Home Left

ଓମ ବିରଲାଙ୍କ କାର୍ଯ୍ୟକାଳ ମଧ୍ୟରେ ରେକର୍ଡ: ତୃତୀୟ ଥର ଲାଗି ପ୍ରଶ୍ନକାଳ ମଧ୍ୟରେ ସମସ୍ତ ୨୦ ପ୍ରଶ୍ନର ହେଲା ସମାଧାନ

ନୂଆଦିଲ୍ଲୀ,୧୧ ।୨: ଲୋକ ସଭାରେ ତୃତୀୟ ଥର ଲାଗି ପ୍ରଶ୍ନକାଳ ସମୟରେ ଗୋଟିଏ ଦିନରେ ସମସ୍ତ ୨୦ ପ୍ରଶ୍ନର ସମାଧାନ ହୋଇଛି, ଯାହା ଏକ ରେକର୍ଡ ।…

5 years ago

ଆଉ ଲକ୍ଷେ ସୈନ୍ୟ ପଠାଇଲା ରୁଷିଆ

ଓ୍ବାଶିଂଟନ୍‌/କ୍ୱିଭ୍‌, ୧୧ା୨:ୟୁକ୍ରେନ ସୀମା ନିକଟରେ ରୁଷିଆ ପୂୂର୍ବରୁ ଲକ୍ଷାଧିକ ସୈନ୍ୟ ମୁତୟନ କରି ଯୁଦ୍ଧ ସ୍ଥିତି ଉପୁଜାଇଥିବାବେଳେ ଏବେ ଉତ୍ତର ସୀମାକୁ ଆଉ ଲକ୍ଷେ ସୈନ୍ୟ ପଠାଇଥିବା…

5 years ago

ପରିବାର କୋର୍ଟରେ ହାଜର ହେଲେ ସୁମିତ

ବ୍ରହ୍ମପୁର ଅଫିସ,୧୧ା୨: ଡା.ସୁମିତ ସାହୁ ଓ ତପସ୍ବିନୀ ଦାଶ ମାମଲାକୁ ନେଇ ରୁଜୁ ହୋଇଥିବା ଛାଡ଼ପତ୍ର ଆବେଦନର ଉଭୟପକ୍ଷ କାଉନ୍‌ସେଲିଂ ପାଇଁ ଗୁରୁବାର ଦିନ ଧାର୍ଯ୍ୟ ହୋଇଥିଲା।…

5 years ago

ଗଣତାନ୍ତ୍ରିକ ସୂଚକାଙ୍କ:୪୬ତମ ସ୍ଥାନରେ ଭାରତ

ଲଣ୍ଡନ,୧୧।୨:ଇଆଇୟୁ (ଇକୋନୋମିଷ୍ଟ ଇଣ୍ଟେଲିଜେନ୍ସ ୟୁନିଟ) ଦ୍ୱାରା ପ୍ରସ୍ତୁତ ୨୦୨୧ ଗଣତନ୍ତ୍ର ସୂଚକାଙ୍କରେ ଭାରତର ଗଣତାନ୍ତ୍ରିକ ସ୍କୋର ହ୍ରାସ ପାଇଛି। ହିନ୍ଦୁ ଜାତୀୟତାବାଦୀଙ୍କ ଦ୍ୱାରା ସଂଖ୍ୟାଲଘୁଙ୍କ ବିରୋଧରେ ହେଉଥିବା…

5 years ago

୧୦ ଲକ୍ଷ ଲୋକରେ ୨୧ ବିଚାରପତି

ନୂଆଦିଲ୍ଲୀ,୧୧।୨(ପି.ଟି.):ଭାରତରେ ପ୍ରତି ୧୦ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୨୧ ଜଣ ବିଚାରପତି ରହିଛନ୍ତି। ଗୁରୁବାର ରାଜ୍ୟ ସଭାରେ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏକ…

5 years ago

ଚର୍ଚ୍ଚରେ ଶିଶୁଙ୍କୁ ଯୌନ ଶୋଷଣ

ଲିସ୍‌ବନ୍‌, ୧୧ା୨:ପର୍ତ୍ତୁଗିଜ୍‌ କ୍ୟାଥୋଲିକ୍‌ ଚର୍ଚ୍ଚରେ ଶିଶୁଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ନେଇ ଖବର ପ୍ରକାଶ ପାଇ ଆସୁଥିବାବେଳେ ଏହା ଉପରେ ଅଧ୍ୟୟନ କରୁଥିବା ଏକ ସ୍ବାଧୀନ କମିଟି…

5 years ago

କ୍ରିପ୍ଟୋକରେନ୍ସି ଆର୍ଥିକ ସ୍ଥିରତା ପ୍ରତି ବିପଦ

ମୁମ୍ବାଇ,୧୧।୨:ମୁଦ୍ରାନୀତି ଘୋଷଣା ଅବସରରେ ଆର୍‌ବିଆଇ ଗଭର୍ନର କ୍ରିପ୍ଟୋକରେନ୍ସି ନିବେଶକମାନଙ୍କୁ ସତର୍କ କରାଇ ଦେଇଛନ୍ତି। ଏହି ଡିଜିଟାଲ ମୁଦ୍ରାରେ ପୁଞ୍ଜି ଲଗାଉଥିବା ବ୍ୟକ୍ତି ମନେରଖିବା ଉଚିତ ଯେ, ସେମାନେ…

5 years ago

ପ୍ରମିଜ୍‌ ଡେ’: ଆଜି ପ୍ରେମୀଯୁଗଳ କରିବେ ପ୍ରତିଜ୍ଞା

ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମସପ୍ତାହ। ପ୍ରେମୀଯୁଗଳ ଏହି ସପ୍ତାହରେ ଅସୁମାରୀ ସ୍ବପ୍ନ ଦେଖିଥାନ୍ତି। ନିଜର ସାଥୀ ସହ ପ୍ରତି ମୁହୂର୍ତ୍ତକୁ କେମିତି ସ୍ପେଶାଲ ବା…

5 years ago

‘ନ୍ୟାୟ ଆଶା ନାହିଁ’

ଲକ୍ଷ୍ନୌ,୧୦।୨: ଲଖିମପୁର ଖେରି ଚାଷୀ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ୪ ମାସ ପରେ ଜାମିନ ମିଳିଛି। ଆଲାହାବାଦ୍‌…

5 years ago

ପ୍ରଥମ ସିରିଜ୍‌ରେ ଧୋନୀ, କୋହଲିଙ୍କ ତାଲିକାରେ ସ୍ଥାନ ପାଇପାରନ୍ତି ରୋହିତ

ଅହମ୍ମଦାବାଦ,୧୦।୨: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ କ୍ଲିନ ସୁଇପ୍‌ ଲକ୍ଷ୍ୟ…

5 years ago