Home Left

ରାଇମୋହନଙ୍କ ଜନ୍ମ ମାଟିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ପାଟଣା,୨୫।୬(ସ୍ବ.ପ୍ର.): ଓଡ଼ିଆ ସିନେମା ଜଗତ ତଥା ଯାତ୍ରା ଜଗତର ଜଣାଶୁଣା ଅଭିନେତା ରାଇମୋହନ ପରିଡାଙ୍କ ଶୁକ୍ରବାର ଅକାଳ ବିୟୋଗ ଘଟିଛି। ତାଙ୍କ ମୃତ୍ୟୁକୁ ନେଇ ଜନ୍ମ ମାଟି…

4 years ago

ହସ୍ପିଟାଲରୁ ସୁସ୍ଥହୋଇ ଘରକୁ ଫେରିଲେ ରାହୁଲ

ରାୟପୁର,୨୫।୬: ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଲେ ରାହୁଲ ସାହୁ। ୫ ଦିନ ବୋରଓ୍ବେଲରେ ଫସିବା ପରେ ଗତ ୧୪ ତାରିଖ ରାତିରେ ଉଦ୍ଧାର ହୋଇଥିଲେ ରାହୁଲ।…

4 years ago

ବିନୀତ ପୁନିଆ ହେଲେ କଂଗ୍ରେସ ଯୋଗାଯୋଗ ଶାଖା ପ୍ରଭାରୀ ସମ୍ପାଦକ

ନୂଆଦିଲ୍ଲୀ,୨୫।୬: କଂଗ୍ରେସ ନେତା ବିନୀତ ପୁନିଆଙ୍କୁ ଏଆଇସିସି ଆଭ୍ୟନ୍ତରୀଣ ଯୋଗାଯୋଗ ଶାଖାର ପ୍ରଭାରୀ ସମ୍ପାଦକ ନିଯୁକ୍ତ କରାଯାଇଛି। ସେହିପରି ବୈଭବ ଓ୍ବାଲିଆ ଉକ୍ତ ବିଭାଗର ସମ୍ପାଦକ ନିଯୁକ୍ତ…

4 years ago

ଦ୍ରୌପଦୀଙ୍କୁ ସମର୍ଥନ କରିବେ ମାୟାବତୀ

ନୂଆଦିଲ୍ଲୀ,୨୫।୬: ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଏସ୍‌ପି ସମର୍ଥନ କରିବ। ବିଏସ୍‌ପି ସୁପ୍ରିମୋ ମାୟାବତୀ ଏହି ସୂଚନା ଦେଇଛନ୍ତି। ଦଳର ଆଭିମୁଖ୍ୟକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି…

4 years ago

ନର୍‌ଓ୍ବେ ନାଇଟ୍‌ କ୍ଲବରେ ଗୁଳିମାଡ଼: ୨ମୃତ, ୧୦ ଆହତ

ଓସଲୋ,୨୫।୬: ନରୱେ ରାଜଧାନୀ ଓସଲୋରେ ଏକ ଗେ’ ବାରରେ ଶନିବାର ଗୁଳିମାଡ଼ ହୋଇଛି। ଏହି ଗୁଳିମାଡ଼ରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ରୁ ଉର୍ଦ୍ଧ୍ୱ ଲୋକ ଆହତ…

4 years ago

ଓ୍ବାର୍ମଅପ୍‌ ମ୍ୟାଚ: ଭାରତ ୮୨ ରନ୍‌ରେ ଅଗ୍ରଣୀ

ଲିସେଷ୍ଟର,୨୫।୫: ସ୍ଥାନୀୟ ଗ୍ରେସ୍‌ ରୋଡଠାରେ ଭାରତ ଓ ଲିସେଷ୍ଟର ମଧ୍ୟରେ ଗୁରୁବାରଠାରୁ ୪ ଦିନିଆ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଭାରତ ଅଗ୍ରଣୀ ହାସଲ କରିଛି। ଭାରତ ଏହାର ପ୍ରଥମ…

4 years ago

ମହାରାଷ୍ଟ୍ର ରାଜନୈତିକ ସଙ୍କଟ: ଶିବସେନାର ବସିବ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ

ନୂଆଦିଲ୍ଲୀ,୨୫।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଶନିବାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଡାକିଛନ୍ତି। ଅପରାହ୍ନ ୧ଟାରେ ଏହି…

4 years ago

୭ରୁ ୧୧ବର୍ଷର ପିଲାଙ୍କୁ କୋଭୋଭାକ୍ସର ଜରୁରୀକାଳୀନ ବ୍ୟବହାର ପାଇଁ ସୁପାରିଶ

ନୂଆଦିଲ୍ଲୀ,୨୫।୬: ସେଣ୍ଟ୍ରାଲ ଡ୍ରଗ୍ସ ଅଥରିଟି ଅଫ୍‌ ଇଣ୍ଡିଆର ଏକ ବିଶେଷଜ୍ଞ କମିଟି ଶୁକ୍ରବାର ୭ରୁୁ ୧୧ବର୍ଷ ବୟସର ପିଲାମାନଙ୍କ ପାଇଁ ସେରମ ଇନ୍‌ଷ୍ଟିଚ୍ୟୁଟର କୋଭୋଭାକ୍ସ ଟିକାର ଜରୁରୀକାଳୀନ…

4 years ago

୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୨ କରୋନା ପଜିଟିଭ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ) : ରାଜ୍ୟରେ ବଢୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ…

4 years ago

ଇସ୍ତଫା ଦେବେ ନାହିଁ ଉଦ୍ଧବ, ଶକ୍ତି ପରୀକ୍ଷାକୁ କରିବେ ଅପେକ୍ଷା

ମୁମ୍ବାଇ,୨୫ ।୬: ମହାରାଷ୍ଟ୍ରରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ବେଳକୁ ବେଳ ଜଟିଲ ହେବାରେ ଲାଗିଛି । ଏକନାଥ ସିନ୍ଦେଙ୍କୁ ସହଯୋଗ କରୁଥିବା ଶିବସେନାର ଅସନ୍ତୁଷ୍ଟ ବିଧାୟକମାନେ ଏବେ…

4 years ago