Home Left

ଚକୋଲେଟ୍‌ ବନ୍ୟା

ସାଧାରଣତଃ ଅତ୍ୟଧିକ ବର୍ଷା ହେଲେ ନଦୀରେ ବନ୍ୟାପାଣି ଆସିଥାଏ। ଏହି ପାଣି ଗାଁ ଗଣ୍ଡାରେ ପଶି ଅନେକ କ୍ଷତି ଘଟାଏ। କିନ୍ତୁ କେବେ ଚକୋଲେଟ୍‌ ବନ୍ୟା ହେବା…

4 years ago

ସମସ୍ୟା ଘେରରେ ପୋଲସରା ଉପଡାକଘର

ପୋଲସରା,୨୮।୮(ଡି.ଏନ୍‌.ଏ.): ପୋଲସରା ସହରରେ ପ୍ରମୁଖ ଉପଡାକଘର ଭାବେ ମାନ୍ୟତା ପାଇଥିବା ଡାକଘରଟି ଆଜି ବହୁ ସମସ୍ୟା ମଧ୍ୟରେ ଛନ୍ଦି ହୋଇଥିବା ଦେଖିବାକୁ ମିଳିଛି। ପୋଲସରାର ଉଭୟ ବ୍ଲକ…

4 years ago

ଆଜି ରାଜ୍ୟରୁ ୨୫୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୨୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୯୨୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

4 years ago

ସାଇକେଲ ମରାମତି କରି ପରିବାର ଚଳାଉଛନ୍ତି ମଙ୍ଗଳୁ

ଦଶମନ୍ତପୁର, ୨୮ା୮( ଡି.ଏନ.ଏ.): ଶାରୀରିକ ଭିନ୍ନକ୍ଷମ ହୋଇ ମଧ୍ୟ ସେ ହାର ମାନିଯାଇନାହାନ୍ତି। କୌଣସି ସରକାରୀ ସହାୟତା ନ ପାଇ ମଧ୍ୟ ନିଜ ଗୋଡ଼ରେ ନିଜେ ଠିଆହେବାକୁ…

4 years ago

୧୮ ମାସରେ ସରିବ ନିର୍ମାଣ କାର୍ଯ୍ୟ

ଜଟଣୀ,୨୮।୮(ଡି.ଏନ୍‌.ଏ.):ଜଟଣୀସ୍ଥିତ ରାଷ୍ଟ୍ରୀୟ ବିଜ୍ଞାନ ଶିକ୍ଷା ଏବଂ ଅନୁସନ୍ଧାନ ସଂସ୍ଥାନ (ନାଇଜର) କ୍ୟାମ୍ପସ୍‌ ପରିସରରେ ହେବାକୁ ଥିବା ଟାଟା ମେମୋରିଆଲ କ୍ୟାନ୍‌ସର ମେଡିକାଲ ନିର୍ମାଣ ବିଷୟରେ ଶନିବାର ସମୀକ୍ଷା…

4 years ago

ଆଜି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିବେ ଏହି ମ୍ୟାଚ୍‌

ଦୁବାଇ,୨୭।୮: ଆଜି ଭାରତ-ପାକିସ୍ତାନ ମହାମୁକାବିଲା। ଏସିଆ କପ୍‌ ୨୦୨୨ ଶନିବାରଠାରୁ ଆରମ୍ଭ ହୋଇଥିବା ବେଳେ ଏହି ମ୍ୟାଚ୍‌ ଉପରେ ବିଶ୍ୱ କ୍ରିକେଟପ୍ରେମୀଙ୍କ ନଜର। ଦୁବାଇ ଷ୍ଟାଡିୟମରେ ଏହି…

4 years ago

୩ ଦିନ କ୍ଷୟକ୍ଷତି ଆକଳନ କରିବ ଟିମ୍‌

ଖୋର୍ଦ୍ଧା ଅଫିସ,୨୮।୮: ଚଳିତ ବନ୍ୟାରେ ଖୋର୍ଦ୍ଧା ଜିଲାର ଅନେକ ଗଁା ଜଳମଗ୍ନ ହୋଇଥିବା ବେଳେ ଶତାଧିକ ଗ୍ରାମବାସୀ ପ୍ରଭାବିତ ହୋଇଥିଲେ। ଏକର ଏକର ଚାଷଜମିରେ ବନ୍ୟାପାଣି ମାଡ଼ି…

4 years ago

ହୋଇପାରିଲାନି ସାମୁଦ୍ରିକ ଜୀବନ ରକ୍ଷା ଚୁକ୍ତିନାମା

ଜାତିସଂଘ, ୨୮ା୮: ସାମୁଦ୍ରିକ ଜୀବନ ରକ୍ଷା ନିମନ୍ତେ ଜାତିସଂଘ ପକ୍ଷରୁ ପ୍ରସ୍ତୁତ ଏକ ଚୁକ୍ତିନାମାକୁ ଚୂଡ଼ାନ୍ତ କରିବାରେ ବିଭିନ୍ନ ରାଷ୍ଟ୍ରର କୂଟନୀତିଜ୍ଞମାନେ ବିଫଳ ହୋଇଛନ୍ତି। ୨ ସପ୍ତାହ…

4 years ago

ଚୋରି ସମ୍ପର୍କରେ ନ ମାନିବାରୁ ପିଟି ମାରିଦେଇଥିଲେ

ଖୋର୍ଦ୍ଧା ଅଫିସ,୨୭ା୮: ଖୋର୍ଦ୍ଧା ଟାଉନ ଥାନା ଅଧୀନ ପୁବୁସାହିର ବାସୁଦେବ ପ୍ରଧାନ ହତ୍ୟାକାଣ୍ଡ ମାମଲାରେ ଶନିବାର ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି।…

4 years ago

ମୌଳିକ ଅଧିକାରରୁ ବଞ୍ଚତ୍ତ ହେଉଛନ୍ତି ‘ଟ୍ରାନ୍ସମେଲ’

ପୁରୀ ଅଫିସ,୨୮।୮: ଦେଶରେ ସମସ୍ତ ନାଗରିକଙ୍କୁ ନିଜସ୍ବ ହିସାବରେ ବଞ୍ଚତ୍ବାର ଅଧିକାର ଦିଆଯାଇଛି। ଜଣେ ସାଧାରଣ ନାଗରିକ ସମାଜରେ ଯେମିତି ସମ୍ମାନର ସହିତ ବଞ୍ଚୁଛି, ଠିକ୍‌ ସେମିତି…

4 years ago