Home Left

ଆଗରେ ଅନେକ ଚ୍ୟାଲେଞ୍ଜ

ଭୁବନେଶ୍ୱର, ୭ା୬(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିର ଦ୍ୱିତୀୟ ପର୍ଯ୍ୟାୟ ମନ୍ତ୍ରିମଣ୍ଡଳ ଗଠନ ହୋଇସାରିଛି । ନୂଆ ମନ୍ତ୍ରୀମାନେ ଶପଥ ପାଠ ପରେ ମୁଖ୍ୟମନ୍ତ୍ରୀଙ୍କଠାରୁ ୬-ଟି ଗୁରୁମନ୍ତ୍ର…

4 years ago

ଶ୍ରଦ୍ଧାଳୁଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ପୁରୀ ଅଫିସ,୭ା୬:ଦେବସ୍ନାନ ପୂର୍ଣ୍ଣିମାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ସୋମବାର ପୁରୀ ସର୍କିଟ ହାଉସ୍‌ରେ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

4 years ago

ବନ ବିଭାଗ ମଞ୍ଜୁରୀ ବିନା ଓଡ଼ିଶାରେ ଖଣି ଖନନ ବେଆଇନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭ା୬:ଓଡ଼ିଶାରେ ଖଣି କମ୍ପାନୀଗୁଡ଼ିକ ବନ ବିଭାଗ ମଞ୍ଜୁରୀ ବିନା ବେଆଇନ ଭାବେ ଖଣିଜ ଉତ୍ତୋଳନ କରିଚାଲିଥିବାରୁ ସୁପ୍ରିମକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ବେଆଇନ ଖଣି ଖନନକୁ ସର୍ବୋଚ୍ଚ ଅଦାଲତ…

4 years ago

ନାଇଜେରିଆ ଚର୍ଚ୍ଚରେ ଗୁଳିମାଡ଼: ୫୦ ମୃତ

ଲାଗୋସ,୭।୬ : ଦକ୍ଷିଣ-ପଶ୍ଚିମ ନାଇଜେରିଆର ଓଣ୍ଡୋ ପ୍ରଦେଶରେ ଥିବା ଏକ ଚର୍ଚ୍ଚରେ ରବିବାର ସମୂହ ପ୍ରାର୍ଥନା ଚାଲିଥିବାବେଳେ କେତେଜଣ ବନ୍ଧୁକଧାରୀ ପ୍ରବେଶ କରି ଆଖିବୁଜା ଗୁଳି ଚଳାଇବାରୁ…

4 years ago

ଦୋଷ ଢାଙ୍କିଲେ ଅବକାରୀ ଅଧୀକ୍ଷକ

ପୁରୀ ଅଫିସ,୭ା୬:ପୁରୀ ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାଡ୍‌ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଉଭୟ ପୁରୀ ପୋଲିସ ଓ ଜିଲା ଅବକାରୀ ଅଧୀକ୍ଷକଙ୍କ ବିରୋଧରେ ଦୁର୍ନୀତି…

4 years ago

ସ୍ବର୍ଣ୍ଣ ମନ୍ଦିରରେ ଖଲିସ୍ତାନୀ ସ୍ଲୋଗାନ

ଅମୃତସର,୭।୬: ପଞ୍ଜାବର ଅମୃତସର ସ୍ଥିତ ସ୍ବର୍ଣ୍ଣମନ୍ଦିରରେ ସୋମବାର ଖଲିସ୍ତାନୀ ସମର୍ଥକମାନେ ଦେଶ ବିରୋଧୀ ସ୍ଲୋଗାନ ଦେଇଛନ୍ତି। ଅପରେଶନ ବ୍ଲୁ ଷ୍ଟାରର ୩୮ବର୍ଷ ପୂର୍ତ୍ତି ଅବସରରେ ବହୁସଂଖ୍ୟାରେ ଖଲିସ୍ତାନୀ…

4 years ago

ବିବାଦରୁ ଦୂରେଇ ରହି ସଙ୍ଗଠନ କଥା ବୁଝ

ଭୁବନେଶ୍ୱର,୭ା୬(ବ୍ୟୁରୋ):ରାଜ୍ୟ ମନ୍ତ୍ରିମଣ୍ଡଳର ବିଦା ହୋଇଥିବା ମନ୍ତ୍ରୀମାନେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ମନ୍ତ୍ରୀ ପଦ ଯିବା ପରେ ପ୍ରତାପ ଜେନା, ଦିବ୍ୟଶଙ୍କର ମିଶ୍ର,…

4 years ago

ରାଜ୍ୟ ସଭା ନିର୍ବାଚନ: ବିଧାୟକଙ୍କୁ ହୋଟେଲ ସିଫ୍ଟ କଲା ଶିବସେନା

ମୁମ୍ବାଇ,୭ ।୬: ଜୁନ ୧୦ରେ ହେବାକୁ ଯାଉଥିବା ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ରରେ ଶିବସେନା ତା’ର ବିଧାୟକମାନଙ୍କୁ ସୋମବାର ରାତିରେ ମଲାଡଠାରେ ଥିବା ଏକ ହୋଟେଲକୁ…

4 years ago

ଜ୍ଞାନବାପି ପରିସରରେ ଶିବଲିଙ୍ଗ ପୂଜା ରାୟ ସଂରକ୍ଷିତ

ବାରାଣସୀ,୭।୬: ବାରାଣସୀର ଜ୍ଞାନବାପି ମସ୍‌ଜିଦ ପରିସରରେ ଗତ ମେ’ରେ ଭିଡିଓଗ୍ରାଫି ସର୍ଭେ ବେଳେ ମିଳିଥିବା ଶିବଲିଙ୍ଗ ଢାଞ୍ଚାକୁ ପୂଜା କରିବା ଲାଗି ଅନୁମତି ଦେବାକୁ ଦାଏର ପିଟିଶନ୍‌ର…

4 years ago

ବାରାମୁଳାରେ ସୁରକ୍ଷାକର୍ମୀଙ୍କୁ ସଫଳତା, ଜଣେ ଆତଙ୍କବାଦୀ ନିହତ, ଲାହୋର ସହ ଥିଲା ସମ୍ପର୍କ

ଜମ୍ମୁ,୭ ।୬: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ବାରାମୁଳା ଜିଲାର ସୋପୋରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି । ଆଇଜିପି କଶ୍ମୀର…

4 years ago