ଝାରସୁଗୁଡ଼ା, ଅଫିସ,୧୦।୫: ବ୍ରଜରାଜନଗର ଉପନିର୍ବାଚନ ପରିପ୍ରେକ୍ଷୀରେ ମିଡିଆ ସାର୍ଟିଫିକେଶନ ଓ ମନିଟରିଂ କମିଟି(ଏମ୍ସିଏମ୍ସି)ର ଏକ ବୈଠକ ଜିଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।…
ନୂଆଦିଲ୍ଲୀ,୧୦।୫: ସାହିନବାଗର ବେଆଇନ ନିର୍ମାଣ ଉଚ୍ଛେଦ ଅଭିଯାନର ଦିନକ ପରେ ଦିଲ୍ଲୀ ମହାନଗର ନିଗମ ପକ୍ଷରୁ ଫ୍ରେଣ୍ଡ୍ସ କଲୋନି ଏବଂ ମଙ୍ଗୋଲପୁରିରେ ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି।…
ନୂଆଦିଲ୍ଲୀ,୧୦ ।୫: ଏମସିଡିର ବୁଲଡୋଜର ସୋମବାର ଦକ୍ଷିଣ ଦିଲ୍ଲୀର ଶାହିନବାଗ ପହଞ୍ଚିଥିଲା । ହେଲେ ସ୍ଥାନୀୟ ଲୋକ ଓ ବିଧାୟକଙ୍କ କାର୍ଯ୍ୟର ବିରୋଧ କରିବାରୁ ଏହାକୁ ବନ୍ଦ…
ଭୁବନେଶ୍ବର,୧୦।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ଏବେ ଉପକୂଳ ମୁହାଁ ହୋଇଛି। କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଏହାର ପ୍ରଭାବରେ ବେଳାଭୂମି ଅଶାନ୍ତ ହେଲାଣି। ତେଣୁ ମତ୍ସ୍ୟଜୀବୀଙ୍କୁ…
ସୂର୍ଯ୍ୟକିରଣ ପ୍ରଭାବରେ ହାତଗୋଡ଼ ତଥା ମୁହଁର ତ୍ୱଚାରେ ବି ଟାନିଂ ବା କଳାଦାଗ ହୋଇଯାଏ। ତେଣୁ ତ୍ୱଚା କଳା ପଡ଼ି ବହୁତ ଖରାପ ଦେଖାଯାଏ। ଏହି ସମସ୍ୟାରୁ…
ଉଡୁପି,୧୦ ।୫: କର୍ନାଟକର ଉଡୁପିରେ ମାଲପେ ବିଚରେ ହୋଇଥିବା ରାଜ୍ୟର ପ୍ରଥମ ଭାସମାନ ପୋଲ ସମୁଦ୍ରରେ ଧୋଇ ଯାଇଛି । ୩ ଦିନ ପୂର୍ବରୁ ଅର୍ଥାତ୍ ୬…
ନୂଆଦିଲ୍ଲୀ,୧୦।୫: ଲୋକପ୍ରିୟ ଭାରତୀୟ ସଙ୍ଗୀତଜ୍ଞ ତଥା ସନ୍ତୁର ବାଦକ ପଣ୍ଡିତ ଶିବକୁମାର ଶର୍ମାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିବା ବେଳେ ମୁମ୍ବାଇରେ ସେ…
ଚଣ୍ଡିଗଡ,୧୦।୫: ଭାଜପା ଯୁବ ନେତା ତେଜିନ୍ଦର ପାଲ୍ ସିଂ ବଗ୍ଗାଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଗିରଫ ୱାରେଣ୍ଟ ମାମଲାରେ ପଞ୍ଜାବ-ହରିୟାଣା ହାଇକୋର୍ଟ ମଙ୍ଗଳବାର ଶୁଣାଣି କରି…
ଛତ୍ରପୁର,୧୦।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ନିକଟ ଉପକୂଳଠାରୁ ୨୦୦ ମିଟର ଦୂର ସମୁଦ୍ରରେ ଏକ ବଡ଼ ଅଘଟଣରୁ ୬୦ ଜଣ ମତ୍ସ୍ୟଜୀବୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମାଛ…
ବଲାଙ୍ଗୀର ଅଫିସ,୧୦।୫ : ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ସିନ୍ଧିକେଲା ଫରେଷ୍ଟ ବିଟ୍ର ଫରେଷ୍ଟର ହରିହର ସ୍ବାଇଁ । ଜଙ୍ଗଲ ବିଭାଗ ଅଧିନରେ କାମ କରୁଥିବା…