ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୩୪୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୪,୩୨୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…
ୱାଶିଂଟନ,୨୫ ।୨: ବେଳକୁ ବେଳ ଗମ୍ଭିର ହେଉଛି ରୁଷିଆ-ୟୁକ୍ରେନ ଯୁଦ୍ଧ । ଦ୍ୱିତୀୟ ଦିନରେ ରୁଷିଆ ୟୁକ୍ରେନର ରାଜଧାନୀ କ୍ୱିଭରେ ବଡ ଧରଣର ବିସ୍ଫୋରଣ କରିଛି ।…
ଚେନ୍ନାଇ,୨୫।୨: ନ୍ୟାଶନାଲ୍ ଷ୍ଟକ୍ ଏକ୍ସଚେଞ୍ଜ୍(ଏନଏସଇ) ସ୍କାମରେ ସିବିଆଇ ଆନନ୍ଦ ସୁବ୍ରମଣ୍ୟମଙ୍କୁ ଗିରଫ କରିଛି। ଗୁରୁବାର ବିଳମ୍ବିତ ରାତିରେ ଚେନ୍ନାଇରୁ ତାଙ୍କୁ ଗିରଫ କରାଯାଇଥିବା ଶୁକ୍ରବାର ସକାଳେ ସିବିଆଇ…
ଲକ୍ଷ୍ନୌ,୨୫ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଯୋରସୋରରେ ଚାଲିଛି । ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ…
ପ୍ୟାରିସ,୨୫।୨: ରୁଷିଆନ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ପରମାଣୁ ଅସ୍ତ୍ର ବ୍ୟବହାର ଲାଗି ଧମକ ଦେଉଥିବା ବେଳେ ତାଙ୍କୁ ଚେତାବନୀ ଦେଇଛନ୍ତି ଫ୍ରାନ୍ସର ବୈଦେଶିକ ମନ୍ତ୍ରୀ ଜିନ ଭେସ…
ନୟାଗଡ଼ ଅଫିସ,୨୫।୨: ନୟାଗଡ଼ ମ୍ୟୁନିସିପାଲିଟିର ପରିମଳ ବ୍ୟବସ୍ଥା ଘରୋଇକରଣ ହେଲା ପରେ ବି ଉପଯୁକ୍ତ ସେବା ମିଳୁନାହିଁ। ପରିମଳ ବ୍ୟବସ୍ଥାରେ ଯେଉଁ ସୁଧାର ଆସିବ ବୋଲି କୁହାଯାଉଥିଲା…
ଲକ୍ଷ୍ନୌ,୨୫।୨, ଲକ୍ଷ୍ନୌରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ପ୍ରଥମ ଟି -୨୦ ମ୍ୟାଚରେ ଭାରତ ୬୨ ରନ୍ରେ ବିଜୟ ହାସଲ କରିଛି। ଏଥିସହ ଭାରତ ତିନିମ୍ୟାଚ…
ନୟାଗଡ଼ ଅଫିସ/ରଣପୁର,୨୫।୨(ସ୍ବ.ପ୍ର.): କାଜୁ ନିଗମ ଅଧୀନରେ ଥିବା ନୟାଗଡ଼ ଜିଲା ରଣପୁର ତହସିଲ ମୟୁରଝାଲିଆ ଗାଁରେ ଗୋଚର ଓ କାଜୁ ଜଙ୍ଗଲରୁ ବେଆଇନ ଭାବେ ମାଙ୍କଡା ପଥର…
ନୟାଗଡ଼ ଅଫିସ,୨୫।୨: ନୟାଗଡ଼ ମ୍ୟୁନିସିପାଲିଟିର ଡ୍ରାଫ୍ଟ ଭୋଟର ତାଲିକାରେ ଚଞ୍ଚକତା କରାଯାଇଥିବା ଅଭିଯୋଗ ହୋଇଛି । ଏଥିରେ ୨ହଜାର ଭୋଟରଙ୍କ ନାମ ଗାଁ ଓ ସହରରେ ରହିବା,…
ମସ୍କୋ,୨୫।୨: ସାମରିକ ଉପକରଣ ନେଇ ଯାଉଥିବା ରୁଷିଆର ଆଣ୍ଟୋନୋଭ ଆନ-୨୬ ଟ୍ରାନ୍ସପୋର୍ଟ ବିମାନ ଭୋରୋନେଞ୍ଜର ଦକ୍ଷିଣାଞ୍ଚଳରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ବିମାନର କ୍ରୁ ମେମ୍ବରଙ୍କ ମୃତ୍ୟୁ…