ଶ୍ରୀନଗର,୨୨।୩: ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ‘ଦ କଶ୍ମୀର ଫାଇଲ୍ସ’ ଫିଲ୍ମକୁ ନେଇ ବିବାଦ ଲାଗି ରହିଛି। ଫିଲ୍ମଟି ରିଲିଜ ପରେ ଏବେ ୧୯୯୦ ମସିହାରେ ପ୍ରକୃତରେ କ’ଣ ଘଟିଥିଲା…
କେସିଙ୍ଗା,୨୨।୩(ଡି.ଏନ୍.ଏ.): ପୌର ନିର୍ବାଚନ ୨୪ରେ ହେବାକୁ ଥିବା ବେଳେ ମଙ୍ଗଳବାର ପ୍ରଚାରର ଶେଷ ଦିନ। ଶେଷ ଦିନରେ କଳାହାଣ୍ଡି ଜିଲା କେସିଙ୍ଗାରେ ପ୍ରଚାରକୁ ଜୋରଦାର କରାଯାଉଛି। ବିଜେଡି…
ନୂଆଦିଲ୍ଲୀ,୨୨।୩: ଭାରତର ରାଜଧାନୀ ଦିଲ୍ଲୀ ନାମରେ ଆଉ ଏକ ଅବାଞ୍ଛିତ ରେକର୍ଡ ପଞ୍ଜିକୃତ ହୋଇଛି। ଲଗାତର ଦ୍ୱିତୀୟ ବର୍ଷ ଦିଲ୍ଲୀ ବିଶ୍ୱର ସର୍ବାଧିକ ପ୍ରଦୂଷିତ ରାଜଧାନୀ ଭାବେ…
ଢେଙ୍କାନାଳ ଅଫିସ,୨୨।୩: ଢେଙ୍କାନାଳ ଜିଲା ସଦର ଥାନା ବଣସିଂମେଡିକାଲ ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନରେ ମା ସମଲେଈ ନାମକ ଏକ ଯାତ୍ରୀ ବାହି ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି।…
ଲକ୍ଷ୍ନୌ,୨୨।୩: ସମାଜବାଦୀ ପାର୍ଟି(ଏସ୍ପି)ର ଅଧ୍ୟକ୍ଷ ଅଖିଳେଶ ଯାଦବ ଲୋକ ସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ମଙ୍ଗଳବାର ଲୋକ ସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ଭେଟି ଅଖିଳେଶ ସଂସଦ…
ପଦ୍ମପୁର,୨୨।୩(ଡି.ଏନ.ଏ.): ସ୍ତ୍ରୀଙ୍କ ପରାଜୟ ପରେ ପରିହାସ ସହି ନପାରି ଜୀବନ ହାରିଥିଲେ ସ୍ବାମୀ। ୧୦ ଦିନ ମୃତ୍ୟୁ ସହ ସଂଘର୍ଷ କରି ଶେଷରେ ସ୍ବାମୀଙ୍କ ଦଶାହରେ ଆଖି…
ପୁରୀ ଅଫିସ,୨୨।୩(ବ୍ୟୁରୋ): ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ଘଟଣାରେ ମୁଖ୍ୟ ଷଡଯନ୍ତ୍ରକାରୀ ବାପପୁଅଙ୍କ ସମେତ ୬ ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ମଙ୍ଗଳବାର ପୁଣି ୪…
ଖରାଦିନ ଆସିଲେ ସନ୍ଟ୍ୟାନ୍ ବଢ଼ାଇଦିଏ ଅନେକଙ୍କ ଟେନ୍ସନ । ଏହାକୁ ଦୂରେଇବା ଲାଗି ଅନେକେ ବିୟୁଟିପାର୍ଲର ଯିବାଠୁ ଆରମ୍ଭକରି ବିଭିନ୍ନ ପ୍ରଡକ୍ଟ ବ୍ୟବହାର କରିବାକୁ ପଛାନ୍ତି ନାହିଁ।…
ବର୍ତ୍ତମାନ ଭେଷଜ ବିଜ୍ଞାନର ଅଗ୍ରଗତି ଯୋଗୁ ଯକ୍ଷ୍ମାର ଅତ୍ୟାଧୁନିକ ଚିକିିସତ୍ା ସମ୍ଭବ ହୋଇପାରୁଛି ଓ ଅନେକ ଲୋକ ଆରୋଗ୍ୟ ମଧ୍ୟ ହେଉଛନ୍ତି ା ତଥାପି ବି କମୁନି…
ଭୁବନେଶ୍ୱର,୨୨।୩(ବ୍ୟୁରୋ): ପୌର ନିର୍ବାଚନ ୨୪ରେ ହେବାକୁ ଥିବା ବେଳେ ମଙ୍ଗଳବାର ପ୍ରଚାରର ଶେଷ ଦିନ। ଶେଷ ଦିନରେ ରାଜଧାନୀରେ ପ୍ରଚାରକୁ ଜୋରଦାର କରାଯାଉଛି। ୩ ପ୍ରମୁଖ ଦଳର…