Home Left

ସୁପ୍ରିମକୋର୍ଟରେ ରାଜ୍ୟ ସରକାରଙ୍କ ବିଜୟ

ନୂଆଦିଲ୍ଲୀ,୪।୬: ପୁରୀର ବିଶ୍ୱପ୍ରସିଦ୍ଧ ଜଗନ୍ନାଥ ମନ୍ଦିର ଚାରିପଟେ ଚାଲିଥିବା ନିର୍ମାଣ କାର୍ଯ୍ୟ ଜାରି ରହିବ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ…

4 years ago

ମହାପ୍ରଭୁଙ୍କୁ ଦର୍ଶନ କଲେ ୫-ଟି ସଚିବ, ବିଜେଡି ସାଙ୍ଗଠନିକ ସମ୍ପାଦକ

ପୁରୀ ଅଫିସ, ୪ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ନେଇ ଶୁକ୍ରବାର ରାଜ୍ୟ ସରକାରଙ୍କ ସପକ୍ଷରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ୫-ଟି ସଚିବ ଭି.କେ. ପାଣ୍ଡିଆନ…

4 years ago

ଯାଜପୁର ଜିଲାପାଳଙ୍କୁ ରିପୋର୍ଟ ତଲବ

ଯାଜପୁର ଅଫିସ,୪ା୬: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତର ନଗଡ଼ାରେ ୨୦୧୬ ଏପ୍ରିଲରେ ଅପପୁଷ୍ଟି କାରଣରୁ ୨୦ରୁ ଊର୍ଦ୍ଧ୍ୱ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା…

4 years ago

ସର୍ଚ୍ଚ ଅପରେଶନ ବେଳେ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି,୩ା୬ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଧାମତରୀ ପୋଲିସ ସର୍ଚ୍ଚ ଅପରେଶନ ବେଳେ ଜଣେ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛି। ତାଙ୍କ ନାମ ମୁକେଶ ଓରଫ ସୁକଲୁଗାୱାଡେ।…

4 years ago

୭ ଯାଏ ଝଡ଼ବର୍ଷା

ଭୁବନେଶ୍ୱର,୩।୬(ବ୍ୟୁରୋ): ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆସନ୍ତା ୭ ତାରିଖ…

4 years ago

ଏବେ ‘ତୁର୍କିୟେ’ ନାମରେ ଜଣାଯିବ ‘ତୁର୍କି’

ନୂଆଦିଲ୍ଲୀ, ୩ା୬: ବଦଳିଛି ତୁର୍କୀର ନାମ। ଏବେ ଏହି ଦେଶ ‘ତୁର୍କିୟେ’ ନାମରେ ଜଣାଯିବ। ମିଳିତ ଜାତିସଂଘ ବୁଧବାର ଏହି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ଗତ ଡିସେମ୍ବରରେ…

4 years ago

ସବାଇ ଘାସକୁ ଜିଆଇ ଟ୍ୟାଗ୍‌ ପାଇଁ ଆବେଦନ

ଭୁବନେଶ୍ୱର,୩।୬(ବ୍ୟୁରୋ): ସବାଇ ଘାସକୁ ମିଳିବ ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜି.ଆଇ.) ଟ୍ୟାଗ। ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଏ ନେଇ ଆବେଦନ କରିଛି। ନିଗମ ପକ୍ଷରୁ ଆଇପି ଏଟର୍ଣ୍ଣି…

4 years ago

ପିଏଫ୍‌ ସୁଧ ହାର ଘୋଷଣା କଲା ଇପିଏଫ୍‌ଓ

ନୂଆଦିଲ୍ଲୀ, ୩ା୬: କର୍ମଚାରୀଙ୍କ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍‌ଓ) ୨୦୨୧-୨୨ ବର୍ଷ ପାଇଁ ଆଧିକାରିକ ଭାବେ ସୁଧ ହାର ଘୋଷଣା କରିଛି। ୨୦୨୧-୨୨ ବର୍ଷ ପାଇଁ ଏବେ ୮.୧%…

4 years ago

ମାଓବାଦୀଙ୍କ ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର

ମାଲକାନଗିରି,୩ା୬ (ଡି.ଏନ୍‌.ଏ.)- ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁରରେ ମାଓବାଦୀଙ୍କ ଆଇଇଡି ବୋମା ବିସ୍ଫୋରଣରେ ଜଣେ ଯବାନ ଗୁରୁତର ହୋଇଛନ୍ତି। ସେ ହେଲେ ନିରଞ୍ଜନ କୁମାର ପାଶ୍ୱାନ। ବିଜାପୁର…

4 years ago

ଆସିଲା ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍‌ର କୋଭିଡ୍‌ ଟେଷ୍ଟ ରିପୋର୍ଟ

ନୂଆଦିଲ୍ଲୀ, ୩ା୬: ଭାରତ ଭ୍ରମଣରେ ଆସିଥିବା ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର ସମସ୍ତ ସଦସ୍ୟଙ୍କ କୋଭିଡ୍‌ ଟେଷ୍ଟ ନେଗେଟିଭ୍‌ ଆସିଛି। ଏହାପରେ ଦଳ ଅଭ୍ୟାସ ଆରମ୍ଭ କରିଛି।…

4 years ago