Home Left

ଫଳନ୍ତି ଗଛର ମୂଲ୍ୟ ଘୋଷଣା

କୁଜଙ୍ଗ,୨୯ା୧୨(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ନିମନ୍ତେ ପାନବରଜ ଭଙ୍ଗା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ, ଗଛ ଚିହ୍ନଟ ପ୍ରକ୍ରିୟା ଆଗେଇ…

4 years ago

ଅଧିକାରୀ ନାହାନ୍ତି, କାର୍ଯ୍ୟ ବାଧାପ୍ରାପ୍ତ

କୁଜଙ୍ଗ, ୨୯ା୧ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲାର କୁଜଙ୍ଗ ତହସିଲ କାର୍ଯ୍ୟାଳୟରେ ଆବଶ୍ୟକ ଅନୁସାରେ ଅଧିକାରୀ ନ ଥିବାରୁ ଅନେକ ଗୁରୁତ୍ୱପୂର୍ଣ୍ଣ କାମ ଠିକ୍‌ ସମୟରେ ହୋଇପାରୁନାହିଁ। ଏନେଇ…

4 years ago

୨ନଂ. ଜୋନ୍‌ରେ ତ୍ରିମୁଖୀ ଲଢ଼େଇ

ଜଗତ୍‌ସିଂହପୁର ଅଫିସ, ୨୯ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ଗଁା ଗହଳିରେ ପ୍ରଚାର ଆରମ୍ଭ ହୋଇଗଲାଣି। ପ୍ରାର୍ଥୀମାନେ ଘରକୁ ଘର ବୁଲି ଭୋଟ…

4 years ago

ଏନ୍‌ଜିଟି ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୨୯।୧: ବାଲେଶ୍ୱର ଜିଲାରେ ସୁବର୍ଣ୍ଣରେଖା ନଦୀଶଯ୍ୟାରୁ ବେଆଇନ ବାଲି ଉତ୍ତୋଳନ ଅଭିଯୋଗ ଉପରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ଶୁକ୍ରବାର ତାଙ୍କ ରାୟ ସଂରକ୍ଷିତ ରଖିଛନ୍ତି। ଏନ୍‌ଜିଟିର…

4 years ago

ତ୍ରିକୋଣୀୟ ପ୍ରେମକୁ ନେଇ ଛାତ୍ରଙ୍କୁ ଛୁରାମାଡ଼

ଭୁବନେଶ୍ୱର,୨୯।୧(ବ୍ୟୁରୋ): ତ୍ରିକୋଣୀୟ ପ୍ରେମକୁ ନେଇ ରାଜଧାନୀରେ ଜଣେ ଛାତ୍ରୀଙ୍କୁ ଆକ୍ରମଣ ହେବା ସହ ଛାତ୍ରଙ୍କୁ ଛୁରାମାଡ଼ ହୋଇଛି। ପ୍ରଥମ ପ୍ରେମିକଙ୍କ ଛୁରାମାଡ଼ରେ ଦ୍ୱିତୀୟ ପ୍ରେମିକ ଆହତ ହୋଇଛନ୍ତି।…

4 years ago

ନିଜ ପରିବାରକୁ ଚିହ୍ନିବାକୁ ମନା କରିଦେଲେ ସିଦ୍ଧୁ!

ଚଣ୍ଡିଗଡ଼,୨୯ ।୧: ପଞ୍ଜାବର କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁଙ୍କ ଏନ୍‌ଆର୍‌ଆଇ ଭଉଣୀ ସୁମନ ତୁର ସିଦ୍ଧୁଙ୍କ ପରିବାର ସଦସ୍ୟଙ୍କର ଏକ ଫଟୋ…

4 years ago

ବରଯାତ୍ରୀ ବେଶରେ ଆସି ୨ ଲକ୍ଷ ଟଙ୍କାର ଗହଣା ଚୋରି

ଭୁବନେଶ୍ୱର,୨୯।୧(ବ୍ୟୁରୋ): ରାଜଧାନୀରେ ଲୁଟେରା ଓ ଚୋରଙ୍କ ଉତ୍ପାତ ବଢ଼ି ଚାଲିଥିବାବେଳେ ନୂଆ ନୂଆ ପନ୍ଥା ଆପଣାଇ ପୋଲିସକୁ ଖୋଲା ଚ୍ୟାଲେଞ୍ଜ କରୁଛନ୍ତି। କେତେବେଳେ ଗ୍ରାହକ ବେଶରେ ତ…

4 years ago

ଓବିସି ସଂରକ୍ଷଣ ନେଇ ରାଜ୍ୟପାଳଙ୍କୁ ଫେରାଦ

ଭୁବନେଶ୍ୱର, ୨୯।୧(ବ୍ୟୁରୋ): ବେକାରୀ ସମସ୍ୟା, ଓବିସି ସଂରକ୍ଷଣ ଓ ଜାତି ଜନଗଣନାକୁ ନେଇ ସମାଜବାଦୀ ପାର୍ଟି ପକ୍ଷରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ…

4 years ago

୯୯% ଲକ୍ଷ୍ୟ, ୭୧%ଙ୍କୁ ମିଳିଛି ନିଯୁକ୍ତି

ସମ୍ବଲପୁର,୨୯।୧(ବ୍ୟୁରୋ): ଚଳିତ ଶିକ୍ଷାବର୍ଷ ଶେଷ ହୋଇନାହିଁ, ହେଲେ ଶେଷ ବର୍ଷର ୭୧ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ କମ୍ପାନୀ ପକ୍ଷରୁ ନିଯୁକ୍ତ ଦେବାକୁ ଅଫର ଦିଆସରିଛି। ସମ୍ବଲପୁର ଭିସୁଟ୍‌…

4 years ago

ଘୋଡ଼ାରେ ଚଢ଼ି ୬୨ ବର୍ଷୀୟ ପ୍ରାର୍ଥୀଙ୍କ ପ୍ରଚାର

କେନ୍ଦ୍ରାପଡ଼ା ଅଫିସ, ୨୯ା୧: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସାନଜରିଆ ପଞ୍ଚାୟତ ସମିତିସଭ୍ୟ ପ୍ରାର୍ଥୀ ଶ୍ରୀକାନ୍ତ ସାହୁଙ୍କ ଭୋଟ ଭିକ୍ଷା ଭିଡିଓ ଏବେ ଜିଲାରେ ଭାଇରାଲ ହେବାରେ…

4 years ago