Home Left

କୂଳ ଲଂଘୁଛି ମହାନଦୀ: ଚଉମୁହାଣ ପ୍ରତି ବିପଦ

ମହାକାଳପଡ଼ା,୧୬ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଉପକୂଳବର୍ତ୍ତୀ ବରକନ୍ଧା ପଞ୍ଚାୟତ ଦଶରାଜପୁର ଗାଁ ସଂଲଗ୍ନ ଚଉମୁହାଣ ଦେଇ ମହାନଦୀ ପ୍ରବାହିତ ହେଉଛି। ମହାନଦୀ କୂଳ…

4 years ago

ମହୁଲ ଫୁଲ ବିକି ପରିବାର ପୋଷୁଛନ୍ତି ଆଦିବାସୀ

ଆର.ଉଦୟଗିରି,୧୬ା୫(ଡି.ଏନ୍‌.ଏ.): ପ୍ରକୃତିର ଋତୁ ପରିବର୍ତ୍ତନ ଅନୁଯାୟୀ ବୃକ୍ଷରାଜି ଫୁଲ ଫଳରେ ପରିବର୍ତ୍ତନ ଘଟେ। ଫଳରେ ଋତୁ ଅନୁଯାୟୀ ଏବେ ମହୁଲ ଫୁଲର ବାସ୍ନାରେ ମହକୁଛି ପ୍ରକୃତି। ଆଉ…

4 years ago

‘ଭାଜପାକୁ କେବଳ କଂଗ୍ରେସ ହରାଇ ପାରିବ’, ରାହୁଲଙ୍କ ଏହି ବୟାନକୁ ନେଇ ରାଗିଲେ ସମାଜବାଦୀ ପାର୍ଟି, ଜେଡିୟୁ, ଆରଜେଡି

ନୂଆଦିଲ୍ଲୀ,୧୬ ।୫: ରାଜସ୍ଥାନ ଉଦୟପୁରରେ କଂଗ୍ରେସର ୩ ଦିନିଆ ଚିନ୍ତନ ଶିବିର ଶେଷ ହୋଇଛି । ୩ ଦିନର ମନ୍ଥନ ପରେ କଂଗ୍ରେସ ୨୦୨୪ରେ ନିଜର ରାଜନୈତିକ…

4 years ago

ପୁଣି ପ୍ରେମରେ ପଡିଲେ ରାକ୍ଷୀ, ବୟଫ୍ରେଣ୍ଡ ଉପହାରରେ ଦେଲେ ବିଏମଡବ୍ଲୁ କାର

ମୁମ୍ବାଇ: ଏଣ୍ଟରଟେନମେଣ୍ଟ କୁଇନ୍ ରାକ୍ଷୀ ସାୱନ୍ତଙ୍କ ଜୀବନରେ ପୁଣି ଖୁସି ଫେରିଛି । ରାକ୍ଷୀଙ୍କୁ ତାଙ୍କ ନୂଆ ପ୍ରେମିକ ମିଳିଯାଇଛନ୍ତି । ଏହାକୁ ନେଇ ରାକ୍ଷୀ ଏବେ…

4 years ago

ସିଇସି ଭାବେ ଦାୟିତ୍ୱ ନେଲେ ରାଜୀବ କୁମାର

ନୂଆଦିଲ୍ଲୀ,୧୬।୫: ଭାରତର ୨୫ତମ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଭାବେ ରାଜୀବ କୁମାର ରବିବାର ଦିଲ୍ଲୀର ନିର୍ବାଚନ ସଦନରେ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର…

4 years ago

ପ୍ରାକୃତିକ ବାଲୁକା ସ୍ତୂପ ଉପରେ ମାଫିଆଙ୍କ ଦୃଷ୍ଟି

କୁଜଙ୍ଗ, ୧୬ା୫(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଅଭୟଚାନ୍ଦପୁର ମୌଜା ଭୋଷ୍କାଲିସ ପଏଣ୍ଟ ସମୁଦ୍ରକୂଳ ପ୍ରାକୃତିକ ବାଲୁକା ସ୍ତୂପ ଉପରେ ବାଲି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ପ୍ରାକୃତିକ…

4 years ago

ସରପଞ୍ଚଙ୍କ ଜାଲ୍‌ ଦସ୍ତଖତ କରି ବ୍ୟବସାୟୀ ଗିରଫ

ମାଲକାନଗିରି/କାଲିମେଳା,୧୬।୫(ଡି.ଏନ୍‌.ଏ.): ସରପଞ୍ଚଙ୍କ ଜାଲ୍‌ ଦସ୍ତଖତ କରି ଶିକ୍ଷକମାନଙ୍କୁ ବଦଳି କରାଇବା ପାଇଁ ଡିଇଓ ଏବଂ ବିଇଓଙ୍କୁ ଚିଠି କରିବା ଘଟଣାରେ ବ୍ୟବସାୟୀ ମୌସୁମ ଖାଁଙ୍କୁ ମାଲକାନଗିରି ଜିଲା…

4 years ago

ଅଗମ୍ୟ ପାହାଡ଼, ଦୁର୍ଗମ ନଦୀପଥକୁ ଭୟ ନ ଥିଲା

କୋଣାର୍କରେ ପଥର ପହଞ୍ଚତ୍ବା କାର୍ଯ୍ୟରେ ଯେଉଁମାନେ ଦାୟିତ୍ୱ ନିର୍ବାହ କରୁଥିଲେ, ସେମାନଙ୍କର ଗମନାଗମନ ପାଇଁ ସୁବିଧା ସୁଯୋଗ ଯୋଗାଇ ଦିଆଯାଇଥିଲା। ଅନେକ ପାହାଡ଼ରୁ ପଥର ଆଣି ଚାପରେ…

4 years ago

କଶ୍ମୀରରେ ନିର୍ଦ୍ଦୋଷଙ୍କ ହତ୍ୟାର ପ୍ରତିଶୋଧ ନେବାକୁ ସୁରକ୍ଷା କର୍ମୀଙ୍କୁ ଦିଆଯାଇଛି ସମ୍ପୂର୍ଣ୍ଣ ସ୍ୱାଧିନତା: ଏଲ ଜି ମନୋଜ ସିହ୍ନା

ଶ୍ରୀନଗର,୧୬ ।୫: ଜମ୍ମୁ-କଶ୍ମୀରର ଉପ ରାଜ୍ୟପାଳ ମନୋଜ ସିହ୍ନା ରବିବାର ପିପୁଲ୍‌ସ ଆଲାଏନ୍ସ ଫର ଗୁପ୍ତକାର ଡିକ୍ଲାରେଶନ(ପିଏଜିଡି)କୁ କହିଛନ୍ତି, ଘାଟିରେ ନିର୍ଦ୍ଦୋଷଙ୍କ ହତ୍ୟାର ପ୍ରତିଶୋଧ ନେବାକୁ ସୁରକ୍ଷାକର୍ମୀଙ୍କୁ…

4 years ago

ଏବେ ହସ୍ପିଟାଲ୍‌ ଦାୟିତ୍ୱ ସମ୍ଭାଳିବେ ଏସ୍‌ଏଚ୍‌ଜି ମହିଳା

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ମିଶନ୍‌ ଶକ୍ତି ଅନ୍ତର୍ଗତ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ସଦସ୍ୟାଙ୍କୁ ଅଧିକ ସଶକ୍ତ କରିବାକୁ ଯାଇ ରାଜ୍ୟ ସରକାର ପୁଣି ଏକ ବଡ଼ ପଦକ୍ଷେପ ନେଇଛନ୍ତି।…

4 years ago