Home Left

ମେ’ରେ ଦୁର୍ଘଟଣା ଅଡିଟ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଓଡ଼ିଶାରେ ନିୟନ୍ତ୍ରଣକୁ ଆସୁନାହିଁ ସଡ଼କ ଦୁର୍ଘଟଣା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଓଡ଼ିଶାରେ ଦୁର୍ଘଟଣା ଏବଂ ତତ୍‌ଜନିତ ମୃତ୍ୟୁରେ ଅଙ୍କୁଶ ଲାଗିପାରୁନାହିଁ। ବେପରୁଆ ଗାଡ଼ିଚାଳନା ପାଇଁ ଅକାଳରେ…

5 years ago

ଓଡ଼ିଶା କଂଗ୍ରେସ ପାଇଁ ପି.କେ.ଙ୍କ ରଣନୀତି ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଓଡ଼ିଶାରେ କଂଗ୍ରେସର ସ୍ଥିତି ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି। ନେତୃତ୍ୱ ସମସ୍ୟା ହିଁ ଏହାର ମୁଖ୍ୟ କାରଣ। ପ୍ରତିଟି ନିର୍ବାଚନରେ ଦଳ ଶୋଚନୀୟ ପରାଜୟବରଣ…

5 years ago

ସୋନପୁର ୪୪.୪ ଡିଗ୍ରୀ ସେଲସିୟସ

ଭୁବନେଶ୍ୱର,୨୦।୪(ବ୍ୟୁରୋ):  ରାଜ୍ୟରେ ବେଳକୁ ବେଳ ତାତିର ପ୍ରକୋପ ବଢିବାରେ ଚାଲିଛି । ଅସହ୍ୟ ଗରମ ସାଙ୍ଗକୁ ଟାଣ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ପ୍ରତିଦିନ ତାତି ନୂଆ…

5 years ago

ଦୁର୍ଘଟଣା ପରେ ପିଟି ମାରିଦେଲେ

ବାରିପଦା ଅଫିସ/ବାଙ୍ଗିରିପୋଷି,୨୦।୪(ଡି.ଏନ.ଏ.): ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁକୁ କେନ୍ଦ୍ରକରି ମଙ୍ଗଳବାର ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଞ୍ଚଳରେ ଘଟିଛି ତୁମୁଳକାଣ୍ଡ। ଦୁର୍ଘଟଣା ଘଟାଇ ସ୍କର୍ପିଓ ଡ୍ରାଇଭର…

5 years ago

ପୋଲିସକୁ ଦୋଷ ଦେଲା ଗୋଇନ୍ଦା

ଭୁବନେଶ୍ୱର,୨୦।୪(ବ୍ୟୁରୋ): ୧୧ଦଫା ଦାବି ନେଇ ରାଜ୍ୟ ଡ୍ରାଇଭର ମହାସଂଘ ପକ୍ଷରୁ ୪୦ହଜାରରୁ ଊର୍ଦ୍ଧ୍ୱ ଡ୍ରାଇଭର ସୋମବାର ରାଜଧାନୀ ଭିତରେ ପଶି ସ୍ଥିତି ଅଣାୟତ୍ତ କରିବା ଘଟଣା ରାଜ୍ୟ…

5 years ago

ସୋଲୋମନ୍‌ ଆଇଲାଣ୍ଡ୍‌ସ ଯିବେ ପିଏଲ୍‌ଏ ସୈନ୍ୟ

ବେଜିଂ/ହୋନିଆରା,୨୦ା୪: ଦକ୍ଷିଣ ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ସୋଲୋମନ୍‌ ଆଇଲାଣ୍ଡ୍‌ସ ସହ ଚାଇନା ଏକ ସୁରକ୍ଷା ଚୁକ୍ତିରେ ସ୍ବାକ୍ଷର କରିଛି। ଉଭୟ ରାଷ୍ଟ୍ରର ବହିର୍ବ୍ୟାପାର ମନ୍ତ୍ରୀ ନିକଟରେ ସୁରକ୍ଷା…

5 years ago

ଡୋନ୍‌ବାସ୍‌ ମିଶନରେ ରୁଷିଆ

କିଭ୍‌, ୨୦ା୪: ପୂର୍ବ ୟୁକ୍ରେନ୍‌ ଉପରେ ରୁଷିଆ ଧ୍ୟାନ କେନ୍ଦ୍ରୀଭୂତ କରିଥିବାବେଳେ ମଙ୍ଗଳବାର ‘ବ୍ୟାଟେଲ ଅଫ୍‌ ଡୋନ୍‌ବାସ୍‌’ (ଡୋନ୍‌ବାସ୍‌ ଯୁଦ୍ଧ) ଅଭିଯାନ ଆରମ୍ଭ କରିଛି। ଡୋନ୍‌ବାସ୍‌ ଅଞ୍ଚଳର…

5 years ago

ଦଳିତ ନାବାଳକଙ୍କୁ ପାଦ ଚଟାଇଲେ

ଲକ୍ଷ୍ନୌ,୨୦।୪: ଉତ୍ତର ପ୍ରଦେଶ ରାଏବରେଲିରେ ଏକ ଅମାନବୀୟ କାଣ୍ଡ ଘଟିଯାଇଛି । କେତେଜଣ ଯୁବକ ଜଣେ ଦଳିତ ନାବାଳକଙ୍କୁ ନିର୍ଯାତନା ଦେଉଥିବାର ଭିଡିଓ ସାମ୍ନାକୁ ଆସିଛି। ନାବାଳକ…

5 years ago

ଇୟୁର ଚିନ୍ତା ବଢ଼ାଉଛି ଚାଇନା

ନୂଆଦିଲ୍ଲୀ,୨୦ା୪: ରୁଷିଆର ୟୁକ୍ରେନ୍‌ ଆକ୍ରମଣ ଉପରେ ସାରା ବିଶ୍ୱର ନଜର କେନ୍ଦ୍ରୀଭୂତ ହୋଇଥିବାବେଳେ ୟୁରୋପରେ ଚାଇନା ନିଜ ସାମରିକ ଶକ୍ତି ବଢ଼ାଇବାରେ ଲାଗିଛି। ଚାଇନା ସେନାର ବିମାନଗୁଡ଼ିକରେ…

5 years ago

ପେଟ୍ରୋଲ ପମ୍ପ୍‌ ମାଲିକଙ୍କ ସମେତ ୬ ଗିରଫ

ସମ୍ବଲପୁର,୨୦ା୪(ବ୍ୟୁରୋ): ପାରାଦୀପରୁ ସମ୍ବଲପୁର ଦେଇ ରାଞ୍ଚତ୍କୁ ପାଇପ୍‌ ଲାଇନ୍‌ ଯୋଗେ ଯାଉଥିବା ଆଇଓସିଏଲ୍‌ କମ୍ପାନୀର ତେଲ ଚୋରି ଘଟଣାର ସମ୍ବଲପୁର ପୋଲିସ ପର୍ଦ୍ଦାଫାଶ କରିଛି। ଘଟଣାରେ ସମ୍ବଲପୁର…

5 years ago