ବ୍ରହ୍ମପୁର ଅଫିସ,୧୫ା୭: ଗଞ୍ଜାମ ଜିଲାରେ ପ୍ରଥମ ଡେଙ୍ଗୁରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁ ରୋଗରେ ଆକ୍ରାନ୍ତ ଜଣଙ୍କ ମହିଳା ଅଟନ୍ତି। ସେ ଭୁବନେଶ୍ୱରରେ ରହୁଥିବା ବେଳେ ସେଠାରେ ତାଙ୍କୁ…
ଭୁବନେଶ୍ୱର,୧୫।୭(ବ୍ୟୁରୋ): ଟିକାକରଣକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ କୁମାର ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,ରାଜ୍ୟରେ ରାଜ୍ୟରେ ଆଜିଠୁ ୧୮-୫୯ ବର୍ଷୀୟଙ୍କୁ ମାଗଣାରେ ବୁଷ୍ଟର ଡୋଜ୍…
ସମ୍ବଲପୁର,୧୫।୭(ବ୍ୟୁରୋ): ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଗୁରୁବାର ଏଜୁକେଶନ ଅନର୍ସ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ପରେ ବାତିଲ ହୋଇଥିବା ପରୀକ୍ଷା ଆସନ୍ତା ୧୯ରେ କରାଯିବ । ଏ ନେଇ ସମ୍ବଲପୁର…
ପାଟନା,୧୫।୭: ବିହାରର ମୋକମାର ଆରଜେଡି ବିଧାୟକ ଅନନ୍ତ ସିଂଙ୍କୁ ନିଷିଦ୍ଧ ଆଧୁନିକ ଅସ୍ତ୍ର ଏକେ-୪୭ ରଖିବା ଏବଂ ହ୍ୟାଣ୍ଡ ଗ୍ରେନେଡ ଜବତ ମାମଲାରେ ୧୦ ବର୍ଷ ଜେଲ…
ପିପିଲି, ୧୫ା୭: ପିପିଲି ଅଞ୍ଚଳରେ ଗୁରୁବାର ମୂଷଳ ଧାରାରେ ବର୍ଷା ହୋଇଛି। ଫଳରେ ଏନ୍ଏସି ଅନ୍ତର୍ଗତ ୨ ନମ୍ବର୍ ୱାର୍ଡର କିଛି ବସ୍ତି ଜଳମଗ୍ନ ହୋଇଥିଲା। ଖବର…
ଇସଲାମାବାଦ୍,୧୫।୭: ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି ଏବେ ଖରାପ ଫର୍ମରେ ଅଛନ୍ତି। ସେ ଗତ ଅଢେଇ ବର୍ଷ ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟ୍ରେ ଗୋଟିଏ ବି ଶତକ…
ପୁରୀ ଅଫିସ,୧୫।୭: ଜାଲ୍ ପ୍ରମାଣପତ୍ର ଦେଇ ସାମନ୍ତ ଚନ୍ଦ୍ରଶେଖର (ଏସ୍ସିଏସ୍) ମହାବିଦ୍ୟାଳୟରେ ଆଡ୍ମିଶନ କରିଥିବା ୧୧ଜଣ ଛାତ୍ରୀଛାତ୍ରଙ୍କ ଆଡ୍ମିଶନକୁ ଉଚ୍ଚଶିକ୍ଷା ବିଭାଗ ଅବୈଧ ଘୋଷଣା କରିବା ପରେ…
ଖୋର୍ଦ୍ଧା ଅଫିସ,୧୫ା୭: ଖୋର୍ଦ୍ଧା ଜିଲା ନିଜିଗଡ଼ ତାପଙ୍ଗ ପଞ୍ଚାୟତ ଅନ୍ତର୍ଗତ ତାପଙ୍ଗ, ଅଣ୍ଡା ଓ ଝିଙ୍କିଝାରୀ ପ୍ରଭୃତି ଗ୍ରାମରେ ଶତାଧିକ ଏକର ଜଗନ୍ନାଥ ଜମି ହରିଲୁଟ ହେଉଛି।…
ଯାଜପୁର ଅଫିସ,୧୫ା୭: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀରେ କଳାପଥର ଖାଦାନ ପରେ ଏବେ ବ୍ରାହ୍ମଣୀ ନଦୀର ରାଇଚନ୍ଦା ବାଲିଘାଟରୁ ବିପୁଳ ବାଲି ଲୁଟର ପର୍ଦ୍ଦାଫାସ…
ନୂଆଦିଲ୍ଲୀ,୧୫।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦,୦୩୮ ନୂଆ…