Home Left

ଜେରୁଜେଲମ୍‌ରେ ସଂଘର୍ଷ: ୧୫୨ ଆହତ

ଜେରୁଜେଲମ୍‌,୧୬।୪: ଇସ୍ରାଏଲ୍‌ ଓ ପାଲେଷ୍ଟାଇନ୍‌ ମଧ୍ୟରେ ଶୁକ୍ରବାର ସଂଘର୍ଷ ଘଟିବାରୁ ଉଭୟ ପକ୍ଷର ୧୫୨ ଜଣ ଆହତ ହୋଇଛନ୍ତି। ଅଲ୍‌-ଅକ୍‌ସା ମସ୍‌ଜିଦ ପରିସରରେ ରମ୍‌ଜାନ୍‌ ମାସ ଆରମ୍ଭ…

5 years ago

ଅଶ୍ୱତ୍‌ଥ ପତ୍ରରେ ଆକର୍ଷଣୀୟ କଳାକୃତି

କଟକ ଅଫିସ, ୧୬ା୪: କାନ୍‌ଭାସ ପରିବର୍ତ୍ତେ ପତ୍ର, ବାଦାମ, ନଡ଼ିଆ ଆଦିରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଆଙ୍କି ଚର୍ଚ୍ଚାରେ କଟକ ଦରଘାବଜାର ଜେଲ୍‌ରୋଡ଼ ଅଞ୍ଚଳର ଭାଗ୍ୟଶ୍ରୀ ବେହେରା ା…

5 years ago

ଛାତରୁ ପଡ଼ି ନୌସେନା ଯବାନଙ୍କ ମୃତ୍ୟୁ

ଆସିକା,୧୬ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଗୋବରା ପଞ୍ଚାୟତ ବାସୁଦେବପୁର ଗ୍ରାମରେ ଶୁକ୍ରବାର ଘର ଛାତରୁ ପଡି ଜଣେ ନୌସେନା ଯବାନଙ୍କ ମୃତ୍ୟୁ ଘଟିଛି। ସେ…

5 years ago

ଇମ୍ରାନ୍‌ଙ୍କ ଦଳରେ ବିଦ୍ରୋହ: ପିଓକେ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ଇସ୍‌ଲାମାବାଦ,୧୬।୪: ଇମ୍ରାନ୍‌ ଖାନ୍‌ଙ୍କ ପ୍ରଧାନମନ୍ତ୍ରୀ ପଦ ଯିବା ପରେ ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ୍‌ (ପିଟିଆଇ)କୁ ଆଉ ଏକ ଝଟ୍‌କା ଲାଗିଛି। ପାକ୍‌-ଅଧିକୃତ କଶ୍ମୀର (ପିଓକେ) ପ୍ରଧାନମନ୍ତ୍ରୀ ସର୍ଦ୍ଦାର ଅବ୍‌ଦୁଲ…

5 years ago

ଭୁଶୁଡ଼ିଲା କାନଝରୀ ଡ୍ୟାମ୍‌ କେନାଲ ଆଡ଼ିବନ୍ଧ

କେନ୍ଦୁଝର, ୧୬ା୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ରଘୁନାଥପୁର ପଞ୍ଚାୟତର କାଳିଆବେଡ଼ା ଗଁା ନିକଟରେ କାନଝରୀ ଡ୍ୟାମ୍‌ର ୨୫ଫୁଟ୍‌ କେନାଲ ଆଡ଼ିବନ୍ଧ ଭୁଶୁଡି ପଡିଛି। ଫଳରେ ସ୍ଥାନୀୟ…

5 years ago

ଦକ୍ଷିଣ ଆଫ୍ରିକାରେ ବନ୍ୟା: ୩୯୫ ମୃତ

ଡର୍ବାନ୍‌,୧୬।୪: ଦକ୍ଷିଣ ଆଫ୍ରିକାରେ ଏକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଳୟଙ୍କରୀ ବନ୍ୟା ଆଣିଛି। ଲକ୍ଷ ଲକ୍ଷ ଲୋକଙ୍କ ଘରଦ୍ୱାର ଭାସିଯାଇଛି। ବନ୍ୟା ବିତ୍ପାତରେ ୩୯୫ ଜଣଙ୍କ…

5 years ago

ସ୍ବର୍ଣ୍ଣାଦ୍ରି ବିଜେ କଲେ ଶ୍ରୀଲିଙ୍ଗରାଜ

ପୁରୁଣା ଭୁବନେଶ୍ୱର,୧୬ା୪(ଡିଏନ୍‌.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜ ଶୁକ୍ରବାର ସ୍ବର୍ଣ୍ଣାଦ୍ରି ବିଜେ କରିଛନ୍ତି। ଗୁରୁବାର ଶ୍ରୀଜୀଉମାନେ ରଥଖଳାରେ ରଥରେ ରହିଥିଲେ। ପାଞ୍ଚ ଦିନିଆ ରୁକୁଣା ରଥଯାତ୍ରାରେ ଶ୍ରୀଲିଙ୍ଗରାଜ ଭଉଣୀ ରୁକୁଣା…

5 years ago

ପାକିସ୍ତାନ ନ୍ୟାଶନାଲ ଆସେମ୍ଲିର ନୂଆ ସ୍ପିକର ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜା ପରଭେଜ ଅଶରଫ

ଇସଲାମାବାଦ,୧୬ ।୪: ପାକିସ୍ତାନ ପିପୁଲ୍ସ ପାର୍ଟି(ପିପିପି)ର ନେତା ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜା ପରଭେଜ ଅଶରଫଙ୍କୁ ନ୍ୟାଶନାଲ ଆସେମ୍ଲିର ନୂଆ ସ୍ପିକର ନିର୍ବାଚିତ କରାଯାଇଛି ।…

5 years ago

ମାନବ ଚାଲାଣ ର଼୍ୟାକେଟ୍‌ର ପର୍ଦ୍ଦାଫାଶ: ୫ ଗିରଫ

ଝାରସୁଗୁଡ଼ା ଅଫିସ,୧୬ା୪: ଝାରସୁଗୁଡ଼ା ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣ ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ଦୁଇ ମହିଳାଙ୍କ ସମେତ ୫ଜଣଙ୍କୁ ଗିରଫ କରି…

5 years ago

ବଢ଼ୁଛି କୋଭିଡ୍‌ ସଂକ୍ରମଣ

ନୂଆଦିଲ୍ଲୀ,୧୬।୪(ପି.ଟି.): ଭାରତର କେତେକ ସହରରେ କୋଭିଡ୍‌ ସଂକ୍ରମଣ ପୁଣିଥରେ ବଢ଼ିବା ଆରମ୍ଭ କରିଛି। ୯୪୯ ନୂଆ ମାମଲା ସହ ଦେଶରେ ସକ୍ରିୟ ମାମଲା ସଂଖ୍ୟା ୧୧,୧୯୧କୁ ବୃଦ୍ଧି…

5 years ago