ନୂଆଦିଲ୍ଲୀ,୧୮।୪:ହନୁମାନ ଜୟନ୍ତୀ ଅବସରରେ ରାଜଧାନୀ ଦିଲ୍ଲୀର ଜାହାଙ୍ଗୀରପୁରୀରେ ହୋଇଥିବା ହିଂସା ମାମଲାରେ ଦିଲ୍ଲୀ ପୋଲିସ ବଜରଙ୍ଗ ଦଳ ଏବଂ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ବିରୋଧରେ ଏଫ୍ଆଇଆର…
ବଡବିଲ,୧୮।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଠାକୁରାଣୀସ୍ଥିତ ଲୌହ ଖଣିର ମୁଖ୍ୟ ଫାଟକ ନିକଟରେ ଥିବା ଏକ ଖଣିଜ ପରିବହନକାରୀ ସଂସ୍ଥାର ଅସ୍ଥାୟୀ କାର୍ଯ୍ୟାଳୟରୁ ସୋମବାର ପୂର୍ବାହ୍ନରେ…
କୋକସରା,୧୮।୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ନେଗୀଗୁଡାରୁ ବେହେରା ପର୍ଯ୍ୟନ୍ତ ରାସ୍ତାକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏନେଇ ଗ୍ରାମବାସୀ କଳାହାଣ୍ଡି…
ନୂଆଦିଲ୍ଲୀ,୧୮।୪: ଦିଲ୍ଲୀରେ ଏପ୍ରିଲ ୨୧ରେ ହାଲୁକା ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭାରତ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି। ସମତଳ…
କଟକ ଅଫିସ,୧୮।୪(ବ୍ୟୁରୋ): କେନ୍ଦୁଝର ଜିଲାପାଳଙ୍କୁ ଜାତୀୟ ଜନଜାତି କମିଶନଙ୍କ ହାଜର ନିର୍ଦ୍ଦେଶ ଉପରେ ରହିତାଦେଶ ଲାଗିଛି । କମିଶନଙ୍କ ନିର୍ଦ୍ଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି…
ଭୁବନେଶ୍ୱର,୧୮।୪(ବ୍ୟୁରୋ): ପଞ୍ଚଭୂତରେ ବିଲୀନ ହେଲେ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର। ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ପୁଅ ମହାଦୀପ କର…
ନୂଆଦିଲ୍ଲୀ,୧୮।୪: ଶିଖ୍ ଗୁରୁ ତେଗ ବାହାଦୂର ସାହିବଙ୍କ ୪୦୦ତମ ପ୍ରକାଶ ପର୍ବ ତଥା ଜନ୍ମ ବାର୍ଷିକୀ ଅବସରରେ ଏପ୍ରିଲ ୨୧ରେ ଲାଲ କିଲାରୁ ଦେଶକୁ ସମ୍ବୋଧିତ କରିବେ…
ଲକ୍ଷ୍ନୌ,୧୮।୪: କିଛି ମାସ ହେଲା କରୋନା ସଂକ୍ରମଣ ତଳମୁହଁା ଥିବା ବେଳେ ୧୫ ଦିନ ହେଲା କେତେକ ରାଜ୍ୟରେ ସଂକ୍ରମଣ ପୁଣି ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ…
ସାଉଥ୍ ସୁନ୍ଦରୀ ସାମନ୍ଥା ରୁଥ୍ ପ୍ରଭୁ ସୋସିଆଲ ମିଡିଆରେ ବେଶ ସକ୍ରିୟ। ସେ ତାଙ୍କ ଫ୍ୟାନ୍ସଙ୍କ ଫାଇଁ କିଛି ବି କରି ପାରନ୍ତି। ସେ ଇନଷ୍ଟାଗ୍ରାମରେ ଆସ୍କ…
କ୍ୱିଭ,୧୮।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ନେଉନାହିଁ। ରୁଷିଆ ଆକ୍ରମଣରେ ହଜାର ହଜାର ସାଧାରଣ ଲୋକ ପ୍ରାଣ ହରାଇଛନ୍ତି। ୟୁକ୍ରେନ ରାଷ୍ଟ୍ରପତି ଭୋଲରଦିମିର…