ବମ୍ବେ: ଅନ୍ଲାଇନ୍ ଠକାମୀର ଶିକାର ହୋଇଛନ୍ତି ବଲିଉଡ୍ର ବୋଲ୍ଡ ଅଭିନେତ୍ରୀ ସନ୍ନି ଲିଓନ। ତାଙ୍କର ପ୍ୟାନ୍ କାର୍ଡ ବ୍ୟବହାର କରି କେହି ଋଣ ଉଠାଇଥିବା ଜାଣିବାକୁ ପାଇଛନ୍ତି…
ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁଙ୍କର ସଡ଼କ ଦୁର୍ଘଟଣାରେ ୧୬ ଫେବୃୟାରୀରେ ମତ୍ୟୁ ହୋଇଯାଇଛି । ଦୁର୍ଘଟଣା ବେଳେ ଗାଡ଼ିରେ ତାଙ୍କ ଗର୍ଲଫ୍ରେଣ୍ଡ ରୀନା ରାୟ ମଧ୍ୟ ଥିଲେ।…
ବଲାଙ୍ଗୀର ଅଫିସ, ୧୮।୨: ବଲାଙ୍ଗୀର ଜିଲାରେ ଦ୍ବିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି । ଲୋଇସିଂହା ନିର୍ବାଚନ ମଣ୍ଡଳୀ ତଥା ଆଗଲପୁର, ଲୋଇସିଂହା ଓ ପୁଇଁତଲା…
ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଆସନ୍ତାକାଲି ରାଷ୍ଟ୍ରପତି ସ୍ବତନ୍ତ୍ର ବିମାନ ଯୋଗେ ୧୨ଟା…
ଦଶରଥପୁର,୧୮।୨(ଡି.ଏନ.ଏ.): ଯାଜପୁର ଜିଲାରେ ଚାଲିଥିବା ପଞ୍ଚାୟତ ନିର୍ବାଚନରେ ପୁଣି ଥରେ ବୁଥ କ୍ୟାପଚରିଂ ହୋଇଛି। ଶୁକ୍ରବାର ଦଶରଥପୁର ବ୍ଲକ କନିକାପଡ଼ା ପଞ୍ଚାୟତ ବୁଥ ନମ୍ବର ୨ ଓ…
ରିଓ ଡି ଜେନେରିଓ,୧୮।୨: ଲଗାଣ ବର୍ଷା ପରେ ବ୍ରାଜିଲରେ ଭୟଙ୍କର ବନ୍ୟା ପରିସ୍ଥିତି ଦେଖାଦେଇଛି। ପ୍ରବଳ ବର୍ଷା ଫଳରେ ଭୂସ୍ଖଳନ ଘଟି ମୃତ୍ୟୁ ସଂଖ୍ୟା ୧୧୭କୁ ବୃଦ୍ଧି…
ଚେନ୍ନାଇ,୧୮।୨: ଅନୁସୂଚିତ ଜନଜାତିର ଯୁବକଙ୍କୁ ଝିଅ ବିବାହ କରିବାରୁ ୨ ଝିଅ ଓ ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ଆତ୍ମହତ୍ୟା କରିଛନ୍ତି ଜଣେ ବ୍ୟକ୍ତି। ଏଭଳି ଘଟଣା…
ବାଲେଶ୍ୱର ଅଫିସ,୧୮ା୨: ବାଲେଶ୍ୱର ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି । ଭାଜପା ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ମୁହାମୁହିଁ। ସ୍ଥାନୀୟ ଆଦିବାସୀ ସାହିରେ…
ନିରାକାରପୁର,୧୮ା୨(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲାରେ ଧାନକିଣାରେ ଅବ୍ୟବସ୍ଥା ଲାଗି ରହିଛି। ଚାଷୀ ଖରା, ଶୀତ କାକରରେ ମଣ୍ଡିରେ ଧାନ ଧରି ବସିରହିଛି, କିନ୍ତୁ ଧାନ କିଣାଯାଉନାହିଁ। ବିଭିନ୍ନ ଆଳ…
ବାଙ୍ଗାଲୁରୁ,୧୮।୨: ସନରାଇଜର୍ସ ହାଇଦ୍ରାବାଦ ଫ୍ରାଞ୍ଚାଇଜ ଓ ଏହାର ଆସିଷ୍ଟାଣ୍ଟ କୋଚ୍ ସାଇମନ କାଟିଚ୍ ଅଲଗା ହୋଇଯାଇଛନ୍ତି। ଦେଶରେ କଡ଼ା ବାୟୋ ସିକ୍ୟୁରିଟି କଟକଣା ଓ ପାରିବାରିକ ସମସ୍ୟା…