ପିପିଲି,୨୨।୩(ସ୍ବ.ପ୍ର.): ପୌର ନିର୍ବାଚନକୁ ଆଉ ଦିନ କେଇଟା ପରେ ହେବାକୁ ଥିବାବେଳେ ପିପିଲିରେ ଦେଖାଦେଇଛି ନିର୍ବାଚନୀ ହିଂସା। ପିପିଲି ପୌରାଞ୍ଚଳର ୭ନଂ. ୱାର୍ଡରେ ନିର୍ବାଚନ ପ୍ରଚାର ପାଇଁ…
ପୁରୀ ଅଫିସ, ୨୨ା୩:କମେଡ଼ି କିଙ୍ଗ୍ ଭାବେ ପରିଚିତ ହାସ୍ୟ ଅଭିନେତା କପିଲ ଶର୍ମା ସୋମବାର ସନ୍ଧ୍ୟାରେ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ତାଙ୍କୁ ପ୍ରଶାସନ…
ପୁରୀ ଅଫିସ,୨୨।୩:ଶ୍ରୀମନ୍ଦିର ନାଟମଣ୍ଡପରେ ଫାଟ ହୋଇଛି। ସୋମବାର ନାଟମଣ୍ଡପ କାନ୍ଥରେ ୪ଟି ଫାଟ ଦେଖିବାକୁ ମିଳିଛି। ଏଥିମଧ୍ୟରେ ୩ଟି ଛୋଟ ଓ ଗୋଟିଏ ବଡ଼ ଫାଟ ରହିଛି।…
ଭୁବନେଶ୍ୱର,୨୨।୩(ବ୍ୟୁରୋ):ରାଜଧାନୀରେ ବିଭିନ୍ନ ଥାନା ଅଞ୍ଚଳରେ ଲୁଟ୍ ସହ ଆତଙ୍କ ଖେଳାଉଥିବା ବିହାରୀ ନଟ୍ ଗ୍ୟାଙ୍ଗ ଶେଷରେ ଧରାପଡିଛି। ଏହି ଆନ୍ତଃରାଜ୍ୟ ଗ୍ୟାଙ୍ଗର ୨ଜଣଙ୍କୁ କମିଶନରେଟ ପୋଲିସର ସ୍ପେଶାଲ…
ଭୁବନେଶ୍ୱର, ୨୨।୩(ବ୍ୟୁରୋ):ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫ଜଣ ଓଡ଼ିଆଙ୍କୁ ଦେଶରେ ମର୍ଯ୍ୟାଦାଜନକ ପଦ୍ମଶ୍ରୀ ମିଳିଛି। ସମାଜସେବା କ୍ଷେତ୍ରରେ ସମାଜ ସଂସ୍କାରକ ତଥା ବିଶିଷ୍ଟ ପ୍ରବଚକ ଶ୍ରୀମଦ୍…
ଭୁବନେଶ୍ୱର,୨୨ା୩(ବ୍ୟୁରୋ):ଆସନ୍ତା ୨୪ ତାରିଖରେ ୧୦୬ ପୌରସଂସ୍ଥା ଓ ୩ ମହାନଗର ନିଗମରେ ନିର୍ବାଚନ ଅନୁଷ୍ଠିତ ହେବ। ସକାଳ ୮ଟାରୁ ଅପରାହ୍ନ ୫ଟା ମଧ୍ୟରେ ଭୋଟଗ୍ରହଣ କରାଯିବ। ଏଥିପାଇଁ…
ଭୁବନେଶ୍ୱର, ୨୨ା୩(ବ୍ୟୁରୋ):ରାଜ୍ୟର ସ୍କୁଲଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ (ଏମ୍ଡିଏମ୍) ଦିଆଯିବ। ଏପ୍ରିଲରୁ ଏମ୍ଡିଏମ୍ ଆରମ୍ଭ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ…
ଭୁବନେଶ୍ୱର,୨୨ା୩(ବ୍ୟୁରୋ):ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲସିୟସକୁ ଟପିଗଲାଣି। ଆସନ୍ତା ୨୫ ତାରିଖରୁ ସମଗ୍ର ରାଜ୍ୟ ଆହୁରି ଉତ୍ତପ୍ତ ହେବ। ଦିନର ସର୍ବୋଚ୍ଚ…
ଭୁବନେଶ୍ୱର,୨୧ା୩(ବ୍ୟୁରୋ)-ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲସିୟସକୁ ଟପିଗଲାଣି। ଆସନ୍ତା ୨୫ ତାରିଖରୁ ସମଗ୍ର ରାଜ୍ୟ ଆହୁରି ଉତ୍ତପ୍ତ ହେବ। ଦିନର ସର୍ବୋଚ୍ଚ…