Home Left

ରାଜଧାନୀରେ ମାତିଛନ୍ତି ଚୋର ଗ୍ୟାଙ୍ଗ୍‌: ବାଲ୍‌କୋନି କବାଟ ଭାଙ୍ଗି ନେଇଗଲେ ୨୦ଲକ୍ଷ ଟଙ୍କାର ଗହଣା

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ଅସୁରକ୍ଷିତ ହୋଇପଡୁଛି ରାଜଧାନୀ ରାତି। ଅନ୍ଧାର ବଢ଼ିବାମାତ୍ରେ ଗଳିକନ୍ଦିରୁ ରାଜରାସ୍ତା ସବୁଠି ଅପରାଧୀଙ୍କ ରାଜ୍‌ ଚାଲୁଛି। ଲୋକେ ଶୋଇଯିବା ପରେ କମିଶନରେଟ ପୋଲିସ ବି ଶୋଇଯାଉଛି।…

5 years ago

ଯୁବରାଜ ସିଂ ଗିରଫ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୧୦: ସୋସିଆଲ ମିଡିଆରେ ଅନୁସୂଚିତ ଜାତି ବିରୋଧରେ ମନ୍ତବ୍ୟ ଦେଇଥିବାରୁ ହାନସି ପୋଲିସ କ୍ରିକେଟର ଯୁବରାଜ ସିଂଙ୍କୁ ଗିରଫ କରିଛି। ଏହି ଗିରଫ ୨୦୨୦ର ଏକ ମାମଲାରେ…

5 years ago

ଆଜି ହୋଇପାରେ ପ୍ରଶାନ୍ତଙ୍କ ଜାମିନ ଶୁଣାଣି

ଖୋର୍ଦ୍ଧା ଅଫିସ,୧୮ା୧୦: ବାଲୁଗାଁ ଭାଜପା ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଜାତିଆଣ ଆକ୍ଷେପ ସହ ଆକ୍ରମଣ ମାମଲାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନର ଶୁଣାଣି…

5 years ago

ଆଜି ରାଜ୍ୟରୁ ୩୪୦ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୦ ଶିଶୁ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୩୪୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୫,୪୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

5 years ago

ଆଜି ଦେଶବ୍ୟାପୀ ରେଳରୋକୋ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ସୋମବାର ସାରାଦେଶରେ ୬ ଘଣ୍ଟିଆ ରେଳରୋକୋ ହେବ। ପୂର୍ବାହ୍ନ ୧୦ରୁ ରେଳରୋକୋ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ…

5 years ago

ଏକାଦଶ ଶ୍ରେଣୀ ପାଇଁ ଗାଇଡ୍‌ଲାଇନ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ଏକାଦଶ ଶ୍ରେଣୀ ଖୋଲିବ। ଏଥିପାଇଁ ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଏ…

5 years ago

ବାଂଲାଦେଶରେ ମନ୍ଦିର ଭଙ୍ଗାରୁଜା ଜାରି

ଢାକା, ୧୮।୧୦: ବାଂଲାଦେଶରେ ଦୁର୍ଗାପୂଜା ବେଳେ ଇସ୍‌ଲାମ ଧର୍ମ ପ୍ରତି ଅସମ୍ମାନ କରାଯାଇଥିବା ବାର୍ତ୍ତା ପ୍ରଚାର ହେବାରୁ ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ସହ ମନ୍ଦିର…

5 years ago

ଦୋଛକିରେ ପିଲାଙ୍କ ସ୍ବାସ୍ଥ୍ୟ, ଭବିଷ୍ୟତ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୧ ତାରିଖରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ଖୋଲିବାକୁ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଏଥିସହ ଏସ୍‌ଓପି ମଧ୍ୟ ଜାରି ହୋଇଛି।…

5 years ago

କୋଇଲାରୁ କେମିତି ବିଦ୍ୟୁତ୍‌ ଉତ୍ପାଦନ ହୁଏ ଜାଣନ୍ତି କି

ବର୍ତ୍ତମାନ ସମଗ୍ର ବିଶ୍ୱରେ କୋଇଲା ଅଭାବ ପରିଲକ୍ଷିତ ହୋଇଛି। ଏହାର ପ୍ରଭାବ ଭାରତରେ ମଧ୍ୟ ଦେଖାଯାଉଛି। ଦେଶର ଅନେକ ବିଦ୍ୟୁତ୍‌ ଉତ୍ପାଦନ କେନ୍ଦ୍ରରେ ମାତ୍ର ଅଳ୍ପ ଦିନ…

5 years ago

କରନ୍‌ ଜୋହରଙ୍କ ଏହି ଫିଲ୍ମକୁ ଦେଖି ରାଗିଯାଇଥିଲେ ଶବାନା, ଫୋନ୍‌ କରି ବର୍ଷିଲେ

ଏକ ସମୟ ଥିଲା, ଯେତେବେଳେ କରନ୍‌ ଜୋହରଙ୍କ ଫିଲ୍ମ ବକ୍ସ ଅଫିସରେ୍‌ ହିଟ୍‌ ହେଉଥିଲା। ଶାହରୁଖ ଖାନ ଏବଂ କାଜଲଙ୍କ ଯୋଡି ପ୍ରାୟତଃ ତାଙ୍କ ଚଳଚ୍ଚିତ୍ରରେ ଦେଖିବାକୁ…

5 years ago