ପୁରୀ ଅଫିସ,୨୦।୭: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ…
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଆଇଏଲ୍ଏସ୍ ନିର୍ଦ୍ଦେଶକ ଡ. ଅଜୟ ପରିଡ଼ାଙ୍କ ମରଶରୀର ଗୌହାଟୀରୁ ବୁଧବାର ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଡ. ପରିଡ଼ାଙ୍କ ମୃତଦେହ ପହଞ୍ଚିବା ପରେ ବିମାନବନ୍ଦରରେ ଶୋକାକୁଳ…
ମୁମ୍ବାଇ: ବଲିଉଡ ଦୁନିଆର ନାଁ କରା ଅଭିନେତ୍ରୀ ମଧୁବାଲାଙ୍କ ଜୀବନକୁ ନେଇ ତିଆରି ହେବାକୁ ଯାଉଛି ତାଙ୍କର ଏକ ବାୟୋପିକ । ଏହାକୁ ନେଇ ତାଙ୍କର ସବୁଠାରୁ…
ଲକ୍ଷ୍ନୌ,୨୦।୭: ଉତ୍ତରପ୍ରଦେଶର ରାଏବରେଲି ଜିଲାରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଏକ ଡମ୍ପର କାର ଉପରେ ଓଲଟି ପଡ଼ିଯିବାରୁ ୫ ଜଣଙ୍କର ମୃତ୍ୟୁ ଘଟିଛି।ମୃତକଙ୍କ ମଧ୍ୟରେ…
କଲମ୍ବୋ,୨୦ ।୭: ଶ୍ରୀଲଙ୍କାରେ ୨୦ ଜୁଲାଇ ଅର୍ଥାତ୍ ବୁଧବାର ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି । ନିର୍ବାଚନର ଠିକ୍ ପୂର୍ବରୁ ରାଷ୍ଟ୍ରପତି ପଦ ପାଇଁ…
ସମ୍ବଲପୁର/ନାକଟିଦେଉଳ,୨୦ା୭(ବ୍ୟୁରୋ/ଡ଼ି.ଏନ.ଏ.): ଗଁ।ର ବିକାଶରେ ପ୍ରତିବନ୍ଧକ ସାଜିଛି ନାଳ। ନାଳ ଉପରେ ପୋଲ ନ ଥିବାରୁ ଗଁ।କୁ ଯାଇ ପାରିଲାନି ଆମ୍ବୁଲାନ୍ସ। ଗଁ। ଲୋକେ ରୋଗୀକୁ ଖଟିଆରେ ବୋହି…
ଗାନ୍ଧୀନଗର, ୨୦ା୭: ଅହମଦାବାଦ କ୍ରାଇମ୍ ବ୍ରାଞ୍ଚ ମଙ୍ଗଳବାର ଫିଲ୍ମ ନିର୍ମାତା ଅବିନାଶ ଦାଶଙ୍କୁ ଗିରଫ କରିଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ ଆଇଏଏସ୍ ଅଫିସର ପୂଜା ସିଂଘଲଙ୍କ…
ନୂଆଦିଲ୍ଲୀ,୨୦ା୭: ପାର୍ଲାମେଣ୍ଟର ମୋସୁମୀ ଅଧିବେଶନର ଦ୍ୱିତୀୟ ଦିନ ଅର୍ଥାତ ମଙ୍ଗଳବାର ମଧ୍ୟ ଦରଦାମ ବୃଦ୍ଧି, ବେରୋଜଗାରୀ, ଅଗ୍ନିପଥ ଯୋଜନା ଏବଂ ଅନ୍ୟାନ୍ୟ ପ୍ରସଙ୍ଗକୁ ନେଇ ବିରୋଧୀ ପ୍ରବଳ…
ନୂଆଦିଲ୍ଲୀ,୨୦ା୭: କୃଷକ ସଙ୍ଗଠନ ସଂଯୁକ୍ତ କିଷାନ ମୋର୍ଚ୍ଚା(ଏସ୍କେଏମ୍)କୁ କେନ୍ଦ୍ର ସରକାର ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍ଏସ୍ପି) ଉପରେ ଆଇନଗତ ଗ୍ୟାରେଣ୍ଟି ନିମନ୍ତେ କମିଟି ଗଠନର ପ୍ରତିଶ୍ରୁତି ଦେଇ…
ତେହରାନ, ୨୦ା୭: ଇରାନ୍ ସର୍ବୋଚ୍ଚ ନେତା ଆୟାତୁଲ୍ଲା ଅଲି ଖାମନେଇଙ୍କୁ ଭେଟିବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ମଙ୍ଗଳବାର ତେହରାନରେ ପହଞ୍ଚିଛନ୍ତି। ୟୁକ୍ରେନ୍ ସହ ଯୁଦ୍ଧ…