ୍ତ ମାମଲାରେ ଜୁବେରଙ୍କୁ ମଧ୍ୟବର୍ତ୍ତିକାଳୀନ ଜାମିନ…
ପଶୁମାନେ ଦୁନିଆରେ ଅଜବ ଅଟନ୍ତି। କେତେବେଳେ କ’ଣ କେମିତି କରନ୍ତି ତାହା ଜଣାପଡ଼େ ନାହିଁ। ଏବେ ଏକ କୁକରର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ…
ନୂଆଦିଲ୍ଲୀ,୨୦।୭: ଭାରତୀୟ କ୍ରିକେଟର୍ ବିରାଟ କୋହଲି ଏବେ ଖରାପ ଫର୍ମରେ ଅଛନ୍ତି। ତାଙ୍କୁ ଦଳରୁ ବାଦ୍ ଦେବା ପାଇଁ ବହୁ ପୂର୍ବତନ କ୍ରିକେଟର୍ ଦାବି କରିଛନ୍ତି। କିନ୍ତୁ…
ବଲିଉଡ୍ ଅଭିନେତ୍ରୀ ବାଣୀ କପୁର ୨୦୧୩ ମସିହାରେ ଫିଲ୍ମ ‘ଶୁଦ୍ଧ ଦେଶୀ ରୋମାନ୍ସ’ ଜରିଆରେ କ୍ୟାରିଅର୍ ଆରମ୍ଭ କରିଥିଲେ । ପରେ ବେଫିକ୍ରେ, ବ୍ଲକବଷ୍ଟର୍, ୱାର୍ ଭଳି…
କେନ୍ଦୁଝର,୨୦।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ପୋଲିସ ଚଢ଼ାଉ କରି ବୁଧବାର କଳିଆଦୁମା ନିକଟରୁ ଚୋରା ଅଫିମ ବୋଝେଇ ଏକ କାରକୁ ଜବତ କରିଛି। ଏହା ସହ ୫…
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାୟଗଡ଼ାଜିଲା କାଶୀପୁରରେ ପାଣି ଉତ୍ସରୁ ସଂକ୍ରମଣ ହୋଇଛି । ସେଠାରେ ଭିବ୍ରିଓ କଲେରା ବ୍ୟାକ୍ଟେରିଆର ସଂକ୍ରମଣ ଥିବା ଜଣାପଡିଛି । ଯେହେତୁ ସାଧାରଣ ପାଣି ସୋର୍ସ…
ଢେଙ୍କାନାଳ ଅଫିସ,୨୦।୭: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ମେଡ଼ିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆ ବୁଧବାର ଗିରଫ ହୋଇଛନ୍ତି। ମଙ୍ଗଳବାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ।…
ବୌଦ୍ଧ,୨୦।୭(ଡି.ଏନ୍.ଏ.): ବୌଦ୍ଧ ଜିଲା ମନମୁଣ୍ଡା ଥାନା ପାଣ୍ଡିରିପଡ଼ା ଛକ ନିକଟରେ ଥିବା ଚପଲ ଦୋକାନ କାନ୍ଥରେ ପୁଣି ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। କେକେବିଏନ ଡିଭିଜନାଲ କମିଟି…
ଦଶରଥପୁର,୨୦।୭(ଡି.ଏନ୍.ଏ.): ମଧ୍ୟାହ୍ନ ଭୋଜନ ଚାଉଳ ହଡ଼ପ କରି ପ୍ରଧାନ ଶିକ୍ଷକ ନିଲମ୍ବିତ। ଏଭଳି ଘଟଣା ଘଟିଛି ଯାଜପୁର ଜିଲା ଦଶରଥପୁର ବ୍ଲକରେ। କୁଅଁରପୁର ନୋଡାଲ ସ୍କୁଲର ପ୍ରଧାନ…