Home Left

ବିଦ୍ୟାଭାରତୀଙ୍କ ନାମରେ ୩୦୦ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ, ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୯।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍‌ ସୋମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ ନୂଆ ମୋଡ ନେଉଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ସ୍ତ୍ରୀ ଦିବ୍ୟାଭାରତୀଙ୍କ ବିରୋଧରେ…

5 years ago

ଶାହାରୁଖଙ୍କୁ ବଡ ଝଟ୍‌କା

ମୁମ୍ବାଇ,୯ ।୧୦: କ୍ରୁଜ ଶିପରେ ଡ୍ରଗ୍ସ ପାର୍ଟି କରିବା ଅଭିଯୋଗରେ ଆର୍ଯ୍ୟନ ଖାଁ ଗିରଫ ହୋଇଛନ୍ତି । ଏହାପରେ କିନ୍ତୁ ତାଙ୍କ ପିତାଙ୍କ ସମସ୍ୟା ବଢି ଯାଇଛି…

5 years ago

ଶ୍ରମିକଙ୍କ ମୁଣ୍ଡରେ ପଡ଼ିଲା ୭୦ କେଜିର କଦଳୀ କାନ୍ଧି, ମାଲିକଙ୍କୁ ଦେବାକୁ ପଡ଼ିଲା ଏତିକି କୋଟି ଟଙ୍କା, ଜାଣିଲେ…

କାନବେରା,୯ା୧୦: ଏକ କଦଳୀ କ୍ଷେତରେ କାମ କରୁଥିବା ଜଣେ ଶ୍ରମିକଙ୍କ ମୁଣ୍ଡରେ କଦଳୀ କାନ୍ଧିଟି ଖସି ପଡ଼ିଯିବାରୁ ମାଲିକଙ୍କୁ ବିପୁଳ ପରିମାଣର ଅର୍ଥ ଜରିମାନା ଆକାରରେ ଦେବାକୁ…

5 years ago

ସତ ମାନିଲେ ଆର୍ୟନ୍‌, ଜୋତା ଭିତରୁ ବାହାରିଥିଲା ଡ୍ରଗ୍ସ ପ୍ୟାକେଟ୍‌

ମୁମ୍ବାଇ: ଅଭିନେତା ଶାହାରୁଖ ଖାନଙ୍କ ପୁଅ ଆର୍ୟନ୍‌ ଶେଷରେ ସତ ମାନିଛନ୍ତି। ଏନ୍‌ସିବି ଆଗରେ ଚରସ ସେବନ କରୁଥିବା ନେଇ ସେ ନିଜେ ସ୍ବୀକାର କରିଛନ୍ତି। କ୍ରୁଜ…

5 years ago

ରେଷ୍ଟୁରାଣ୍ଟରେ କଫି ମାଗିଲେ ମହିଳା, ୫ ମିନିଟ୍‌ ବିଳମ୍ବ ହେବାରୁ ରାଗରେ କଲେ ଏମିତି

ଓ୍ବାଶିଂଟନ,୯ା୧୦: ଆମେରିକାର ଏକ ରେଷ୍ଟୁରାଣ୍ଟକୁ ଜଣେ ମହିଳା କଫି ପିଇବାକୁ ଯାଇଥିଲେ। କଫି ତିଆରିରେ ବିଳମ୍ବ ହେବାରୁ ମହିଳା ଜଣଙ୍କ ରାଗି କି ରେଷ୍ଟୁରାଣ୍ଟ ଭିତରେ ଅଜବ…

5 years ago

ଦୁର୍ଗାପୂଜା ପାଇଁ ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିଲା ମଦ, ଅଧା ରାସ୍ତାରେ ବାନ୍ଧିଲା ପୋଲିସ

ବାଲେଶ୍ୱର ଅଫିସ,୯।୧୦: ୫୭ ନଂ ରାଜ୍ୟ ରାଜପଥ ବାଲେଶ୍ୱର ଜିଲା ବାଟଗ୍ରାମଠାରେ ଚଢ଼ାଉ କରାଯାଇ ଆନୁମାନିକ ୧୦ ଲକ୍ଷ ଟଙ୍କାର ମଦ ଜବତ କରାଯାଇଛି। ଦୁର୍ଗାପୂଜା ପାଇଁ…

5 years ago

ଆଗାମୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସମ୍ଭାବନା

ଭୁବନେଶ୍ୱର,୯।୧୦(ବ୍ୟୁରୋ): ଭିଜିବ ଦଶହରା। ଉତ୍ତର ଆଣ୍ଡାମାନ ସାଗର ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ରପତ୍ତନଠାରୁ ୩.୧ରୁ ୫.୮ କିମି ମଧ୍ୟରେ ସକ୍ରିୟ…

5 years ago

ବିବାହ ମଣ୍ଡପକୁ ରିକ୍ସାରେ ଆସିଲେ ବରକନ୍ୟା, ଭାଇରାଲ ହେଉଛି ଭିଡିଓ

ସମସ୍ତେ ନିଜ ନିଜ ବିବାହ ଦିନଟିକୁ ସ୍ବତନ୍ତ୍ର କରିବାକୁ ଚାହିଁଥାନ୍ତି। ଏଥିପାଇଁ କିଏ କେତେ କ’ଣ ବ୍ୟବସ୍ଥା କରିଥାନ୍ତି। କିଏ ଘୋଡ଼ା ଗାଡ଼ି ଚଢ଼ି ଆସନ୍ତି ତ…

5 years ago

ମତଦାନ ପୂର୍ବରୁ ସର୍ଭେ ଉପରେ ଲାଗୁ ରୋକ, ନିର୍ବାଚନ କମିଶନଙ୍କୁ ଚିଠି ଲେଖିବେ ମାୟାବତୀ…

ଲକ୍ଷ୍ନୌ,୯।୧୦: ଆସନ୍ତା ୨୦୨୨ ବର୍ଷ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ କେତେକ ଗଣମାଧ୍ୟମ ସଂସ୍ଥା ଦ୍ୱାରା କରାଯାଇଥିବା ଜନମତ ସର୍ଭେକୁ ବହୁଜନ ସମାଜବାଦୀ…

5 years ago

ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା। ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୨୪୨କୃ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ…

5 years ago