Home Left

‘ସରିଆସିଲାଣି କୋଭିସିଲ୍ଡ଼ ଟିକା, ଆଉ ୨ ଦିନ ଯାଏ ହୋଇପାରିବ ଟିକାକରଣ’

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ୧୮ରୁ ୫୯ ବୟସ୍କଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯାଉଛି। ତେବେ ଟିକାକରଣକୁ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ…

4 years ago

ନିଜ ସହଯୋଗୀଙ୍କୁ ଗୁଳି କଲେ ପୋଲିସ ଯବାନ: ୩ମୃତ

ନୂଆଦିଲ୍ଲୀ,୧୮।୭: ରାଜଧାନୀ ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ସିକ୍କିମ ପୋଲିସର ଜଣେ ଯବାନ ନିଜର ୩ସହଯୋଗୀଙ୍କ ଉପରେ ଗୁଳି ଚଳାଇଥିବା ଜଣାପଡ଼ିଛି। ଏହି…

4 years ago

ଦିନିକିଆ କ୍ରିକେଟ୍‌ରୁ ଅବସର ନେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଲଣ୍ଡନ,୧୮।୭: ଇଂଲଣ୍ଡ ଟେଷ୍ଟ ଦଳର ଅଧିନାୟକ ବେନ ଷ୍ଟୋକ୍ସ ଦିନିକିଆ କ୍ରିକେଟରୁ ଅବସର ନେଇଛନ୍ତି। ସୋମବାର ସେ ଏହା ଘୋଷଣା କରିଛନ୍ତି। ମଙ୍ଗଳବାର ଷ୍ଟୋକ୍ସ ତାଙ୍କ ଦିନିକିଆ…

4 years ago

ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ: ‘ଭ୍ୟାକ୍ସିନେଶନ ଉପରେ ଦିଆଯାଉଛି ଫୋକସ’

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଜିଲାପାଳ ଓ ସିଡିଏମଓଙ୍କୁ ସ୍ଥିତି ଉପରେ…

4 years ago

କାର୍ତ୍ତିକଙ୍କ ହାତରେ ଆଉ ଏକ ବଡ଼ ପ୍ରୋଜେକ୍ଟ

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଦମ୍‌ଦାର ଅଭିନୟ ଏବଂ ଲୁକ୍‌କୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରୁହନ୍ତି। ନିକଟରେ ଫିଲ୍ମ ‘ଭୁଲ ଭୁଲେୟା-୨’ର ଜବରଦସ୍ତ ଅଭିନୟ ପରେ…

4 years ago

‘ମୁଁ ଅପରାଧୀ ନୁହେଁ, ମୋତେ ସିଙ୍ଗାପୁର ଛାଡ’

ନୂଆଦିଲ୍ଲୀ,୧୮ା୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପୁଣି ସୋମବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସିଙ୍ଗାପୁର ଗସ୍ତକୁ ଅନୁମତି ପ୍ରଦାନରେ ବିଳମ୍ବକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ…

4 years ago

ଦେଶରେ ଦ୍ୱିତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ଥିରୁଭାନନ୍ତପୁରମ୍‌,୧୮।୭: ସୋମବାର ଦେଶରେ ଦ୍ୱିତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦ୍ୱିତୀୟ ମାମଲା କେରଳରେ ଦେଖିବାକୁ ମିଳିଛି। କେରଳର କନ୍ନୁରଠାରେ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା…

4 years ago

ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୋପାଳ,୧୮।୭: ମଧ୍ୟପ୍ରଦେଶରେ ଏକ ବଡ଼ ବସ ଦୁର୍ଘଟଣା ଘଟିଛି। ଧର ଜିଲାରେ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ନର୍ମଦା ନଦୀରେ ଖସିପଡିଛି। ଏହି ଦୁର୍ଘଟଣାରେ ବସ…

4 years ago

କୁନି ଝିଅଙ୍କ ପ୍ରଶ୍ନ ଶୁଣି ମୁଖ୍ୟମନ୍ତ୍ରୀ ଆଶ୍ଚର୍ଯ୍ୟ

ପୁଣେ,୧୮।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସହ ଏକ କୁନି ଝିଅର ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ ଝିଅଟି ମୁଖ୍ୟମନ୍ତ୍ରୀଙ୍କୁ ଏମିତି କିଛି ପ୍ରଶ୍ନ ପଚାରିଛନ୍ତି,…

4 years ago

ଚୁଡ଼ା,ମୁଢ଼ି ଉପରେ ଜିଏସଟିକୁ ବିରୋଧ, ଗ୍ରାହକଙ୍କ ଉପରେ ପ୍ରଭାବ ପଡ଼ିବ ନାହିଁ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଓଡ଼ିଶାର ଲୋକେ ଚୁଡ଼ା, ମୁଢ଼ିକୁ ସକାଳେ ସନ୍ଧ୍ୟାରେ ଜଳଖିଆ ଭାବେ ବ୍ୟବହାର କରନ୍ତି। ତେଣୁ ସେସବୁରେ ଜିଏସ୍‌ଟି ଲାଗିବା ପ୍ରସଙ୍ଗ ସୋମବାର ବିଧାନସଭା ଶୂନ୍ୟକାଳରେ ଉଠିଥିଲା…

4 years ago