ଆଇପିଏଲ୍ ୨୦୨୨ ଆରମ୍ଭ ପାଇଁ ଆଉ ୨ ଦିନ ବାକି ଅଛି । ଏହି ସିଜିନ୍ରେ ଅନେକ ଯୁବ ଖେଳାଳିଙ୍କଠାରୁ ଭଲ ପ୍ରଦର୍ଶନ ଆଶା କରାଯାଏ। ଏଥିମଧ୍ୟରେ…
ମୁମ୍ବାଇ: ଅଭିନେତା ରଣଦୀପ ହୁଡ୍ଡା ତାଙ୍କ ଦମଦାର ଅଭିନୟକୁ ନେଇ ନିଜ ପାଇଁ ବଳିଉଡରେ ତିଆରି କରିପାରିଛନ୍ତି ଏକ ସ୍ୱତନ୍ତ୍ର ପରିଚୟ । ଏବେ ସେ ଏକ…
କୋଲକାତା,୨୪ ।୩: ପଶ୍ଚିମବଙ୍ଗର ବୀରଭୂମରେ ହିଂସା ଥମି ନ ଥିବା ବେଳେ ଏବେ ଆଉ ଜଣେ ତ୍ରୁଣମୂଳ କଂଗ୍ରେସ(ଟିଏମ୍ସି) ନେତାଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି ।…
ପୁରୀ ଅଫିସ,୨୪ା୩: କିଛି ଦିନର ବ୍ୟବଧାନ ପରେ ବୁଧବାର ପୁରୀ ସହରରେ ପୁଣି ଏକ ହତ୍ୟାକାଣ୍ଡ ଘଟିଛି। ଶାଶୁଙ୍କୁ ଛୁରି ଭୁସି ହତ୍ୟା କରିବା ପରେ ଜ୍ୱାଇଁ…
କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧୀନରେ ଅନେକ ପ୍ରମୁଖ ପ୍ରକଳ୍ପର ନିର୍ମାଣ ଦାୟିତ୍ୱ ସଫଳତାର ସହ ସମ୍ପନ୍ନ କରି ସେ ଉଚ୍ଚ ପ୍ରଶଂସିତ। ବୈଷୟିକ ଶିକ୍ଷା ବିସ୍ତାର…
ଭୁବନେଶ୍ୱର,୨୪।୩(ବ୍ୟୁରୋ): ଜୀବନ ସଂଘର୍ଷରେ ହିଁ ଥାଏ ସଫଳତାର ବାଟ। ବଞ୍ଚତ୍ବାକୁ ସଂଘର୍ଷ କରୁଥିବା ଏମିତି ଏକ ଶ୍ରମିକ ପରିବାରରୁ ଆସି ବମ୍ବେରେ ପହଞ୍ଚତ୍ଛନ୍ତି ୧୧ବର୍ଷୀୟ ରୋଶନ କୁମାର।…
କୋଲକାତା,୨୪ ।୩: ପଶ୍ଚିମବଙ୍ଗର ବୀରଭୂମ ଘଟଣାକୁ ନେଇ ଦିଲ୍ଲୀ ରାଜନୀତି ହୋଇଛି ସରଗରମ । ଏହି ଘଟଣାରେ ୮ ଜଣଙ୍କୁ ଜିଅନ୍ତା ଜାଳି ଦିଆଯାଇଥିବା ବେଳେ ଏବେ…
ପୁରୀ ଅଫିସ,୨୪।୩: ଶ୍ରୀମନ୍ଦିର ନାଟମଣ୍ଡପରେ ବଡ଼ ଧରଣର ଫାଟ ଦେଖିବାକୁ ମିଳିବା ପରେ ଏହି ଫାଟ ନୂଆ କିମ୍ବା ପୁରୁଣା ତାହାକୁ ନେଇ ବିବାଦ ତେଜୁଛି। ଫାଟ…
ଖୋର୍ଦ୍ଧା ଅଫିସ,୨୪ା୩: ପୌର ନିର୍ବାଚନ ପାଇଁ ଗୁରୁବାର ଭୋଟ ଗ୍ରହଣ ହେବ। ୩ବର୍ଷ ପରେ ନିର୍ବାଚନ ଅନୁଷ୍ଠିତ ହେଉଥିବାରୁ ସମସ୍ତଙ୍କ ମଧ୍ୟରେ ରହିଛି ଉତ୍କଣ୍ଠା। କିଏ ବାଜି…
ଲକ୍ଷ୍ନୌ,୨୪ ।୩: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଥର ଲାଗି ଯୋଗୀ ଆଦିତ୍ୟନାଥ ୨୫ ମାର୍ଚ୍ଚରେ ଶପଥ ଗ୍ରହଣ କରିବେ । ଏବେ ଏହି ଶପଥ…