Home Left

ଋଜୁରାଜ, ଭେଙ୍କଟଶଙ୍କ ପାଇଁ ବଦଳିପାରେ ଭାରତୀୟ ଦିନିକିଆ ଦଳର କମ୍ବିନେଶନ

ନୂଆଦିଲ୍ଲୀ, ୧୨।୧୨: ଆସନ୍ତାବର୍ଷ ଜାନୁୟାରୀରେ ଭାରତ ଓ ଘରୋଇ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ। ଏଥିଲାଗି ଏବେଠାରୁ ଭାରତୀୟ ଦଳର…

5 years ago

ଦରମା ବଦଳରେ ବାଧ୍ୟତାମୂଳକ ଅବସର

ପାରଳାଖେମୁଣ୍ଡି,୧୨ା୧୨(ଡି.ଏନ୍‌.ଏ.): ଗଜପତି ଜିଲାର ପୂର୍ବତନ ଜିଲା କ୍ରୀଡ଼ା ଅଧିକାରୀ ପ୍ରଭାକର ତ୍ରିପାଠୀଙ୍କ ସମେତ ଅନ୍ୟ ୩ ଜଣ ଭଲିବଲ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର ମିଳିଛି। ନିଜ ପ୍ରାପ୍ୟ…

5 years ago

‘ଭାରତୀୟ କ୍ରିକେଟ ପାଇଁ ଭଲ ନିଷ୍ପତ୍ତି’

ମୁମ୍ବାଇ,୧୨ା୧୨: ଆଗାମୀ ଦକ୍ଷିଣ ଆଫ୍ରିକା ଗସ୍ତ ଲାଗି ଭାରତୀୟ ଟେଷ୍ଟ ଦଳ ଘୋଷଣା କରିବା ଅବସରରେ ରୋହିତ ଶର୍ମାଙ୍କୁ ଟି୨୦ ସହ ଦିନିକିଆ ଦଳର ଅଧିନାୟକ ଘୋଷଣା…

5 years ago

ବନ୍ଧୁକ ଦେଖାଇ ଲୁଟିନେଲେ ବାଇକ ସହ ୭୦ ହଜାର ଟଙ୍କା

ବାଉଁଶୁଣୀ,୧୨ା୧୨(ଡି.ଏନ.ଏ.): ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ବଉଲପୁର ଗ୍ରାମର ଛେଳି ବ୍ୟବସାୟୀ ଜଗନ୍ନାଥ ଜାଲ ଲୁଟ୍‌ର ଶିକାର ହୋଇଛନ୍ତି। ପଲାସାଗୋରା ବଜାରରୁ ସେ ଫେରୁଥିବା ବେଳେ…

5 years ago

ଭାଜପାରେ ସାମିଲ ହେବେ କି ହରଭଜନ ସିଂ: ଚର୍ଚ୍ଚା ଉପରେ ପକାଇଲେ ପୂର୍ଣ୍ଣଚ୍ଛେଦ

ଚଣ୍ଡିଗଡ,୧୨।୧୨: ଗୁଗଲି ବଲ୍‌ରେ ବିଶ୍ୱର ବଡ ବଡ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଥିବା ଭାରତୀୟ ସ୍ପିନର ହରଭଜନ ସିଂ ଭାଜପାରେ ଯୋଗଦେବା ଆଲୋଚନାକୁ ଖଣ୍ଡନ କରିଛନ୍ତି। ସୋସିଆଲ ମିଡିଆରେ…

5 years ago

ସ୍ତ୍ରୀଙ୍କୁ ହେମଦସ୍ତାରେ ଛେଚି ହତ୍ୟା କରିବା ପରେ ବିଷ ପିଇଲେ ସ୍ବାମୀ

କଣ୍ଟାପଡ଼ା,୧୨ା୧୨(ଡି.ଏନ୍‌.ଏ.): ପାରିବାରିକ କଳହକୁ କେନ୍ଦ୍ରକରି ରବିବାର ହେମଦସ୍ତାରେ ଛେଚି ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ବିଷପିଇ ସ୍ବାମୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା କଟକ ଜିଲା ଗୋବିନ୍ଦପୁର…

5 years ago

ବିପିନ ରାୱତଙ୍କ ଶେଷ ବାର୍ତ୍ତା ଭାଇରାଲ୍‌, ସମସ୍ତଙ୍କ ଆଖିରେ ଲୁହ

ନୂଆଦିଲ୍ଲୀ,୧୨।୧୨: ଦେଶର ପ୍ରଥମ ସିଡିଏସ୍‌ ବିପିନ ରାୱତ ହେଲିକପ୍ଟର ଦୁର୍ଘଟଣାରେ ପରଲୋକ ଘଟିଛି। ତେବେ ମୃତ୍ୟର ଦିନକ ପୂର୍ବରୁ ଅର୍ଥାତ୍‌ ୭ ତାରିଖରେ ‘ବିଜୟ ପର୍ବ’ ପାଇଁ…

5 years ago

ଓମିକ୍ରନଙ୍କୁ ନେଇ ବଢୁଛି ଚିନ୍ତା

ନୂଆଦିଲ୍ଲୀ,୧୨ା୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଦେଶରେ ବିଶେଷ ସତର୍କତା ଅବଲମ୍ବନ କରାଯାଉଛି। ଏହା ସତ୍ତ୍ୱେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ପିଟିଆଇ ରିପୋର୍ଟ ଅନୁଯାୟୀ,…

5 years ago

ବିସ୍ଫୋରକ ଶତକ ପରେ ଏମିତି ସେଲିବ୍ରେଟ୍‌ କଲେ ଭେଙ୍କଟଶ

ମୁମ୍ବାଇ,୧୨ା୧୨: ନିକଟରେ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିଥିବା ଅଲରାଉଣ୍ଡର ଭେଙ୍କଟଶ ଆୟର ଚଣ୍ଡିଗଡ଼ ବିପକ୍ଷ ବିଜୟ ହଜାରେ ମ୍ୟାଚ୍‌ରେ ଖେଳିଛନ୍ତି ବିସ୍ଫୋରକ ଶତକୀୟ ପାଳି। ମଧ୍ୟପ୍ରଦେଶ ପକ୍ଷରୁ…

5 years ago

ଜୁମ୍‌ ମିଟିଂରେ ୯୦୦ କର୍ମଚାରୀଙ୍କୁ ଚାକିରିରୁ ବିଦା କରିବା ପରେ ଛୁଟିରେ ଗଲେ ସିଇଓ

ନ୍ୟୁୟର୍କ,୧୨।୧୨: ଆମେରିକାର ବେଟର୍‌ ଡଟ କମର ସିଇଓ ବିଶାଲ ଗର୍ଗ ଛୁଟିରେ ଯାଇଛନ୍ତି। ଜୁମ କଲ ସମୟରେ ୯୦୦ କର୍ମଚାରୀଙ୍କୁ ଚାକିରିରୁ ବିଦା କରିଥିବା ବିଶାଲ ଗର୍ଗଙ୍କୁ…

5 years ago