Home Left

ମନ୍ଦିର ଦୁର୍ଘଟଣାରେ ମୃତକଙ୍କ ପରିବାରଙ୍କୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଚେନ୍ନାଇ,୨୭।୪: ତାମିଲନାଡୁରେ ବୁଧବାର ସକାଳେ ଏକ ବଡ଼ ଅଘଟଣ ଘଟିଛି। ତଞ୍ଜାଭୁର ଜିଲାର କାଲିମେଡୁ ନିକଟସ୍ଥ ଅପ୍ପର ମନ୍ଦିରରେ ୯୪ତମ ଗୁରୁପୂଜା ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

4 years ago

ହଲିଉଡ୍‌ରେ ଡେବ୍ୟୁ କରିବେ ଧନୁଷ

ସାଉଥ୍‌ ସୁପରଷ୍ଟାର୍‌ ଧନୁଷ ନିଜ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ତେବେ ଏହାରି ମଧ୍ୟରେ ଖବର ସାମ୍ନାକୁ ଆସିଛି ଯେ, ଧନୁଷ ହଲିଉଡରେ…

4 years ago

ନାଟୋ ଦେଶରୁ ପ୍ରତିଶୋଧ ନେଲା ରୁଷିଆ: ଏହି ୨ଦେଶର ଗ୍ୟାସ୍‌ ଯୋଗାଣ ବନ୍ଦ କଲେ ପୁଟିନ୍‌

ମସ୍କୋ,୨୭।୪: ରୁଷିଆ ଓ ୟୁକ୍ରେନ ଯୁଦ୍ଧରେ କ୍ୱିଭ୍‌କୁ ଖୋଲାଖୋଲି ଭାବେ ୟୁକ୍ରେନକୁ ସାହାଯ୍ୟ କରିବା ଏବଂ ରୁଷର କଥାକୁ ଅବମାନନା କରିବା ଏବେ ୟୁରୋପ ଦେଶକୁ ମହଙ୍ଗା…

4 years ago

ଏହି ଅଭିନେତାଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ

ମାଲାୟାଲମ ଅଭିନେତା ତଥା ପ୍ରଯୋଜକ ବିଜୟ ବାବୁଙ୍କ ବିରୋଧରେ ଯୌନ ନିର୍ଯାତନା ମାମଲା ରୁଜୁ କରିଛି କେରଳ ପୋଲିସ। ଜଣେ ମହିଳାଙ୍କ ଅଭିଯୋଗ କ୍ରମେ ଏର୍ଣ୍ଣାକକୁଲମ ସାଉଥ…

4 years ago

ଟ୍ୟୁସନ ଯାଇ ଆଉ ଘରକୁ ଫେରିଲେନି ପୁଅ : ମୃତଦେହ ଜବତ, ଜଣେ ଗିରଫ

ଟିଟିଲାଗଡ଼,୨୭।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହର ସିରଭଟାସ୍ଥିତ ରେଳବାଇ କର୍ମଚାରୀ ଦିଲୀପ କୁମାରଙ୍କ ଏକମାତ୍ର ପୁଅ ମୋହନ କୁମାର (୧୩)ଙ୍କ ବୁଧବାର ମୃତଦେହ ଜବତ ହୋଇଛି। ଶନିବାର…

4 years ago

ପିକେଙ୍କୁ ସେଲ୍ସମ୍ୟାନ୍‌ କହିଲା ଭାଜପା…

ନୂଆଦିଲ୍ଲୀ, ୨୭।୪ : ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର(ପିକେ) ଏବଂ କଂଗ୍ରେସ ଦଳ ମଧ୍ୟରେ ହୋଇଥିବା ଚୁକ୍ତି ବିଫଳ ପରେ ଭାରତୀୟ ଜନତା ପାର୍ଟି(ଭାଜପା)ର ନେତାମାନେ ଦେଶର…

4 years ago

ରିଲେଶନସିପ୍‌କୁ ନେଇ ଏଭଳି କହିଲେ କିଆରା

ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରାଙ୍କ ସମ୍ପର୍କ କଥା ତ ସବୁ ଜାଣିଥିବେ। ନିକଟରେ ଦୁହିଁଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଚାଲିଛି। ଶୁଣାଯାଉଛି କି…

4 years ago

୩୦ ବର୍ଷ ଧରି ଟଏଲେଟରେ ତିଆରି ହେଉଥିଲା ସିଙ୍ଗଡ଼ା, ଆଉ ତା’ ପରେ…

ସାଉଦି ଆରବ,୨୭।୪: ୩୦ ବର୍ଷ ଧରି ଶୌଚାଳୟ (ଟଏଲେଟ)ରେ ସିଙ୍ଗଡ଼ା ତିଆରି କରାଯାଉଥିଲା। ପରେ ଏହା ଜଣାପଡ଼ିବା ପରେ ଉକ୍ତ ରେଷ୍ଟୁରାଣ୍ଟକୁ ଚଢ଼ାଉ କରି ସିଲ୍‌ କରାଯାଇଛି।…

4 years ago

ପ୍ରଶାନ୍ତ କିଶୋରଙ୍କୁ ଭେଟିଲେ ସିନ୍ଧୁ

ନୂଆଦିଲ୍ଲୀ, ୨୭।୪: ଦୀର୍ଘ ଦିନର ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର। ଗତ ଅନେକ ଦିନ ଧରି କଂଗ୍ରେସରେ ସାମିଲ ହେବା ନେଇ ଚର୍ଚ୍ଚା…

4 years ago

ତାଞ୍ଜାଭୁର ମନ୍ଦିରରେ ବଡ଼ ଅଘଟଣ: ୩ଶିଶୁ ସମେତ ୧୧ଜଣଙ୍କ ମୃତ୍ୟୁ, ଅନେକ ଆହତ

ଚେନ୍ନାଇ,୨୭।୪: ତାମିଲନାଡୁରେ ଏକ ବଡ଼ ଅଘଟଣ ଘଟିଛି। ମନ୍ଦିରରେ ଶୋଭାଯାତ୍ରା ସମୟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୧୧ଜଣଙ୍କ ମୃତ୍ୟୁ ହୋଇଛି। ସୂଚନା ମୁତାବକ ବୁଧବାର ସକାଳେ ତାଞ୍ଜାଭୁର…

4 years ago