ନୂଆଦିଲ୍ଳୀ, ୧୭।୨: ପୂର୍ବତନ ନୌସେନା ଉପମୁଖ୍ୟ ଜି. ଅଶୋକ କୁମାରଙ୍କୁ କେନ୍ଦ୍ର ସରକାର ଦେଶର ପ୍ରଥମ ଜାତୀୟ ସାମୁଦ୍ରିକ ନିରାପତ୍ତା ସଂଯୋଜକ (ଏନ୍ଏମ୍ଏସ୍ସି)ଭାବେ ନିଯୁକ୍ତି ଦେଇଛନ୍ତିି। ୧୯୮୨ରେ…
ଭୁବନେଶ୍ୱର,୧୭ା୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୨୦୨୨ ଜାନୁୟାରୀ ୭ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ସଂଖ୍ୟା ୫୯୩ ଅନୁସାରେ ରାଜ୍ୟ ସରକାର ଓଡ଼ିଶା ଜିଲା ପରିଷଦ ନିର୍ବାଚନ…
ଭୁବନେଶ୍ୱର,୧୭ା୨(ବ୍ୟୁରୋ):ଚଳିତ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର କାର୍ଯ୍ୟ ବୁଧବାର ଶେଷ ହୋଇଛି। ନିର୍ବାଚନ ହେବାକୁ ଥିବା ଅଞ୍ଚଳରୁ ପ୍ରଚାର କାର୍ଯ୍ୟରେ ଯୋଗ ଦେଇଥିବା ନେତା ଓ…
ଭୁବନେଶ୍ୱର,୧୭ା୨(ବ୍ୟୁରୋ):ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆରମ୍ଭରୁ ଶାସକ ଦଳର ଗୁଣ୍ଡାଗର୍ଦ୍ଦି ଜରିଆରେ ଭୋଟ ହାତେଇବାର ହୀନ ଉଦ୍ଦେଶ୍ୟ ସାମ୍ନାକୁ ଆସିଛି ା ଶାସକ ଦଳର ପ୍ରତ୍ୟକ୍ଷ ପ୍ରରୋଚନାରେ ପ୍ରିଜାଇଡିଂ…
ଭୁବନେଶ୍ୱର(ବ୍ୟୁରୋ)/ବାରିପଦା ଅଫିସ,୧୭ା୨:ମୟୂରଭଞ୍ଜ ଜିଲା ଯଶିପୁର ଥାନା ତଥା କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ ପଡ଼ାଗଡ ଗ୍ରାମ ନିକଟରେ କ୍ରାଇମ୍ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଚଢ଼ାଉ…
ଭୁବନେଶ୍ୱର, ୧୭।୨(ବ୍ୟୁରୋ):ବିଗତ ୫୦ବର୍ଷ ମଧ୍ୟରେ ଖାଦ୍ୟ ସୁରକ୍ଷା ଦିଗରେ ଭାରତ ଉଲ୍ଲେଖନୀୟ ଅଗ୍ରଗତି କରିଛି। ଦିନେ ଖାଦ୍ୟ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଭାରତ ଆଜି…
ନୂଆଦିଲ୍ଲୀ, ୧୭ା୨: ନିକଟରେ ୫୪ ଚାଇନା ଆପ୍କୁ କେନ୍ଦ୍ର ସରକାର ବ୍ୟାନ କରିବା ପରେ ବୁଧବାର ଟିକସ ଚୋରି ଅଭିଯୋଗରେ ଚାଇନିଜ୍ ଟେଲିକମ୍ କମ୍ପାନୀ ହୁଓ୍ବେଇର ଭାରତରେ…
ଯାଜପୁର ଅଫିସ,୧୭ା୨:ପ୍ରାକୃତିକ ବିପର୍ଯ୍ୟୟରେ ବହୁ ବର୍ଷର ସଞ୍ଚିତ ସମ୍ବଳ, ବୃକ୍ଷଲତା, ପଲ୍ଲିଜୀବନ, ଗୃହପାଳିତ ପଶୁପକ୍ଷୀ ଆଦି ପ୍ରଭାବିତ ହେଉଛନ୍ତି ା କୃଷକଙ୍କ ସହିତ ସାଧାରଣ ଜନତା ମଧ୍ୟ…
ରଘୁନାଥପୁର,୧୭ା୨(ଡି.ଏନ୍.ଏ.):କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ (ସିସିଆର୍ଏଏସ୍)ର ମହାନିର୍ଦ୍ଦେଶକ ରୂପେ ପ୍ରଫେସର ରବିନାରାୟଣ ଆଚାର୍ଯ୍ୟଙ୍କୁ ନିଯୁକ୍ତି ଦିଆଯାଇଛି। ଭାରତ ସରକାରଙ୍କ ଆୟୁଷ ମନ୍ତ୍ରାଣାଳୟ ଅଧୀନ ଏହି ସମ୍ମାନଜନକ…
ପୁରୀ ଅଫିସ, ୧୭ା୨:ପବିତ୍ର ମାଘପୂର୍ଣ୍ଣିମାରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ସମ୍ପନ୍ନ ହୋଇଛି। ଦ୍ୱିପ୍ରହର ଧୂପ ପରେ ପତନି ଲାଗି କରାଯାଇଥିଲା। ଏହାପରେ ଘଟୁଆରୀଙ୍କ…