ଅଭିନେତା ସୈଫ୍ ଅଲ୍ଲୀଖାନ ଏବଂ ଅଭିନେତ୍ରୀ କରିନା କପୁର ହେଉଛନ୍ତି ବଲିଉଡର ଲୋକପ୍ରିୟ ଯୋଡି। ୨୦୧୨ ରେ ସୈଫ୍-କରିନା ବିବାହ କରିଥିଲେ। ଉଭୟ ଏକାଠି ଅନେକ ଚଳଚ୍ଚିତ୍ରରେ…
ବେଲପଡା,୨୪ା୧୦(ଡି.ଏନ.ଏ.): ପ୍ରଥମେ ପ୍ରେମ ତା ପରେ ଘର ଲୋକଙ୍କ ସହମତିରେ ବିବାହ ହୋଇଥିଲା। ସାଇପଡିଶା ଓ ବନ୍ଧୁ ବାନ୍ଧବଙ୍କୁ ଭୋଜିଭାତ ବି ଦିଆଯାଇଥିଲା। କିଛିଦିନ ଠିକ୍ଠାକ ଚାଲିଲା…
ସିଙ୍ଗାପୁର,୨୪।୧୦: ଅକ୍ଟୋବର ୨୬ରୁ ଭାରତୀୟମାନେ ସିଙ୍ଗାପୁର ଯାଇପାରିବେ। ସିଙ୍ଗାପୁରର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଏହି ସୂଚନା ଦିଆଯାଇଛି। କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ସିଙ୍ଗାପୁର ବିଦେଶୀଙ୍କ…
ଲକ୍ଷ୍ନୌ,୨୪ ।୧୦: ଲଖିମପୁର ଖେରି ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ର ପୋଲିସ ରିମାଣ୍ଡରରେ ଥିବା ବେଳେ ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡି ଯାଇଥିବା ସୂଚନା ମିଳିଛି…
ଲକ୍ଷ୍ନୌ,୨୪।୧୦: ନଭେମ୍ବର ଶେଷ ସୁଦ୍ଧା ଉତ୍ତରପ୍ରଦେଶ ସରକାର ଯୁବପିଢ଼ିଙ୍କୁ ମାଗଣାରେ ଟାବଲେଟ୍ ଓ ସ୍ମାର୍ଟଫୋନ ବାଣ୍ଟିବେ। ଶନିବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘୋଷଣା କରିଛନ୍ତି। ସୁଲତାନପୁରଠାରେ…
ଟିକିରି,୨୩ା୧୦(ଡି.ଏନ୍.ଏ.): ଭୁଲ୍ ଔଷଧ ଦେବାରୁ ୧୪ ମାସର ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଥିପାଇଁ ଏଏନ୍ଏମ୍ କର୍ମୀଙ୍କ ଦାୟିତ୍ୱହୀନତାକୁ ଦାୟୀ କରାଯାଇଛି। ରାୟଗଡ଼ା ଜିଲା କାଶୀପୁର…
ଲାଗୋସ୍,୨୩ା୧୦: ଦକ୍ଷିଣ-ପଶ୍ଚିମ ନାଇଜେରିଆର ଏକ ଜେଲରେ ବନ୍ଧୁକଧାରୀମାନେ ଆକ୍ରମଣ କରି ପ୍ରାୟ ୫୭୫ କଏଦୀଙ୍କୁ ମୁକୁଳାଇ ନେଇଛନ୍ତି। ଏ ନେଇ ଶନିବାର ସ୍ଥାନୀୟ ଅଧିକାରୀ ସୂଚନା ଦେଇଛନ୍ତି।…
ଜୟପୁର, ୨୩।୧୦: ରାଜସ୍ଥାନରେ ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ମାମଲାର ବିଚାର ୨୪ ଦିନ ମଧ୍ୟରେ ଶେଷ ହୋଇଛି। ସ୍ବତନ୍ତ୍ର କୋର୍ଟ ମାମଲାର…
ବ୍ରହ୍ମପୁର ଅଫିସ,୨୩ା୧୦: ବ୍ରହ୍ମପୁର ଆଇଟିଆଇ ଜାତୀୟସ୍ତରୀୟ ଦକ୍ଷତାଭିତ୍ତିକ ପ୍ରତିଯୋଗିତାରେ ସଫଳତା ହାସଲ କରିଛି। ଗତ ୨୦ରୁ ୨୩ ତାରିଖ ଯାଏ ବିହାର ପାଟନାଠାରେ ଏହି ପ୍ରତିଯୋଗିତା ହୋଇଥିଲା।…
ଦୁବାଇ,୨୩।୧୦: ୨୦୧୬ରେ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ୍ ଜିତିଥିବା ଓ୍ବେଷ୍ଟଇଣ୍ଡିଜକୁ ପ୍ରଥମ ମ୍ୟାଚ୍ରେ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଚଳିତ ବିଶ୍ୱକପ୍ର ପ୍ରଥମ ମ୍ୟାଚ୍ରେ…