Home Left

୪ଶହ ଏକର ଜମିକୁ ମାଡ଼ିଗଲା ଜୁଆର

ରାଜନଗର,୧୪ା୭(ଡି.ଏନ.ଏ.): ପାଟ୍ଟଶାଳା ନଦୀର ଜୁଆର ଗୁରୁବାର ବନ୍ଧ ଡେଇଁ ଭେଡାକୁ ପଶିଛି। ଉଚ୍ଚ ଜୁଆର ରଙ୍ଗଣୀ ପଞ୍ଚାୟତର ପଟ୍ଟାପାରିଆ ଓ ଭେକ୍ଟାମୌଜାର ପ୍ରାୟ ୪ଶହ ଏକର ଚାଷ…

4 years ago

ଜୁଲାଇ ୨୩ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୧୫।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଆସନ୍ତା ଜୁଲାଇ ୨୩ରେ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବ। ସଂସଦ ଭବନର ସେଣ୍ଟ୍ରାଲ ହଲ୍‌ରେ ବିଦାୟକାଳୀନ ସମାରୋହ ଅନୁଷ୍ଠିତ ହେବ। ଏହି ଅବସରରେ…

4 years ago

ମୁମ୍ବାଇରେ ପହଞ୍ଚିଲେ ସୋନମ

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏହା ତାଙ୍କର ପ୍ରଥମ ସନ୍ତାନ ହେବ। ଯେଉଁଥିପାଇଁ ସୋନମଙ୍କ ପୂରା ପରିବାରରେ ବହୁତ ଉତ୍ସାହ ଦେଖିବାକୁ…

4 years ago

ଭାରତ ପାଇଁ ବଡ ପଦକ୍ଷେପ ନେଲା ଆମେରିକା

ଓ୍ବାଶିଂଟନ୍‌,୧୫।୭: ଛୋଟ ଏବଂ ଦୁର୍ବଳ ପଡୋଶୀ ଦେଶ ଉପରେ ଚାଇନା କ୍ରମାଗତ ଭାବରେ ନିଜର ପ୍ରାଧାନ୍ୟ ହାସଲ କରୁଛି। ତେବେ ଚାଇନାର ବିସ୍ତାରବାଦୀ ନୀତି ଭାରତ ଆଗରେ…

4 years ago

ଗଞ୍ଜାମ ଜିଲାରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ବ୍ରହ୍ମପୁର ଅଫିସ,୧୫ା୭: ଗଞ୍ଜାମ ଜିଲାରେ ପ୍ରଥମ ଡେଙ୍ଗୁରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁ ରୋଗରେ ଆକ୍ରାନ୍ତ ଜଣଙ୍କ ମହିଳା ଅଟନ୍ତି। ସେ ଭୁବନେଶ୍ୱରରେ ରହୁଥିବା ବେଳେ ସେଠାରେ ତାଙ୍କୁ…

4 years ago

‘ରାଜ୍ୟରେ ୧୩ ଲକ୍ଷ ବୁଷ୍ଟର ଡୋଜ୍‌ ମହଜୁଦ ଅଛି’

ଭୁବନେଶ୍ୱର,୧୫।୭(ବ୍ୟୁରୋ): ଟିକାକରଣକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ କୁମାର ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,ରାଜ୍ୟରେ ରାଜ୍ୟରେ ଆଜିଠୁ ୧୮-୫୯ ବର୍ଷୀୟଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌…

4 years ago

ପ୍ରଶ୍ନପତ୍ର ଲିକ୍‌: ଆସନ୍ତା ୧୯ରେ ହେବ ବାତିଲ ହୋଇଥିବା ପରୀକ୍ଷା

ସମ୍ବଲପୁର,୧୫।୭(ବ୍ୟୁରୋ): ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଗୁରୁବାର ଏଜୁକେଶନ ଅନର୍ସ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ପରେ ବାତିଲ ହୋଇଥିବା ପରୀକ୍ଷା ଆସନ୍ତା ୧୯ରେ କରାଯିବ । ଏ ନେଇ ସମ୍ବଲପୁର…

4 years ago

ବାହୁବଳୀ ନେତାଙ୍କ ବିଧାୟକ ପଦ ବି ଗଲା

ପାଟନା,୧୫।୭: ବିହାରର ମୋକମାର ଆରଜେଡି ବିଧାୟକ ଅନନ୍ତ ସିଂଙ୍କୁ ନିଷିଦ୍ଧ ଆଧୁନିକ ଅସ୍ତ୍ର ଏକେ-୪୭ ରଖିବା ଏବଂ ହ୍ୟାଣ୍ଡ ଗ୍ରେନେଡ ଜବତ ମାମଲାରେ ୧୦ ବର୍ଷ ଜେଲ…

4 years ago

ବସ୍ତିରେ ପଶିଲା ବର୍ଷାଜଳ, ଭୁଶୁଡ଼ିଲା କଲେଜ ପାଚେରି

ପିପିଲି, ୧୫ା୭: ପିପିଲି ଅଞ୍ଚଳରେ ଗୁରୁବାର ମୂଷଳ ଧାରାରେ ବର୍ଷା ହୋଇଛି। ଫଳରେ ଏନ୍‌ଏସି ଅନ୍ତର୍ଗତ ୨ ନମ୍ବର୍‌ ୱାର୍ଡର କିଛି ବସ୍ତି ଜଳମଗ୍ନ ହୋଇଥିଲା। ଖବର…

4 years ago

କୋହଲିଙ୍କ ସମର୍ଥନରେ ବାହାରିଲେ ପାକିସ୍ତାନ ଅଧିନାୟକ

ଇସଲାମାବାଦ୍‌,୧୫।୭: ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି ଏବେ ଖରାପ ଫର୍ମରେ ଅଛନ୍ତି। ସେ ଗତ ଅଢେଇ ବର୍ଷ ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଗୋଟିଏ ବି ଶତକ…

4 years ago