ଲକ୍ଷ୍ନୌ,୧୩ ।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ତାରିଖ ଘୋଷଣା ହେବା ପରେ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି ।…
ନୟାଗଡ଼ ଅଫିସ/ରଣପୁର,୧୩।୧(ସ୍ବ.ପ୍ର.): ପୁଡ଼ୁଚେରୀ ନିକଟ ସମୁଦ୍ରରେ ୩ଜଣ ବୁଡ଼ି ଯାଉଥିଲେ। ସେଠାରେ ଉପସ୍ଥିତ ଥିବା ଲୋକମାନେ ଏହା ଦେଖି ସେମାନଙ୍କୁ ଉଦ୍ଧାର କରିବାକୁ କେବଳ ଚିତ୍କାର କରୁଥିଲେ।…
ଭୁବନେଶ୍ୱର, ୧୩।୧(ବ୍ୟୁରୋ): ରାଜ୍ୟରେ କରୋନା ଏବେ ଉପରମୁହାଁ ରହିଛି। ଆହୁରି ଦୁଇମାସ ଏହି ଧାରା ଜାରି ରହିବ ବୋଲି ସ୍ବାସ୍ଥ୍ୟ ବିଭାଗ କହିସାରିଲାଣି। ଏଭଳି ସ୍ଥିତିରେ ଓଡ଼ିଶା…
ନୂଆଦିଲ୍ଲୀ,୧୩ ।୧: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଲୋରି, ମକର ସଂକ୍ରାନ୍ତି, ପୋଙ୍ଗଲ, ଭୋଗଲି ବିହୁ, ଉତ୍ତରାୟଣ ଓ ପୌଷ ପର୍ବ ଅବସରରେ ଦେଶ ଓ ବିଦେଶରେ ଥିବା…
ନୂଆଦିଲ୍ଲୀ,୧୩।୧: କିନ୍ନରମାନଙ୍କ ଅଧିକାରକୁ ସ୍ବୀକୃତି ସ୍ବରୂପ ସେମାନଙ୍କ ଲାଗି ଜେଲରେ ସ୍ବତନ୍ତ୍ର ଓ୍ବାର୍ଡର ବ୍ୟବସ୍ଥା କରିବା ଲାଗି କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପତ୍ର ଲେଖି ଜଣାଇଛନ୍ତି। ଶୋଷଣରୁ…
ନ୍ୟୁୟର୍କ,୧୩।୧: ମହାମାରୀବେଳେ ଲୋକେ ଅଧିକ ସମୟ ଘରେ ବିତାଉଥିବାବେଳେ ଏକ ମଜାଦାର ଗେମ୍ ଅନଲାଇନରେ ବେଶ୍ ଲୋକପ୍ରିୟ ହୋଇଛି। ସହଜ ଏବଂ କୌତୁହପୂର୍ଣ୍ଣ ହୋଇଥିବାରୁ ବହୁ ସଂଖ୍ୟାରେ…
ଇସ୍ଲାମାବାଦ,୧୩।୧(ପି.ଟି.): ମୁମ୍ବାଇ ଆକ୍ରମଣ ମାଷ୍ଟରମାଇଣ୍ଡ ତଥା ଆତଙ୍କବାଦୀ ସଙ୍ଗଠନ ଜମାତ୍-ଉଦ୍-ଦ୍ୱାଓ୍ବା(ଜେୟୁଡି) ମୁଖ୍ୟ ହାଫିଜ୍ ସୟିଦ୍ଙ୍କ ଘର ବାହାରେ ବିସ୍ଫୋରଣ ମାମଲାରେ ପାକିସ୍ତାନର ଲାହୋର ସ୍ଥିତ ଏକ କୋର୍ଟ…
ଥିରୁଭାନନ୍ତପୁରମ(କେରଳ),୧୩ ।୧: ଭାରତୀୟ ମହାକାଶ ଓ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ)ର ମୁଖ୍ୟ ଭାବେ ରକେଟ ବୈଜ୍ଞାନିକ ଏସ୍ ସୋମନାଥଙ୍କୁ ନିଯୁକ୍ତି ମିଳିଛି । ଏସ୍ ସୋମନାଥଙ୍କର ଏଝଖଠ ଗଳ-ଓଓଓ…
ପୁଣେ,୧୨।୧: କୋଭିଡ୍-୧୯ ସଂକ୍ରମିତଙ୍କ ସଂଖ୍ୟା ପୂରା ଦେଶରେ ହୁ ହୁ ହୋଇ ବୃଦ୍ଧ ପାଉଥିବା ବେଳେ ସଂକ୍ରମଣକୁ ରୋକିବା ପାଇଁ ଏକ ଅଭିନବ ପ୍ରୟାସ କରିଛି ମହାରାଷ୍ଟ୍ରର…
ଭୁବନେଶ୍ୱର,୧୨ା୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୯୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୦,୪୮,୭୩୨ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…