ଓ୍ବାଶିଂଟନ,୩୧।୧୦: ଆମେରିକାର ୧୨ ହଜାର ବାୟୁସେନା କର୍ମଚାରୀଙ୍କୁ ଚାକିରିରୁ ବାହାର କରିବାକୁ ଯୋଜନା ଆରମ୍ଭ ହୋଇଛି। ସମ୍ପୃକ୍ତ କର୍ମଚାରୀମାନେ କରୋନା ଟିକା ନେଇ ନଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ…
ଦିବଂଗତ ଅଭିନେତା ସିଦ୍ଧାର୍ଥ ଶୁକ୍ଲାଙ୍କ ସ୍ମୃତିରେ ଶେହନାଜ ଗିଲଙ୍କ ‘ତୁ ୟହିଂ ହୈ’ ଗୀତ ରିଲିଜ ହୋଇଛି। ଏହି ଗୀତ ଶୁଣିବା ପରେ ସିଦ୍ଧାର୍ଥ ଏବଂ ଶେହନାଜଙ୍କ…
ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଉତ୍ତର ପ୍ରଦେଶର ଲଖିମପୁର ଖେରି ଘଟଣା ପରେ ବିବାଦୀୟ ହୋଇପଡ଼ିଥିବା କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରା ଓଡ଼ିଶା ଗସ୍ତରେ ଆସିଥିଲେ। ତେବେ କଂଗ୍ରେସ ପକ୍ଷରୁ ତାଙ୍କୁ…
ବେଙ୍ଗାଲୁରୁ,୩୧।୧୦: କନ୍ନଡ ଚଳଚ୍ଚିତ୍ରର ସୁପରଷ୍ଟାର ପୁନିତ ରାଜକୁମାରଙ୍କ ରବିବାର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବେଙ୍ଗାଲୁରୁର କାନ୍ତିରଭା ଷ୍ଟୁଡିଓ ନିକଟରେ ପୂରା ରାଜକୀୟ ସମ୍ମାନରେ ଶେଷକୃତ୍ୟ କରାଯାଇଥିଲା। ସଂସ୍କାର…
ମହାକାଳପଡ଼ା,୩୧ା୧୦(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ସୋବଳା ଗାଁରେ ରବିବାର ଏକ ହାତୀକୁ ଦେଖି ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଗତ ୨୮ ତାରିଖରେ ଏହି ହାତୀ କେନ୍ଦ୍ରାପଡ଼ା…
ଦୁବାଇ,୩୧।୧୦: ଟି-୨୦ ବିଶ୍ୱକପ୍ରେ ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖେଳାଯିବ। ଉଭୟ ଦଳ ପ୍ରଥମ ମ୍ୟାଚରେ ପାକିସ୍ତାନ ବିପକ୍ଷରେ ପରାଜୟର ସମ୍ମୁଖୀନ ହୋଇଛନ୍ତି।…
ବାଲେଶ୍ୱର ଅଫିସ,୩୧ା୧୦: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ କୁରୁଡ଼ା ଛକରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କ ମୁଣ୍ଡକୁ ଗୁଳି କରିବା ପରେ…
ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ‘ମୋ ସ୍କୁଲ ଅଭିଯାନ’ର ୨୯ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲରେ…
ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ସଫଳତାର ଆଉଏକ ପାହାଚ ଚଢିଛି କ୍ରୁଟ୍ (କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ)। କେନ୍ଦ୍ର ସରକାରଙ୍କ ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ…
ଭୋପାଳ,୩୧ା୧୦: ଜଣେ ଯୁବତୀ ଅନ୍ୟଜାତିର ଯୁବକଙ୍କୁ ପ୍ରେମ ବିବାହ କରିବାରୁ ଯୁବତୀଙ୍କ ପିତା ଶୁଦ୍ଧିକରଣ ପାଇଁ ନର୍ମଦା ନଦୀରେ ବୁଡ଼ାଇବା ସହ ଲଣ୍ଡା କରିଦେଇଛନ୍ତି। ଏପରି ସମ୍ବେଦନଶୀଳ…