ନୂଆଦିଲ୍ଲୀ,୨୮।୨: ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧ ମଧ୍ୟରେ ଭାରତୀୟ ଛାତ୍ରୀଛାତ୍ରମାନଙ୍କୁ ଉଦ୍ଧାର କରିବା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ କେନ୍ଦ୍ରକୁ ନିବେଦନ କରିଛନ୍ତି।…
ନୂଆଦିଲ୍ଲୀ,୨୮।୨: କଥାରେ ଅଛି, ଦୁଃଖ ଯେତେବେଳେ ଆସେ ଭାଇ-ବନ୍ଧୁ-କୁଟୁମ୍ବ ଧରି ଆସେ। ବରୋଦା କ୍ରିକେଟର ବିଷ୍ଣୁ ସୋଲାଙ୍କିଙ୍କ କ୍ଷେତ୍ରରେ ଏହି ଉକ୍ତିର ଯଥାର୍ଥ ପ୍ରତିପାଦିତ ହୋଇଛି। ଝିଅ…
ଭୁବନେଶ୍ୱର,୨୮ା୨(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ ସୋମବାର ଖୋଲିଛି ପ୍ରଥମରୁ ସପ୍ତମ ଶ୍ରେଣୀ। ପିଲାମାନେ ସ୍କୁଲ ପରିସରରେ ପହଞ୍ଚି ବେଶ୍ ଖୁସି ହୋଇଥିବା ଦେଖିବାକୁ ମିଳିଛି। ଏପରିକି…
ଧର୍ମଶାଳା,୨୮।୨: ଭାରତୀୟ କ୍ରିକେଟ ଦଳର ବିଜୟ ଧାରା ଜାରି ରହିଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ରବିବାର ସିରିଜର ତୃତୀୟ ତଥା ଅନ୍ତିମ ଟି -୨୦ ମ୍ୟାଚରେ…
ଭୁବନେଶ୍ୱର,୨୮ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୧୭୧ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୦୩୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…
ଭୁବନେଶ୍ୱର,୨୮ା୨(ବ୍ୟୁରୋ): ବଲିଉଡ୍ର କମେଡି କିଙ୍ଗ୍ କପିଲ ଶର୍ମା ଫିଲ୍ମ ଶୁଟିଂ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଓଡ଼ିଆ ସିନେ ନିର୍ମାତା ନନ୍ଦିତା ଦାସଙ୍କ ସହ ସେ…
ନୂଆଦିଲ୍ଲୀ,୨୮ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ଫସି ରହିଥିବା ଭାରତୀୟଙ୍କୁ କେନ୍ଦ୍ର ସରକାର ଧିରେ ଧିରେ ଉଦ୍ଧାର କରି ଚାଲିଛନ୍ତି । ସୋମବାର ସକାଳୁ ରୋମାନିଆର ବୁଚାରେଷ୍ଟରେ…
ଗୁରୁଗ୍ରାମ,୨୮ ।୨: ରାଜଧାନୀ ଦିଲ୍ଲୀକୁ ଲାଗି ରହିଥିବା ଗୁରୁଗ୍ରାମର ଏକ ସିଏନଜି ପମ୍ପରେ ୩ ଜଣ ଯୁବକଙ୍କୁ ହତ୍ୟା କରାଯାଇଛି । ରବିବାର ରାତି ପ୍ରାୟ ୩ଟାରେ…
ଆ ମ ଦେଶରେ ପ୍ରତିବର୍ଷ ଫେବୃଆରୀ ୨୮ ତାରିଖକୁ ଜାତୀୟ ବିଜ୍ଞାନ ଦିବସ ଭାବେ ପାଳନ କରାଯାଉଛି। ଦେଶରେ ବିଜ୍ଞାନର ପ୍ରଚାର ଓ ପ୍ରସାର କରି ଲୋକମାନଙ୍କ…
କୌଣସି ଖାଦ୍ୟ ଅଧିକ ରାନ୍ଧି ଦେଇଥିଲେ, ସେସବୁ ନଷ୍ଟ ନହେବା ପାଇଁ ଆପଣ ତାକୁ ଫ୍ରିଜ୍ରେ ରଖିଥା’ନ୍ତି। ହେଲେ ବିଶେଷଜ୍ଞଙ୍କ ଅନୁସାରେ ଖାଦ୍ୟ ବେଶିଦିନ ଫ୍ରିଜ୍ରେ ରହିଲେ…