Home Left

ରୁଷିଆକୁ ଟାର୍ଗେଟ ପାଇଁ ୟୁକ୍ରେନ୍‌କୁ ରକେଟ୍‌ ଦେବନି ଆମେରିକା

ଓ୍ବାଶିଂଟନ୍‌, ୩୧ା୫: ୟୁକ୍ରେନ୍‌ ସୀମାରୁ ରୁଷିଆ ପର୍ଯ୍ୟନ୍ତ ରେଞ୍ଜ୍‌ର ରକେଟ୍‌ ଆମେରିକା ଏହି ପୂର୍ବ ୟୁରୋପୀୟ ଦେଶକୁ ପଠାଇବ ନାହିଁ। ଓ୍ବାଶିଂଟନ୍‌ ୟୁକ୍ରେନ୍‌କୁ ଦୀର୍ଘ ଲକ୍ଷ୍ୟସ୍ଥଳ ଭେଦିବା…

4 years ago

ବଳକା ଚାଉଳ, କୋଇଲା ରୟାଲ୍‌ଟି ପ୍ରସଙ୍ଗ ଉଠିଲା

ଭୁବନେଶ୍ୱର,୩୧।୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନକୁ ନେଇ କୌଣସି ଆଲୋଚନା…

4 years ago

ପୈତୃକ ଗାଁରେ ହେବ ପଞ୍ଜାବୀ ଗାୟକଙ୍କ ଅନ୍ତିମ ସଂସ୍କାର. ଆସିଲା ପୋଷ୍ଟମର୍ଟମ ରିପୋର୍ଟ

ଚଣ୍ଡିଗଡ଼,୩୧ ।୫: ପଞ୍ଜାବି ଗାୟକ ସିଦ୍ଧୁ ମୁସେୱାଲାଙ୍କ ପରଲୋକ ଏବେ ଖୁବ୍ ଚର୍ଚ୍ଚାର ବିଷୟ ପାଲଟିଛି । ରବିବାର ତାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା…

4 years ago

ଦିଲ୍ଲୀରେ ପ୍ରବଳ ବର୍ଷା: ୨ ମୃତ

ନୂଆଦିଲ୍ଲୀ,୩୧।୫: ଦିଲ୍ଲୀରେ ସୋମବାର ସନ୍ଧ୍ୟାରେ ପ୍ରବଳ ବର୍ଷା ପବନ ସାଙ୍ଗକୁ କୁଆପଥର ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହ…

4 years ago

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବିବାଦ: ଆଜି ସୁପ୍ରିମ୍‌କୋର୍ଟରେ ଶୁଣାଣି

ଭୁବନେଶ୍ୱର,୩୧ା୫(ବ୍ୟୁରୋ):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ହୋଇଥିବା ବେଆଇନ ନିର୍ମାଣ ଏବଂ ମନ୍ଦିର ଚାରିପଟେ ଥିବା ଜବରଦଖଲକୁ ନେଇ ଦାଏର ଦୁଇଟି ପିଟିଶନ ଉପରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟରେ ଶୁଣାଣି ହେବ।…

4 years ago

‘ଭବିଷ୍ୟତରେ ତ୍ରିରଙ୍ଗାର ସ୍ଥାନ ନେଇପାରେ ଗୈରିକ ରଙ୍ଗ ପତାକା’

ବେଙ୍ଗାଲୁରୁ, ୩୧ା୫: କର୍ନାଟକର ପୂର୍ବତନ ମନ୍ତ୍ରୀ ତଥା ଭାଜପା ନେତା କେ.ଏସ୍‌ ଈଶ୍ୱରପ୍ପାଙ୍କ ମନ୍ତବ୍ୟ ପୁଣିଥରେ ତାଙ୍କୁ ବିବାଦ ଭିତରକୁ ଟାଣିଆଣିଛି। ଗୈରିକ ରଙ୍ଗର ପତାକା ଭବିଷ୍ୟତରେ…

4 years ago

ମୃତ୍ୟୁ ପୂର୍ବରୁ ହୋଇଥିଲା ଛାଡ଼ପତ୍ର

କାଠମାଣ୍ଡୁ/ଠାଣେ, ୩୧ା୫:ବିମାନ ଯୋଗେ ନେପାଳ ବୁଲି ଯାଇଥିବା ଓଡ଼ିଆ ଦମ୍ପତି ଅଶୋକ ତ୍ରିପାଠୀ ଏବଂ ବୈଭବୀ ତ୍ରିପାଠୀଙ୍କ ଯାତ୍ରାର ଦୁଃଖଦ ଅନ୍ତ ଘଟିଛି। ସେମାନଙ୍କ ସହ ଦୁଇ…

4 years ago

ପୃଥିବୀକୁ ଖସିପାରେ ସୋଭିଏଟ୍‌ ମହାକାଶ ଯାନ

ନୂଆଦିଲ୍ଲୀ,୩୧।୫ :ଶୁକ୍ର ଗ୍ରହ ସମ୍ପର୍କରେ ଗବେଷଣା ଲାଗି ତତ୍କାଳୀନ ସୋଭିଏଟ୍‌ ରୁଷ୍‌ ୧୯୭୨ରେ ପଠାଇଥିବା ଏକ ମହାକାଶ ଯାନ ପୃଥିବୀ ପୃଷ୍ଠକୁ ଖସିବାର ସମ୍ଭାବନା ସୃଷ୍ଟି ହୋଇଛି।…

4 years ago

ଦ୍ୱନ୍ଦ୍ୱ ସାଙ୍ଗକୁ ଶୋଷଣ ଭୟ

ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟରେ ୨୦୧୯ ଏପ୍ରିଲ ପହିଲା ପୂର୍ବରୁ ପଞ୍ଜୀକୃତ ସମସ୍ତ ଗାଡ଼ିର ନମ୍ବର ପ୍ଲେଟ୍‌ ବଦଳାଯାଇ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚ୍‌ଏସ୍‌ଆର୍‌ପି) ଲାଗିବ। ୨୦୨୨ ଡିସେମ୍ବର ୩୧…

4 years ago

୩୫ ଟଙ୍କା ଫେରସ୍ତ ପାଇଁ ୫ ବର୍ଷ ଲଢ଼ିଲେ

ନୂଆଦିଲ୍ଲୀ, ୩୧ା୫: ରାଜସ୍ଥାନର କୋଟା ସହର ବାସିନ୍ଦା ତଥା ଇଞ୍ଜିନିୟର ସୁଜିତ ସ୍ବାମୀ ରେଳ ଟିକେଟ କ୍ୟାନ୍‌ସେଲ ବାବଦ ସର୍ଭିସ ଟ୍ୟାକ୍ସ ୩୫ ଟଙ୍କା ପାଇବା ପାଇଁ…

4 years ago