କ୍ୱିଭ୍,୨୪।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ୨ମାସ ବିତିଥିବା ବେଳେ ମସ୍କୋ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ମାରିଆପୋଲ ସହରକୁ କବ୍ଜା କରିନେଇଥିବା ଦାବି କରିଛନ୍ତି।…
ଆଳି,୨୪ା୪(ଡି.ଏନ.ଏ.): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥା ସୁଦୃଢ଼ୀକରଣ ନିମନ୍ତେ ଅର୍ଥ ଖର୍ଚ୍ଚ କରୁଥିବା ବେଳେ ଶିକ୍ଷା ବ୍ୟବସ୍ଥାରେ କେତେ ପରିବର୍ତ୍ତନ ଘଟିଛି ତାହାର ଏକ ଜ୍ୱଳନ୍ତ ଉଦାହରଣ…
ଶ୍ରୀନଗର,୨୪।୪: ଜମ୍ମୁ-କଶ୍ମୀର କୁଲଗାମ ଜିଲାର ମିରହମା ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଶନିବାର ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ମୃତ ୨ଜଣ…
କାଳିଆପାଣି,୨୪ା୪(ଡି.ଏନ.ଏ.): ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ କ୍ରୋମାଇଟ୍, ଆଇରନ ଓ ପାରାସନାଇଟ ନୀଳପଥର ଆଦି ରହିଥିବା ବେଳେ ୯୫ ପ୍ରତିଶତ କ୍ରୋମାଇଟ ରହିଛି। ତେବେ ଏହି…
ଆର୍.ଉଦୟଗିରି,୨୪।୪(ଡି.ଏନ୍.ଏ.): ଗଜପତି ଜିଲା ମୋହନା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୁର୍ନୀତି ବିରୋଧରେ ସ୍ବର ଉତ୍ତୋଳନ ଆରମ୍ଭ ହୋଇଛି। ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ…
ମୁମ୍ବାଇ,୨୪।୪: ମୁମ୍ବାଇରେ ହନୁମାନ ଚାଳିଶା ପାଠକୁ ନେଇ ବିବାଦ ଲାଗି ରହିଛି। ଏହି ମାମଲାରେ ଏମ୍ପି ନବନୀତ ରାଣାଙ୍କୁ ରବିବାର ସ୍ବତନ୍ତ୍ର କୋର୍ଟରେ ହାଜର କରାଯିବ। ହେଲେ…
ବରଗଡ଼ ଅଫିସ,୨୪।୪- ବରଗଡ଼ ସହର ଉପକଣ୍ଠ ହଲଦୀପାଲି ଛକରେ ରବିବାର ଭୋର ପ୍ରାୟ ସାଢେ ୪ଟାରେ ଏକ ଯାତ୍ରୀବାହୀ ବସ ଏବଂ କାର ମଧ୍ୟରେ ମୁହାଁମୁହିଁ ଧକ୍କା…
ଗଞ୍ଜାମ,୨୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ତୀର୍ଥଯାତ୍ରୀ ବସ…
ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୩ ଲୋକାଲ କେସ୍…