ନୂଆଦିଲ୍ଲୀ,୨୭।୪: ଦେଶରେ ପୁଣି ଥରେ କରୋନା ଭାଇରସ୍ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ କରୋନା ମାମଲା ଓ ସମ୍ଭାବ୍ୟ ଚତୃର୍ଥ ଲହର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ମହାକାଳପଡ଼ା, ୨୭।୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ କୋଚିଳା ଗ୍ରାମ ସନ୍ନିକଟ ମହାନଦୀର ଶାଖା ଗୁପ୍ତଗିରି ନଦୀରେ ହୁଳୁହୁଳିଆବାଙ୍କ ନିକଟରେ ଶହେ ବର୍ଷରୁ…
କେନ୍ଦ୍ରାପଡ଼ା ଅଫିସ, ୨୭।୪: ଓଡ଼ିଶାର ସର୍ବପ୍ରାଚୀନ କେନ୍ଦ୍ରାପଡ଼ା କେନାଲରେ ୧୮୬୯ ମେ’ ୨୯ରେ ପ୍ରଥମଥର ପାଇଁ ପାଣି ଛଡା ଯାଇଥିଲା। ଜଗତପୁର ନିକଟସ୍ଥ ବିରୂପା ନଦୀରୁ ଏହି…
ଜଗତ୍ସିଂହପୁର ଅଫିସ, ୨୭।୪: ଜଗତ୍ସିଂହପୁର ଜିଲାର ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟଜିତ୍ ସାହୁ…
ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭ୍ୟାନ୍ରୁ ୮୧୦ କେଜି ଗଞ୍ଜେଇ ଜବତ ମାମଲାରେ ୱାଣ୍ଟେଡ୍ ଥିବା ଜଣେ ଆନ୍ତଃ ରାଜ୍ୟ ନିଶାମାଫିଆ ଉତ୍ତରପ୍ରଦେଶର ଆଗ୍ରାରୁ ଧରାପଡ଼ିଛନ୍ତି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ…
ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭୁବନେଶ୍ୱର ଇଞ୍ଜଣା ଗ୍ରାମପଞ୍ଚାୟତ(ପୂର୍ବର କଳାରାହାଙ୍ଗ ପଞ୍ଚାୟତ)ର ଗ୍ରାମ ରୋଜଗାର ସେବକ (ଜିଆର୍ଏସ୍) ବାବୁଲି ଚରଣ ପଢ଼ିହାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ…
ଜୟପୁର ୨୭।୪(ନି. ପ୍ର.): ଦେଶର ସୁରକ୍ଷା ନେଇ ବ୍ୟବହୃତ ହେଉଥିବା ବିଭିନ୍ନ ଅସ୍ତ୍ରଶସ୍ତ୍ର ସମ୍ପର୍କରେ ଜ୍ଞାନ ଆହରଣ ଲାଗି କୋରାପୁଟ ବିଏସ୍ଏଫ୍ ପକ୍ଷରୁ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି…
ଭୁବନେଶ୍ୱର,୨୭।୪(ବ୍ୟୁରୋ): ୨୦୨୪ ସୁଦ୍ଧା ରାଜ୍ୟରେ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି । ସେଥିମଧ୍ୟରୁ ଚଳିତ ବର୍ଷ ୪ଟି, ୨୦୨୩ରେ ୪ଟି ଏବଂ ୨୦୨୪ରେ…
ନୂଆଦିଲ୍ଳୀ,୨୭।୪: ପାକିସ୍ତାନୀ ଆତଙ୍କବାଦୀଙ୍କ ଦ୍ୱାରା ଅତ୍ୟାଚାରିତ ହୋଇ ୯୦ ଦଶକରେ ୬୪,୮୨୭ କଶ୍ମୀର ପଣ୍ଡିତ କଶ୍ମୀର ଛାଡ଼ି ଜମ୍ମୁ ପଳାୟନ କରିଥିବା ଗୃହ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।…
ଓ୍ବାଶିଂଟନ୍, ୨୭ା୪: ଆମେରିକା ଉପରାଷ୍ଟ୍ରପତି କମଲା ହାରିସ୍ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ତାଙ୍କ ପ୍ରେସ୍ ସେକ୍ରେଟାରୀ କ୍ରିଷ୍ଟେନ ଆଲେନ୍ ଏକ ବିବୃତିରେ ଜଣାଇଛନ୍ତି। ତେବେ…