Home Left

ସହକାରୀ ନିର୍ବାହୀଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

ବୁଗୁଡ଼ା/ଭଞ୍ଜନଗର,୩୦।୯(ଡି.ଏନ.ଏ.): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ବୁଗୁଡ଼ା ଜଳସେଚନ ବିଭାଗ(ବାଘୁଆ ପ୍ରକଳ୍ପ)ର ସହକାରୀ ନିର୍ବାହୀଯନ୍ତ୍ରୀଙ୍କ ଘରେ ଚଢ଼ାଉ। ଶୁକ୍ରବାର ବାଘୁଆ ପ୍ରକଳ୍ପର ସହକାରୀ…

4 years ago

ଶିକ୍ଷକଙ୍କ ଉନ୍ମତ୍ତକାଣ୍ଡ: ଚାକିରୀରୁ ବିଦା

ଲେଫ୍ରିପଡା,୩୦।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ ଅନ୍ତର୍ଗତ ସୁର୍ଗୁଡା କ୍ଲଷ୍ଟରର କୁଲାବିରା କିଶାନପଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସହକାରୀ ଶିକ୍ଷକ ପ୍ରଦୀପ ପଟେଲ ନିଲମ୍ବିତ। ନିଶାସକ୍ତ ଅବସ୍ଥାରେ…

4 years ago

ଅଜୟଙ୍କୁ ଶ୍ରେଷ୍ଠ ଅଭିନେତା, ବିଶାଲଙ୍କୁ ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ପୁରସ୍କାର

ମୁମ୍ବାଇ: ରାଷ୍ଟ୍ରପତି ଭବନରେ ଶୁକ୍ରବାର ଚଳିତବର୍ଷର ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ବଲିଉଡ୍‌ ଫିଲ୍ମ ‘ତାନହା ଜୀ: ଦ ଅନ୍‌ସଙ୍ଗ ଓ୍ବାରିୟର୍‌’…

4 years ago

କ୍ଷତିପୂରଣ ପାଇଁ ରାସ୍ତାକୁ ଓହ୍ଲାଇଲେ ଚାଷୀ

ଅମ୍ବାଭୋନା,୩୦।୯(ଡି.ଏନ.ଏ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇଛି । ଚାଷୀମାନେ ଚାଷକାର୍ଯ୍ୟ ଆରମ୍ଭରୁ ବୀମା ପ୍ରିମିୟମ ଜମା କରିଛନ୍ତି । ହେଲେ ଫସଲକ୍ଷତିର ବର୍ଷେ…

4 years ago

ଭାତ, ସୋୟାବିନ ତରକାରୀ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ସୋହେଲା,୩୦।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଳକ ରେଙ୍ଗାଲି ପଞ୍ଚାୟତ ଅଧୀନ ବ୍ରାହ୍ମଣୀଡିହି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନ ଭୋଜନ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

4 years ago

ଗିରଫ ହୋଇପାରନ୍ତି ରାଘବ ଚଡ୍ଡା: କେଜ୍‌ରିଓ୍ବାଲଙ୍କ ଦାବି

ନୂଆଦିଲ୍ଲୀ,୩୦।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଶୁକ୍ରବାର ଟୁଇଟ କରି ଏକ ବଡ଼ ଦାବି କରିଛନ୍ତି। ଏଥିସହ ସେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ରାଘବ…

4 years ago

୨ ଦିନ ପରେ ଖୋଲିଲା ବିଦ୍ୟାଳୟ ତାଲା

ଭଞ୍ଜନଗର,୩୦।୯(ଡି.ଏନ.ଏ): ଭଞ୍ଜନଗର ବ୍ଲକ ଭାଲିଆଖାଇ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ନେଇ ଗ୍ରାମବାସୀ ଦୁଇଦିନ ହେଲା ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିଲେ…

4 years ago

କାବୁଲ ଆତ୍ମଘାତୀ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି

କାବୁଲ,୩୦।୯: ଆଫଗାନିସ୍ତାନର ରାଜଧାନୀ କାବୁଲ ସ୍ଥିତ ଏକ ସ୍କୁଲରେ ଶୁକ୍ରବାର ଘଟିଥିବା ଆତ୍ମଘାତୀ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଥିବା ଜଣାପଡିଛି। ସ୍ଥାନୀୟ ଗଣମାଧ୍ୟମ ସୂଚନା…

4 years ago

ଭାଜପା ଗଡ଼ରେ ୫ଶହ କି.ମି. ପଦଯାତ୍ରା କରିବେ ରାହୁଲ

ବେଙ୍ଗାଲୁରୁ,୩୦।୯: ଗୋଟିଏ ପଟେ ଦିଲ୍ଲୀ କଂଗ୍ରେସରେ ରାଜନୈତିକ ସଙ୍କଟ ଚରମ ସୀମାରେ ପହଞ୍ଚିଛି। ଅନ୍ୟପଟେ ‘ଭାରତ ଯୋଡୋ ଯାତ୍ରା’ ଶୁକ୍ରବାର କର୍ନାଟକରେ ପ୍ରବେଶ କରିଛି। କଂଗ୍ରେସ ନେତା…

4 years ago

‘ମୁଁ ଖୁସିରେ ନାହିଁ, ମୋତେ ଶାନ୍ତି ଦରକାର’

ବମ୍ବେ: କ୍ଷମା କରିବେ। ଏଥିଲାଗି କେହି ବି ଦାୟୀ ନୁହନ୍ତି। କାହାକୁ ବି ହଇରାଣ କରିବେ ନାହିଁ। ମୁଁ ଖୁସିରେ ନାହିଁ। ଖାଲି ଶାନ୍ତି ଦରକାର। କିଛି…

4 years ago