ନୂଆଦିଲ୍ଲୀ,୧୬।୪: ନ୍ୟାୟ ପ୍ରଦାନରେ ଉନ୍ନତି ଆଣିବାକୁ ହେଲେ ବିଚାର ବିଭାଗରେ ରହିଥିବା ଖାଲିସ୍ଥାନ ପୂରଣ ହେବା ଜରୁରୀ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍.ଭି. ରମନା…
ଜୟପୁର,୧୬।୪: ରାଜସ୍ଥାନର କରୌଲିରେ ସାମ୍ପ୍ରଦାୟିକ ଦଙ୍ଗା ବେଳେ ଜଣେ ୪୮ ବର୍ଷୀୟ ମହିଳା ଦୁଃସାହସିକତା ଦେଖାଇ ୧୫ ଜଣଙ୍କୁ ସୁରକ୍ଷା ଦେଇପାରିଥିଲେ। ଗତ ୨ ତାରିଖରେ ହିନ୍ଦୁ…
ନୂଆଦିଲ୍ଲୀ,୧୬।୪: କଂଗ୍ରେସ ଦଳରେ ସାଂଗଠନିକ ନିର୍ବାଚନ ପୂର୍ବରୁ ସଭ୍ୟ ପଞ୍ଜୀକରଣ ଅଭିଯାନର ଶେଷ ଦିନରେ ଦଳ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ସମେତ ଅନେକ ନେତା ଡିଜିଟାଲ ସଦସ୍ୟ…
ନୂଆଦିଲ୍ଲୀ,୧୬।୪: ରୁଷିଆ ଭାରତକୁ ଏସ୍-୪୦୦ ମିଶାଇଲ୍ ସିଷ୍ଟମ୍ ଦ୍ୱିତୀୟ ପର୍ଯ୍ୟାୟ ଯୋଗାଣ ଆରମ୍ଭ କରିଛି। ୟୁକ୍ରେନ୍ରେ ଯୁଦ୍ଧ ଚାଲିଥିବାବେଳେ ମସ୍କୋ ଉପରେ ନାଟୋ ପକ୍ଷରୁ କଟକଣା ସତ୍ତ୍ୱେ…
ଭୁବନେଶ୍ୱର, ୧୬।୪ (ବ୍ୟୁରୋ): ଚଳିତ ଆର୍ଥତ୍କ ବର୍ଷ ଆରମ୍ଭରୁ ରାଜସ୍ବ ଆଦାୟ ଉପରେ ଗୁରୁତ୍ୱ ଦେଉଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ଗତ ୨୦୨୧-୨୨ ଆର୍ଥତ୍କ ବର୍ଷରେ…
ଜେରୁଜେଲମ୍,୧୬।୪: ଇସ୍ରାଏଲ୍ ଓ ପାଲେଷ୍ଟାଇନ୍ ମଧ୍ୟରେ ଶୁକ୍ରବାର ସଂଘର୍ଷ ଘଟିବାରୁ ଉଭୟ ପକ୍ଷର ୧୫୨ ଜଣ ଆହତ ହୋଇଛନ୍ତି। ଅଲ୍-ଅକ୍ସା ମସ୍ଜିଦ ପରିସରରେ ରମ୍ଜାନ୍ ମାସ ଆରମ୍ଭ…
କଟକ ଅଫିସ, ୧୬ା୪: କାନ୍ଭାସ ପରିବର୍ତ୍ତେ ପତ୍ର, ବାଦାମ, ନଡ଼ିଆ ଆଦିରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଆଙ୍କି ଚର୍ଚ୍ଚାରେ କଟକ ଦରଘାବଜାର ଜେଲ୍ରୋଡ଼ ଅଞ୍ଚଳର ଭାଗ୍ୟଶ୍ରୀ ବେହେରା ା…
ଆସିକା,୧୬ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଗୋବରା ପଞ୍ଚାୟତ ବାସୁଦେବପୁର ଗ୍ରାମରେ ଶୁକ୍ରବାର ଘର ଛାତରୁ ପଡି ଜଣେ ନୌସେନା ଯବାନଙ୍କ ମୃତ୍ୟୁ ଘଟିଛି। ସେ…
ଇସ୍ଲାମାବାଦ,୧୬।୪: ଇମ୍ରାନ୍ ଖାନ୍ଙ୍କ ପ୍ରଧାନମନ୍ତ୍ରୀ ପଦ ଯିବା ପରେ ପାକିସ୍ତାନ ତେହରିକ୍-ଇ-ଇନ୍ସାଫ୍ (ପିଟିଆଇ)କୁ ଆଉ ଏକ ଝଟ୍କା ଲାଗିଛି। ପାକ୍-ଅଧିକୃତ କଶ୍ମୀର (ପିଓକେ) ପ୍ରଧାନମନ୍ତ୍ରୀ ସର୍ଦ୍ଦାର ଅବ୍ଦୁଲ…
କେନ୍ଦୁଝର, ୧୬ା୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ରଘୁନାଥପୁର ପଞ୍ଚାୟତର କାଳିଆବେଡ଼ା ଗଁା ନିକଟରେ କାନଝରୀ ଡ୍ୟାମ୍ର ୨୫ଫୁଟ୍ କେନାଲ ଆଡ଼ିବନ୍ଧ ଭୁଶୁଡି ପଡିଛି। ଫଳରେ ସ୍ଥାନୀୟ…