Home Left

୨୦୦ ଟପିବା ପରେ ବି ଜିତି ପାରିଲା ନାହିଁ ଆର୍‌ସିବି

ମୁମ୍ବାଇ,୨୭।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ୨୦୫ ରନ୍‌ କରିବା ପରେ ବି ବିଜୟ ସାଦ ଚାଖି ପାରି ନାହିଁ। ୨୦୬ ରନ୍‌ର ବିଜୟ ଲକ୍ଷ୍ୟକୁ ପଞ୍ଜାବ…

5 years ago

ଧର୍ମଘଟକୁ ସମର୍ଥନ ଦେଲା ସିପିଆଇଏମ୍‌

ଲହୁଣୀପଡ଼ା,୨୭।୩(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ବ୍ଲକ ଛକସ୍ଥିତ ସିପିଆଇଏମ୍‌ କାର୍ଯ୍ୟାଳୟଠାରେ ରବିବାର ଲହୁଣୀପଡ଼ା ଆଞ୍ଚଳିକ କମିଟି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆଞ୍ଚଳିକ କମିଟି…

5 years ago

ପ୍ରମୋଦ ସାଓ୍ବନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୋଦି

ପଣଜୀ,୨୭।୩: ଭାଜପା ନେତା ପ୍ରମୋଦ ସାଓ୍ବନ୍ତ ସୋମବାର ଦ୍ୱିତୀୟ ଥର ଲାଗି ଗୋଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

5 years ago

ଆଇଆଇସି ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସ୍ତ୍ରୀ

ଗୁଣପୁର/ରାମନାଗୁଡ଼ା,୨୭ା୩(ଡି.ଏନ୍‌.ଏ.): ସର୍ଭିସ ରିଭଲଭରରୁ ଗୁଳି ଫୁଟି ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ୍‌ ଗମାଙ୍ଗଙ୍କ ମୃତ୍ୟୁ ଘଟଣାରେ ଶନିବାର ମୁହଁ ଖୋଲିଛନ୍ତି ସ୍ତ୍ରୀ କିରଣ ମହାନ୍ତି।…

5 years ago

ରାଷ୍ଟ୍ରପତି ପଦ ଗ୍ରହଣ କରିବି ନାହିଁ

ଲକ୍ଷ୍ନୌ,୨୭।୩: ଉତ୍ତରପ୍ରଦେଶରେ ଭାଜପାକୁ ଜିତାଇଦେଲେ ମାୟାବତୀଙ୍କୁ ରାଷ୍ଟ୍ରପତି କରାଯିବ ବୋଲି ଭାଜପା ପକ୍ଷରୁ ମିଥ୍ୟା ପ୍ରଚାର କରାଯାଇଛି। ଏପରି କି ବିଏସ୍‌ପି ସମର୍ଥକମାନଙ୍କୁ ବିଭ୍ରାନ୍ତ କରାଯାଇଛି ବୋଲି…

5 years ago

ପାଓ୍ବରପ୍ଲେରେ ଧୋଇଲେ ମୟଙ୍କ, ଶିଖର

ମୁମ୍ବାଇ,୨୭।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଦ୍ୱାରା ଧାର୍ଯ୍ୟ ୨୦୬ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରୁଥିବା ପଞ୍ଜାବ କିଙ୍ଗ୍ସକୁ ପାଓ୍ବାରପ୍ଲେରେ ବିସ୍ଫୋରକ ଆରମ୍ଭ ଦେଇଛନ୍ତି ଶିଖର…

5 years ago

ଅଳିଆରେ ନିଆଁ ଲଗାଉଥିଲେ ଜଳିଗଲା ଘର

ଧାମନଗର,୨୭।୩(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତ ଖାରିଜକୋରୁଆ ଗ୍ରାମର ସୂର୍ଯ୍ୟମଣି ମିଶ୍ରଙ୍କ ଘରେ ରବିବାର ନିଆଁ ଲାଗି ଯାଇଥିଲା। ଏଥିରେ ୫ ବଖରା…

5 years ago

ଛକା, ଚୌକା ବର୍ଷା କଲେ ଡୁ’ପ୍ଲେସି, କାର୍ତ୍ତିକ

ମୁମ୍ବାଇ,୨୭।୩: ସ୍ଥାନୀୟ ଡି ଓ୍ବାଇ ପାଟିଲ ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ପଞ୍ଜାବ କଙ୍ଗ୍ସ ବିପକ୍ଷ ମ୍ୟାଚ୍‌ରେ ୮୮ ରନ୍‌ର ବିସ୍ଫୋରକ ପାଳି ଖେଳିଛନ୍ତି ନୂଆ ରୟାଲ…

5 years ago

ଘରୁ ଡାକି ଛୁରୀ ଭୁସି ଦେଲେ

ଯୋଡ଼ା,୨୭।୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଗଣେଶ ଭବନଠାରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଛୁରୀ ଭୁସି ହତ୍ୟା କରିଛନ୍ତି। ମୃତକ ହେଲେ ନାଜିମ ଶେଖ(୨୨)। ତାଙ୍କ ଘର…

5 years ago

ରାକେଶ ଟିକାଏତଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୨୭।୩: କୃଷକ ନେତା ରାକେଶ ଟିକାଏତଙ୍କୁ ହତ୍ୟା ଧମକ ମିଳିଛି। ଏନେଇ ସେ ଏକ ମାମଲା ରୁଜୁ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ରବିବାର…

5 years ago