Home Left

‘ପଞ୍ଜାବରେ କେହି ସୁରକ୍ଷିତ ନୁହନ୍ତି’

ଚଣ୍ଡିଗଡ଼,୨୯।୫:ପଞ୍ଜାବରେ ଆଇନ ଶୃଙ୍ଖଳା ଭୁଶୁଡ଼ି ପଡିଛି। ଅପରାଧୀମାନେ ଆଇନକୁ ଖାତିର କରୁନାହାନ୍ତି ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କହିଛନ୍ତି। ଏପରି କି ପଞ୍ଜାବୀ ଗାୟକ…

4 years ago

ଆଇପିଏଲ୍‌ ସମାପନ ସମାରୋହ: ଜଲଓ୍ବା ଦେଖାଇଲେ ରଣବୀର

ଅହମ୍ମଦାବାଦ୍‌,୨୯।୫: ଆଇପିଏଲ ୧୫ର ଫାଇନାଲ ଆଜି ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ପୂର୍ବରୁ ଅହମ୍ମଦାବାଦର ନରେନ୍ଦ୍ର ମୋଦି…

4 years ago

ବିଧବାଙ୍କୁ ପ୍ରେମ ପ୍ରତାରଣା

ବ୍ରହ୍ମପୁର ଅଫିସ,୨୯।୫: ଜନୈକା ବିଧବା ମହିଳାଙ୍କୁ ପ୍ରେମ ପ୍ରତାରଣା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ହିଞ୍ଜିଳିକାଟୁ ଥାନା ଅଧୀନ…

4 years ago

ମିଳିଲା ନିଖୋଜ ବିମାନର ଧ୍ୱଂସାବଶେଷ

କାଠମାଣ୍ଡୁ,୨୯।୫: ନେପାଳରେ ନିଖୋଜ ବିମାନର ସନ୍ଧାନ ମିଳିଛି। ମୁସ୍ତାଙ୍ଗର କୋୱାଙ୍ଗ ଗ୍ରାମରୁ ବିମାନର ଧ୍ୱଂସାବଶେଷ ମିଳିଛି। ଖରାପ ପାଗ ଯୋଗୁ ବିମାନଟି କ୍ରାସ୍‌ ହୋଇଯାଇଥିବା ନେପାଳ ବିମାନବନ୍ଦର…

4 years ago

ଟ୍ରେନ୍‌ରେ କଟି ଜଣଙ୍କ ମୃତ୍ୟୁ

କେନ୍ଦୁଝର,୨୯ା୫(ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ କଣ୍ଡରାପଶି ଗ୍ରାମ ନିକଟରେ ଟ୍ରେନ୍‌ରେ କଟି ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାମ ରାମ ମୁଣ୍ଡା (୪୫)। ତାଙ୍କ ଘର ସ୍ଥାନୀୟ…

4 years ago

ପୁଣି ନବନୀତଙ୍କ ବିରୋଧରେ ମାମଲା ରୁଜୁ

ଅମରାବତୀ,୨୯।୫: ଅମରାବତୀର ସ୍ବାଧୀନ ଏମ୍‌ପି ନବନୀତ୍‌ ରାଣା ଏବଂ ତାଙ୍କ ବିଧାୟକ ସ୍ବାମୀ ରବି ରାଣାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ଅମରାବତୀରେ ରାସ୍ତା ଅବରୋଧ…

4 years ago

ଅର୍ଜୁନଙ୍କ ଇଂରାଜୀ ପ୍ରଫେସର ହେଲେ ତାରା

ମୁମ୍ବାଇ: ଫିଲ୍ମ ‘ଏକ ଭିଲେନ ରିଟନର୍ସ’ର କୋ ଷ୍ଟାର ତାରା ସୁତାରିଆ ଓ ଅର୍ଜୁନ କପୁରଙ୍କ ମଧ୍ୟରେ ଭଲ ବଣ୍ଡିଂ ଦେଖିବାକୁ ମିଳିଛି । ନିକଟରେ ଅର୍ଜୁନଙ୍କ…

4 years ago

ଆଇପିଏଲ୍‌ ଫାଇନାଲ୍‌ରେ ବର୍ଷା ହେଲେ କେଉଁ ଦଳ ହେବ ବିଜେତା: ଜାଣନ୍ତୁ କ’ଣ ରହିଛି ନିୟମ

ଅହମ୍ମଦାବାଦ୍‌,୨୯।୫: ଆଇପିଏଲ ୨୦୨୨ର ଅନ୍ତିମ ମ୍ୟାଚ ଅର୍ଥାତ୍‌ ଫାଇନାଲ୍‌ ଆଜି ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯିବ। ଗୁଜରାଟ କ୍ୱାଲିଫାୟର ୧ରେ ରାଜସ୍ଥାନକୁ ପରାସ୍ତ…

4 years ago

ଛେଳି ଚରାଇବାକୁ ଯାଇଥିଲେ ବୃଦ୍ଧ, ଗଛ ପଡ଼ି ଚାଲିଗଲା ଜୀବନ

କେସିଙ୍ଗା,୨୯ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କଶ୍ରୁପଡ଼ା ପଞ୍ଚାୟତ ଅଧିନସ୍ଥ ବିନେକେଲା ଗ୍ରାମର ଜଣେ ବୃଦ୍ଧଙ୍କର କାଳବୈଶାଖୀରେ ମୃତ୍ୟୁ ଘଟି ଥିବା ବେଳେ ବହୁ ଗଛ ପଡ଼ି…

4 years ago

ଅଭିନୟ କରୁ କରୁ ସତସତିକା ପ୍ରେମରେ!

ବମ୍ବେ: ଦୀର୍ଘ ୧୩ ବର୍ଷ ଧରି ପ୍ରସାରିତ ହୋଇ ଆସୁଛି ଧାରାବାହିକ ‘ୟେ ରିସ୍ତା କ୍ୟା କେହଲାତା ହୈ’। ଏଯାବତ ଏହି ଲୋକପ୍ରିୟ ଶୋ’୩୭୦୦ରୁ ଅଧିକ ଏପିସୋଡ…

4 years ago