Home Left

ଲକଡାଉନ ନିୟମ ଭାଙ୍ଗି ହଜାର ହଜାର ଗିରଫ, ଗୋଟିଏ ଦିନରେ ୨୩ହଜାର ନୂଆ ସଂକ୍ରମିତ, ମୃତ୍ୟୁ ସଂଖ୍ୟା ଅସ୍ପଷ୍ଟ

ବେଜିଂ,୧୬ ।୪: ଚାଇନାରେ ଏବେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଅନ୍ୟପଟେ ଜିରୋ କୋଭିଡ ନୀତିକୁ ନେଇ ଲୋକେ ବ୍ୟସ୍ତ ବିବ୍ରତ…

4 years ago

ସ୍ତ୍ରୀଙ୍କୁ ଗର୍ଭବତୀ କରାଇବା ପାଇଁ ୧୫ ଦିନ ପାରୋଲ

ଯୋଧପୁର,୧୬।୪: ଗର୍ଭଧାରଣ ଲାଗି ସ୍ତ୍ରୀଙ୍କ ଆବେଦନକ୍ରମେ ରାଜସ୍ଥାନର ଆଜମେର ଜେଲ୍‌ରେ ଆଜୀବନ ସଜା କାଟୁଥିବା ସ୍ବାମୀଙ୍କୁ ଯୋଧପୁର ହାଇକୋର୍ଟ ୧୫ ଦିନିଆ ପାରୋଲରେ ଯିବା ଲାଗି ଅନୁମତି…

4 years ago

ହକି ବିଶ୍ୱକପ୍‌ ପାଇଁ ଆସିଥିଲା କୋକେନ୍‌

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଓଡ଼ିଶାରେ ଦାମୀ ନିଶାଦ୍ରବ୍ୟ କୋକେନ କାରବାରକୁ ନେଇ ହଇଚଇ ସୃଷ୍ଟି ହୋଇଛି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ଭୁବନେଶ୍ୱରରୁ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ୨୦୨…

4 years ago

ସନ୍‌ରାଇଜର୍ସର ହ୍ୟାଟ୍ରିକ ବିଜୟ

ମୁମ୍ବାଇ, ୧୫।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ ୭ ଉଇକେଟରେ କୋଲକାତା ନାଇଟ ରାଇଡର୍ସକୁ ପରାସ୍ତ କରିଛି। କୋଲକାତା ଦଳ…

4 years ago

ଶ୍ରୀମନ୍ଦିର ଉତ୍ତର ଦ୍ୱାର ପାର୍ଶ୍ୱରେ ବେଆଇନ ନିର୍ମାଣ ବିରୋଧରେ ଏତଲା

ପୁରୀ ଅଫିସ,୧୫ା୪ : ପରିକ୍ରମା ପ୍ରକଳ୍ପ ଅଧୀନରେ ଶ୍ରୀମନ୍ଦିର ଉତ୍ତର ଦ୍ୱାର ପାର୍ଶ୍ୱରେ ବେଆଇନ ନିର୍ମାଣ କାର୍ଯ୍ୟ ଚାଲିଥିବା ଶ୍ରୀଜଗନ୍ନାଥ ସେନା ଅଭିଯୋଗ ଆଣି ଶୁକ୍ରବାର ସିଂହଦ୍ୱାର…

4 years ago

ଦିଲ୍ଲୀ ମଡେଲର କପି: ୧୨୫ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଜୁଳି ଯୋଗାଇବେ ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ

ଶିମଲା,୧୫।୪: ଚଳିତ ବର୍ଷ ଶେଷ ଆଡ଼କୁ ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନ ହେବା। ଏଥିପାଇଁ ଏବେଠାରୁ ରାଜନୀତି ସରଗରମ ହୋଇଥିବା ବେଳେ ବିଭିନ୍ନ ରାଜନୈତିକ ଦଳ ଭୋଟରଙ୍କୁ ଆକୃଷ୍ଟ…

4 years ago

ଚାଇନାକୁ କଡ଼ା ବାର୍ତ୍ତା ଦେଲେ ରାଜନାଥ

ଓ୍ବାଶିଂଟନ,୧୫।୪: ଭାରତର କେହି କ୍ଷତି କଲେ ଆମେ କଦାପି ଛାଡ଼ିବୁ ନାହିଁ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଚାଇନାକୁ ଏକ କଡ଼ା ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

4 years ago

ବଢ଼ୁଛି ତାତି: ୪୦ ଡିଗ୍ରୀ ଉପରେ ୧୬ ସହର

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ ତାତି ବଢ଼ୁଛି। ଶୁକ୍ରବାର ୧୬ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ସେଥିରୁ ୩ଟି ଜିଲାରେ ପାରଦ…

4 years ago

ରାଜ୍ୟର ୪ ଜିଲାରେ ଭୂମିକମ୍ପ ଝଟ୍‌କା, ଭୟରେ ଘରୁ ବାହାରି ଆସିଲେ ଲୋକେ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ରାଜ୍ୟର ୪ ଜିଲାରେ ଶୁକ୍ରବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ପୂର୍ବାହ୍ନ ୧୧ଟା ୧୯ରେ କିଛି ସମୟ ପାଇଁ ଗଞ୍ଜାମ, ନୟାଗଡ଼, ଫୁଲବାଣୀ ଓ ବୌଦ୍ଧ…

4 years ago

ଇସ୍ତଫା ଦେଲେ କର୍ନାଟକ ମନ୍ତ୍ରୀ ଇଶ୍ୱରପ୍ପା

ବେଙ୍ଗାଲୁରୁ,୧୫।୪: କର୍ନାଟକରେ ଠିକାଦାର ସନ୍ତୋଷ ପାଟିଲଙ୍କ ଆତ୍ମହତ୍ୟା କୁ ନେଇ ବିବାଦରେ ଫସିଥିବା ଭାଜପା ନେତା ତଥା ଗ୍ରାମୀଣ ବିକାଶ ଓ ରାଜ୍ୟମନ୍ତ୍ରୀ କେଏସ୍‌ ଇଶ୍ୱରପ୍ପା କ୍ୟାବିନେଟରୁ…

4 years ago