ଇଟାଓ୍ବା,୧୮।୩: ଚଳିତ ବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ କକା ଶିବପାଲ ଯାଦବ ଏବଂ ପୁତୁରା ଅଖିଳେଶ ଯାଦବଙ୍କ ଦଳ ଏକତ୍ର ହୋଇଥିଲେ। କିନ୍ତୁ ପ୍ରକୃତରେ କ’ଣ କକା-ପୁତୁରାଙ୍କ…
ନୂଆଦିଲ୍ଲୀ,୧୮।୩: ରଙ୍ଗର ପବ ହୋଲିକୁ ସାରା ଦେଶରେ ଶୁକ୍ରବାର ବହୁ ଆଡ଼ମ୍ବର ସହକାରେ ପାଳନ କରାଯାଉଛି। କରୋନା ମହାମାରୀ ଯୋଗୁ ଗତ ୨ବର୍ଷ ହେଲାଣି ଲୋକମାନେ ଏହି…
ଯାଜପୁର ଅଫିସ,୧୮।୩: ଯାଜପୁର ଟାଉନ ଥାନା ବଡ଼ସୁଆର ଅଞ୍ଚଳ ଖରସ୍ରୋତା ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଶୁକ୍ରବାର ୬ ଜଣ ଯୁବକ ବୁଡିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ…
ନୂଆଦିଲ୍ଲୀ,୧୮।୩: ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା ୨ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଭାରତ-ଜାପାନର ୧୪ତମ ବାର୍ଷିକ ଶିଖର ସମ୍ମିଳନୀରେ ସେ ଅଂଶଗ୍ରହଣ କରିବେ। କିଶିଡା ଭାରତର…
ସୁନ୍ଦରଗଡ଼ ଅଫିସ,୧୮।୩: ସୁନ୍ଦରଗଡ଼ ଜିଲା ରାଉରକେଲା ଗସ୍ତରେ ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ଯାଇଛନ୍ତି। ସେମାନେ ସେଠାରେ…
ନୂଆଦିଲ୍ଲୀ,୧୮।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ଲଗାତର କମିବାରେ ଲାଗିଛି। ଗତ ୨୪ଘଣ୍ଟାରେ ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ବୃଦ୍ଧି ପାଇବାରେ…
ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିଛି । ଫିଲ୍ମଟି ମାର୍ଚ୍ଚ ୧୧ରେ ରିଲିଜ୍ ହୋଇଥିବା ବେଳେ ଏହାକୁ ଦେଖିବାକୁ…
କେସିଙ୍ଗା,୧୮।୩: ପୌର ନିର୍ବାଚନ ପାଇଁ କଳାହାଣ୍ଡି ଜିଲା କେସିଙ୍ଗା ସହରରେ ୩ ପ୍ରମୁଖ ଦଳ ନିଜ ପ୍ରଚାର କାର୍ଯ୍ୟକୁ ଜୋରଦାର କରିଛନ୍ତି। ଏହି ପରିପ୍ରେକ୍ଷୀରେ ଏମ୍ବିଏ ଛାତ୍ର…
ଖଲ୍ଲିକୋଟ,୧୮।୩(ଡି.ଏନ୍,ଏ.):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ଦୋଳ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏହି ଅବସରରେ ସକଳେଶ୍ୱର ମହାଦେବଙ୍କ ବିଜେ ପ୍ରତିମା ଚନ୍ଦ୍ରଶେଖର ଠାକୁର…
ବଲାଙ୍ଗୀର ଅଫିସ,୧୮।୩: ବଲାଙ୍ଗୀର ଜିଲା ଯାଦବ ମହାସଭା ପକ୍ଷରୁ ମହାସମାରୋହରେ ଦୋଳ ମହୋତ୍ସବ ପାଳିତ ହୋଇଯାଇଛି। ୩ ଦିନ ଧରି ଆୟୋଜିତ ଏହି ମହୋତ୍ସବର ଶୁକ୍ରବାର ଦ୍ୱିତୀୟ…