Home Left

ହସ୍ପିଟାଲରେ ଭର୍ତ୍ତି ହେବା ପାଇଁ କୋଭିଡ୍‌ ଟେଷ୍ଟ ଆବଶ୍ୟକ ନାହିଁ

ଭୁବନେଶ୍ୱର, ୧୫।୨(ବ୍ୟୁରୋ):ରାଜ୍ୟରେ ଏଣିକି ହସ୍ପିଟାଲରେ ଭର୍ତ୍ତି ହେବା ପୂର୍ବରୁ କୋଭିଡ୍‌ ଟେଷ୍ଟର ଆବଶ୍ୟକତା ନାହିଁ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମସ୍ତ…

5 years ago

ସରିଲା ପ୍ରଥମ ପର୍ଯ୍ୟାୟ ପ୍ରଚାର

ଭୁବନେଶ୍ୱର,୧୫ା୨(ବ୍ୟୁରୋ):ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଆସନ୍ତା ୧୬ ତାରିଖ ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ମତଦାନ…

5 years ago

ହିଜାବ ବିବାଦ ମଧ୍ୟରେ ବୁଧବାରରୁ ଖୋଲିବ କଲେଜ-ବିଶ୍ୱବିଦ୍ୟାଳୟ

ବେଙ୍ଗାଲୁରୁ,୧୪।୨: କର୍ନାଟକରେ ହିଜାବ ବିବାଦ ମଧ୍ୟରେ କଲେଜ ଓ ବିଶ୍ୱବିଦ୍ୟାଳୟକୁ ପୁଣି ଥରେ ଖୋଲିବା ପାଇଁ ରାଜ୍ୟ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ପ୍ରାଥମିକ…

5 years ago

ସନ୍ଧ୍ୟା ୬ଟା ସୁଦ୍ଧା ୟୁପିରେ ୬୨%, ଗୋଆରେ ୭୮%, ଉତ୍ତରାଖଣ୍ଡରେ ୬୨ପ୍ରତିଶତରୁ ଉର୍ଦ୍ଧ୍ୱ ମତଦାନ କରିଛନ୍ତି ଭୋଟର

ଲକ୍ଷ୍ନୌ/ପଣାଜି/ଡେରାଡୁନ,୧୪।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୫୫ଟି ଆସନ ଓ ଉତ୍ତରାଖଣ୍ଡ-ଗୋଆର ସମସ୍ତ ଆସନ ପାଇଁ ସୋମବାର ମତଦାନ ଅନୁଷ୍ଠିତ ହୋଇଥିଲା। ଗୋଆରେ ୭୦ଟି ବିଧାନସଭା…

5 years ago

ନକଲି ଭୋଟ ଦେଉଥିବା ୬ଜଣଙ୍କୁ ଗିରଫ କଲା ପୋଲିସ: ଏଥିରେ ୪ମହିଳା ସାମିଲ

ଲକ୍ଷ୍ନୌ,୧୪।୨: ଉତ୍ତରପ୍ରଦେଶରେ ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ୯ଟି ଜିଲାର ୫୫ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ କରାଯାଇଛି। ଏହିକ୍ରମରେ ରାମପୁର ଜିଲାରେ ମଧ୍ୟ ମତଦାନ ହୋଇଥିଲା।…

5 years ago

ଓଲଟି ପଡ଼ିଲା ପେଟ୍ରୋଲ ବୋଝେଇ ଟ୍ୟାଙ୍କର, ବୋହିନେଲେ ଲୋକେ

ଖୋର୍ଦ୍ଧା ଅଫିସ,୧୪।୨: ଖୋର୍ଦ୍ଧା ଜିଲା ବାଲୁଗାଁ-ବାଣପୁର ଓଭରବ୍ରିଜ୍‌ ନିକଟ ଅଲାଇଡିହ ଛକ ନିକଟରେ ପେଟ୍ରୋଲ ବୋଝେଇ ଟ୍ୟାଙ୍କର ଓଲଟି ପଡିଛି। ପାରାଦୀପରୁ ଛତ୍ରପୁର ଅଭିମୁଖେ ଯାଉଥିଲା ବେଳେ…

5 years ago

ବାଲିଗୁଡା ବିଧାୟକଙ୍କ ଗାଁରେ ଭୋଟ ବର୍ଜନ ଚେତାବନୀ

ବାଲିଗୁଡା,୧୪।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ସାଇନପଡା ଗ୍ରାମ ପଞ୍ଚାୟତର ୬ୱାର୍ଡବାସୀ ତଥା ବିଧାୟକଙ୍କ ଗାଁରେ ଭୋଟ ବର୍ଜନ ପାଇଁ ଚେତାବନୀ ଦିଆଯାଇଛି।…

5 years ago

ନାଟକର ଶେଷ ଗୀତ ପାଲଟିଲା ଜୀବନର ଶେଷ ଗୀତ: ଗୀତ ଗାଇବା ବେଳେ ଟଳିପଡିଲେ ଗାୟକ

ଉଦଳା, ୧୪ା୨(ଡି.ଏନ.ଏ.):‘ବରଷା ରାତିକୁ ଭରସା ନାହିଁ’ ନାଟକର ଟାଇଟଲ ଗୀତ ଗାଉଥିଲେ ଗାୟକ। କିନ୍ତୁ ଏହି ଗୀତ ପାଲଟିଗଲା ତାଙ୍କ ଜୀବନର ଶେଷ ଗୀତ। ଗୀତ ଗାଉଥିବା…

5 years ago

ଏହି ଅଭିନେତାଙ୍କୁ ଡରୁଛନ୍ତି ଆନନ୍ଦ ମହିନ୍ଦ୍ରା, ଭିଡିଓ ଦେଖିଲେ

ସୋସିଆଲ ମିଡିଆରେ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏହା ଦେଖିବାକୁ ମିଳେ ଯେ, ବଲିଉଡ…

5 years ago

୧୨୭ ଛାତ୍ରୀଛାତ୍ର ନେଲେ କୋଭିଡ ଟିକା

ହିଞ୍ଜିଳିକାଟୁ,୧୪।୨(ଡି.ଏନ୍‌.ଏ): କରୋନା ମହାମାରୀ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ର଼ଖି ଗତ ୨ବର୍ଷ ହେଲା ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିଥିଲା। ତେବେ କରୋନା…

5 years ago