Home Left

ଟୁଇଟରରେ ‘ଗୋ ବ୍ୟାକ୍‌ ମୋଦି’ ଟ୍ରେଣ୍ଡ୍‌

ମୋର୍‌ବି,୨ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଜ୍ୟ ଗୁଜରାଟରେ ଝୁଲାପୋଲ ଭୁଶୁଡ଼ିବା ଘଟଣାକୁ ନେଇ ସୋସିଆଲ ନେଟ୍‌ଓ୍ବର୍କିଂ ସାଇଟ୍‌ ଟୁଇଟରରେ ୟୁଜର୍ସ ନାନା ପ୍ରତିକ୍ରିୟା ପ୍ରକାଶ କରିବାରେ ଲାଗିଛନ୍ତି।…

4 years ago

ସୁପ୍ରିମକୋର୍ଟରେ ପିଆଇଏଲ୍‌: ୧୪ରେ ଶୁଣାଣି

ନୂଆଦିଲ୍ଲୀ,୨ା୧୧: ଗୁଜରାଟର ମୋର୍‌ବିରେ ରବିବାର ବ୍ରିଟିଶ ଅମଳର ଝୁଲାପୋଲ ଭୁଶୁଡ଼ିବା ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ସୁପ୍ରିମକୋର୍ଟରେ ମଙ୍ଗଳବାର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଖଲ…

4 years ago

ଘଣ୍ଟା କମ୍ପାନୀକୁ ବ୍ରିଜ୍‌ ଦାୟିତ୍ୱ

ମୋର୍‌ବି,୨ା୧୧: ବ୍ରିଟିଶ ଅମଳର ଶତାବ୍ଦୀ ପୁରୁଣା ବ୍ରିଜ୍‌ର ମରାମତି, ପୁନରୁଦ୍ଧାର ଓ ରକ୍ଷଣାବେକ୍ଷଣ ଦାୟିତ୍ୱ ଓରେଭା କମ୍ପାନୀକୁ କାହିଁକି ଦିଆଯାଇଥିଲା ବୋଲି ବିରୋଧୀ ଦଳଗୁଡ଼ିକ ପ୍ରଶ୍ନ ଉଠାଇଛନ୍ତି।…

4 years ago

ଚନ୍ଦ୍ରପୃଷ୍ଠରେ ସେନ୍‌ସର ଖୋଜିବ ଜଳ

ଓ୍ବାଶିଂଟନ୍‌, ୨ା୧୧: ଚନ୍ଦ୍ରପୃଷ୍ଠରେ ଜୀବସତ୍ତାର ସନ୍ଧାନ ନେଇ ବହୁବର୍ଷ ଧରି ନାସା (ନ୍ୟାଶନାଲ ଏରୋନେଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ୍‌)ର ବୈଜ୍ଞାନିକମାନଙ୍କ ଅଧ୍ୟୟନ ଜାରି ରହିଛି। ଚନ୍ଦ୍ର ସମ୍ବନ୍ଧୀୟ…

4 years ago

ପୁଙ୍ଖାନୁପୁଙ୍ଖ ତଦନ୍ତ ନିର୍ଦ୍ଦେଶ

ମୋର୍‌ବି,୨ା୧୧: ଗୁଜରାଟର ମୋର୍‌ବି ଝୁଲାପୋଲ ଭୁଶୁଡ଼ିବା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଉକ୍ତ ଅଘଟଣରୁ ଶିକ୍ଷାଲାଭ କରି…

4 years ago

ନୂଆପଡ଼ାରେ ବାଘ ଆତଙ୍କ

ନୂଆପଡ଼ା ଅଫିସ,୨।୧୧: ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନରେ ପୁଣି ବାଘ ଆତଙ୍କ ଦେଖାଦେଇଛି । ନୂଆପଡା ସଦର ବ୍ଲକ କେନ୍ଦୁବାହାରା ପଞ୍ଚାୟତ ଜାମୁରସାଲେଭଟା ଗ୍ରାମରେ ସୋମବାର…

4 years ago

ମୋର ସବୁକିଛି ଚାଲିଗଲା

ଅହମ୍ମଦାବାଦ,୨ା୧୧: ରବିବାର ଛୁଟି ଥିବାରୁ ସ୍ବାମୀଙ୍କ ସହ ୯ ବର୍ଷୀୟା ଝିଅ ଓ ୭ ବର୍ଷର ପୁଅ ସହ ଝୁଲାପୋଲକୁ ବୁଲି ଯାଇଥିଲୁ। ସେମାନେ ବ୍ରିଜ୍‌ ଉପରକୁ…

4 years ago

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ପରଲୋକ

ବାଲିକୁଦା,୨ା୧୧(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଅରିଲୋ ପଞ୍ଚାୟତ ଭଗବାନ ସିଣ୍ଢୋଳ ଗଁାର ବୟୋଜ୍ୟେଷ୍ଠ ସ୍ବାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ସୋମବାର ବିଳମ୍ବିତ ରାତିରେ କଟକ ବଡ଼…

4 years ago

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୨ ଲାଗି ଭୂମିପୂଜା

ଭୁବନେଶ୍ବର,୨ା୧୧(ବ୍ୟୁରୋ): ଆସନ୍ତା ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନରେ ମେକଇନ୍‌ ଓଡିଶା କନକ୍ଲେଭ-୨୦୨୨ ଆୟୋଜିତ ହେବ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜନତା ମଇଦାନରେ ଭୂମି…

4 years ago

ନିର୍ଦ୍ଦିଷ୍ଟ ଅଭିଯୋଗ ନ ଥିଲେ ଏଡିଟର ଇନ୍‌ ଚିଫ୍‌ଙ୍କ ବିରୋଧରେ ମାନହାନି ହେବନି

ନୂଆଦିଲ୍ଲୀ, ୨।୧୧: ନିର୍ଦ୍ଦିିଷ୍ଟ ଏବଂ ପର୍ଯ୍ୟାପ୍ତ ଅଭିଯୋଗ ନ ଥିଲେ କୌଣସି ଗଣମାଧ୍ୟମ ସଂସ୍ଥାର ମୁଖ୍ୟ ସମ୍ପାଦକ(ଏଡିଟର ଇନ୍‌ ଚିଫ୍‌)ଙ୍କ ବିରୋଧରେ ମାନହାନି ମାମଲା ରୁଜୁ ହୋଇପାରିବ…

4 years ago