Home Left

ଶୁକ୍ରବାରଠୁ ନିୟମ କଡାକଡି, ନ ମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ଜୁଲାଇ ୧ ଅର୍ଥାତ୍‌ ଶୁକ୍ରବାରଠୁ ଭୁବନେଶ୍ବରରେ ଜୁଲାଇ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ଉପରେ ପ୍ରତିବନ୍ଧକ ଲଗାଇଛି ବିଏମ୍‌ସି। ପ୍ଲାଷ୍ଟିକ୍‌ ବିପର୍ଯ୍ୟୟ ପରିଚାଳନା ଆଇନ-୨୦୨୧ରେ ସଂଶୋଧନ ହୋଇଛି…

4 years ago

‘ଦଳର ଆଦେଶ ସର୍ବୋପରି’

ମୁମ୍ବାଇ,୩୦।୬: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବା ପରେ ଦେବେନ୍ଦ୍ର ଫଡନବିସ୍‌ ଟୁଇଟ କରିଛନ୍ତି। ଟୁଇଟ କରି ସେ ଲେଖିଛନ୍ତି, ଜଣେ ପ୍ରାମାଣିକ କର୍ମକର୍ତ୍ତା ଭାବେ ମୁଁ…

4 years ago

ପୂର୍ବତନ ରେଞ୍ଜର, ସ୍ତ୍ରୀଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୩୦।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସନ୍ତୋଷ କୁମାର ଜେନା ଜଣେ ପୂର୍ବତନ ରେଞ୍ଜର…

4 years ago

ଅଟୋ ଚାଳକରୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ: ସହଜ ନ ଥିଲା ଯାତ୍ରା

ମୁମ୍ବାଇ,୩୦।୬: ମହାରାଷ୍ଟ୍ର ରାଜନୈତିକ ସଙ୍କଟର ଅନ୍ତ ଘଟିଛି। ଭାଜପା ସମର୍ଥନରେ ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଧେ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସନ୍ଧ୍ୟା ସାଢ଼େ ୭ଟା…

4 years ago

ସିନ୍ଧେଙ୍କୁ ଶୁଭେଚ୍ଛା ଜଣାଇଲେ ଶରଦ

ନୂଆଦିଲ୍ଲୀ,୩୦।୬: ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଧେ ଗୁରୁବାର ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ପରିପେକ୍ଷୀରେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର…

4 years ago

ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସିଲେ ୨ ଭାଇ, ଜଣେ ମୃତ

ଦେବଗଡ଼,୩୦।୬ (ଡି.ଏନ୍‌.ଏ): ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଜଣେ ଶିଶୁର ମୃତ୍ୟୁ ଘଟିଛି। ଏଭଳି ଏକ ଦୁର୍ଘଟଣା ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଚନ୍ଦନଖୁଂଟି ଗ୍ରାମରେ।…

4 years ago

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ୨ କର୍ମଚାରୀଙ୍କ ନାଁରେ ମାମଲା

ହାଟଡିହୀ,୩୦ା୬(ଡିି.ଏନ୍‌.ଏ.): ସରକାରୀ ଅର୍ଥ ଆତ୍ମସାତ ନେଇ କେନ୍ଦୁଝର ଜିଲା ହାଟଡିହୀ ତହସିଲର ଦୁଇ ପୂର୍ବତନ କର୍ମଚାରୀଙ୍କ ନାମରେ ତହସିଲଦାର ନନ୍ଦିପଦା ଥାନାରେ ଅଭିଯୋଗ କରିଛନ୍ତି। କର୍ମଚାରୀ ଦ୍ୱୟ…

4 years ago

ରଥଯାତ୍ରାରୁ ବଞ୍ଚିତ ହେଲେ ବଡ଼ଗଡ଼ବାସୀ

ସୋରଡା,୩୦ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ବଡ଼ଗଡ଼ରେ ଚଳିତବର୍ଷ ରଥଯାତ୍ରା ହେବନାହିଁ। ମନ୍ଦିର ବେଢ଼ାରେ କେବଳ ରିତିନୀତି ସମ୍ପନ୍ନ ହେବ ବୋଲି ରାଜ ପରିବାର ପକ୍ଷରୁ ଏହି…

4 years ago

ଛୁଟି ନେଇ ଘରକୁ ଆସୁଥିଲେ,ଦୁର୍ଘଟଣାରେ ଚାଲିଗଲା ଏସ୍‌ଡିଜେଏମ୍‌ଙ୍କ ଜୀବନ

ବାରିପଦା ଅଫିସ,୩୦।୬: ୪୯ ନଂ ଜାତୀୟ ରାଜପଥ ନିକଟରେ ଗୁରୁବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ରାଇରଙ୍ଗପୁର ଏସ୍‌ଡିଜେଏମ୍‌ ସ୍ମରଣିକା ପ୍ରଧାନଙ୍କ ମୃତ୍ୟୁ ହୋଇଛି।…

4 years ago

ମଣିପୁରରେ ଭୂସ୍ଖଳନ: ୭ଯବାନ ଶହୀଦ,୨୫ନିଖୋଜ

ଇମ୍ଫାଲ,୩୦।୬: ଗତ ୨ଦିନ ହେଲାଣି ମଣିପୁରରେ ଲଗାତର ବର୍ଷା ହେବାରୁ ନୋନି ଜିଲାରେ ଭୂସ୍ଖଳନ ହୋଇଛି। ବୁଧବାର ବିଳମ୍ବିତ ରାତିରେ ନୋନି ଜିଲାର ଇମ୍ଫାଲ-ଜିରିବାମ ରେଲଓ୍ବେ ଲାଇନର…

4 years ago