Home Left

ନୂତନ ବ୍ଲୁ ଫ୍ଲାଗ୍‌ ବିଚ୍‌କୁ ଜୋରଦାର ବିରୋଧ

ପୁରୀ ଅଫିସ, ୧୮ା୧୨: ପୁରୀ ଚକ୍ରତୀର୍ଥରୋଡ୍‌ ନିକଟରେ ହେବାକୁ ଥିବା ନୂତନ ବ୍ଲୁ ଫ୍ଲାଗ୍‌ ବିଚ୍‌କୁ କ୍ଷୁଦ୍ର ବ୍ୟବସାୟୀ, ମତ୍ସ୍ୟଜୀବୀ ଏବଂ ଉଠାଦୋକାନୀ ଜୋରଦାର ବିରୋଧ କରିଛନ୍ତି।…

5 years ago

ଜଙ୍ଗଲରୁ ଗଛ କାଟି ୨୬ ଗିରଫ

କେନ୍ଦୁଝର,୧୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅଧୀନ ଅଟେଇ ଜଙ୍ଗଲରୁ ଗଛ କାଟିବା ଅଭିଯୋଗରେ ୨୬ଜଣଙ୍କୁ ବନ ବିଭାଗ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛି।…

5 years ago

ଜଗନ୍ନାଥଙ୍କ ଭଡ଼ାଘରେ କ୍ରାଇମ୍‌ବ୍ରାଞ୍ଚ ଯାଞ୍ଚ

ପୁରୀ ଅଫିସ,୧୮।୧୨: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନ ପଲେଇ ହତ୍ୟାକାଣ୍ଡ ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ତଦନ୍ତ ଜାରି ରହିଛି।…

5 years ago

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ଏମ୍‌ପି

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟର ଆଶାକର୍ମୀମାନଙ୍କର ଦରମା ବୃଦ୍ଧି ନେଇ ନୂଆଦିଲ୍ଲୀର ନିର୍ମାଣ ଭବନ କାର୍ଯ୍ୟାଳୟରେ ଶୁକ୍ରବାର ରାଜ୍ୟ ସଭା ସଦସ୍ୟ ସୁବାସ ସିଂଙ୍କ ନେତୃତ୍ୱରେ ୫ ଜଣ ବିଜେଡି…

5 years ago

୩୧ ପର୍ଯ୍ୟନ୍ତ ଇଞ୍ଜିନିୟରିଂ ନାମଲେଖା ଅବଧି ବୃଦ୍ଧି

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ରାଜ୍ୟରେ ଖାଲି ପଡିଥିବା ଇଞ୍ଜିନିୟରିଂ ସିଟ୍‌ରେ ନାମଲେଖା ଅବଧି ବୃଦ୍ଧି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଓଡ଼ିଶା ପ୍ରାଇଭେଟ୍‌ ଇଞ୍ଜିନିୟରିଂ କଲେଜ ଆସୋସିଏଶନ (ଓପେକା)…

5 years ago

ଶାଶୁଘର ଆଗରେ ପୁଣି ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୮ା୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର…

5 years ago

ଆଉ ଏକ ବିଦ୍ରୋହ ପାଇଁ ବାଜିଲା ବୀର ଧ୍ୱନି

ଭୁବନେଶ୍ୱର, (ବ୍ୟୁରୋ)/ଖୋର୍ଦ୍ଧା ଅଫିସ, ୧୮ା୧୨: ୧୮୧୭ ମସିହା ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ପ୍ରଦାନ ଓ ପାଇକ ସ୍ମାରକୀ ନିର୍ମାଣ ଦାବିରେ ରାଜରାସ୍ତାକୁ…

5 years ago

ଝିଅଙ୍କ ବିବାହ ବୟସ ବୃଦ୍ଧିକୁ ନେଇ ପ୍ରଶ୍ନ: ଓୱାଇଇସି କହିଲେ ୧୮ ବର୍ଷରେ ଯଦି ଏମ୍‌ପି, ବିଧାୟକ ବାଛିପାରିବେ ଜୀବନ ସାଥି କାହିଁକି ନୁହେଁ

ନୂଆଦିଲ୍ଲୀ,୧୮ ।୧୨: ଝିଅଙ୍କ ବିବାହ ବୟସ ୧୮ରୁ ବୃଦ୍ଧି କରି ୨୧ କରିବା ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀମଣ୍ଡଳର ମଞ୍ଜୁରୀ ମିଳିସାରିଛି । ଏବେ ଏହାକୁ ନେଇ ପ୍ରଶ୍ନ…

5 years ago

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ସମଗ୍ର ରାଜ୍ୟ ହାଡ଼ଭଙ୍ଗା ଶୀତରେ କମ୍ପୁଛି। ସଞ୍ଜ ହେବା ମାତ୍ରେ ମାଡ଼ିଆସୁଛି ପ୍ରଚଣ୍ଡ ଶୀତ। ଦେହ ହାତ କୋଲ ମାରିଯାଉଛି। ଗାଁଠୁ ସହର ସବୁଠି ଶୀତର…

5 years ago

କେନ୍ଦ୍ରାପଡ଼ାରେ ମିତ୍ତଲ କରିବ ମେଗା ଷ୍ଟିଲ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ାଠାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ୍‌ ପକ୍ଷରୁ ୧ ଲକ୍ଷ ୨ ହଜାର ୨୭୫ କୋଟି ଟଙ୍କାର ପୁଞ୍ଜି ବିନିଯୋଗରେ ଏକ ବୃହତ୍‌…

5 years ago