Home Left

ଦ୍ୱିତୀୟ ଦିନରେ ୬୦୩ ପ୍ରାର୍ଥୀଙ୍କ ନାମାଙ୍କନ

ଖୋର୍ଦ୍ଧା ଅଫିସ,୧୯।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ଜାରି ରହିଛି। ମଙ୍ଗଳବାର ନାମାଙ୍କନ ଦାଖଲର ଦ୍ୱିତୀୟ ଦିନରେ ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ଏବଂ…

5 years ago

କୋକୋକୁ ନେଲା ବନ ବିଭାଗ

କଟକ ଅଫିସ, ୧୯।୧: ଆଇନ ଓ ନିୟମ ମଧ୍ୟରେ ଫିକା ପଡିଛି ସମ୍ପର୍କ। ଚର୍ଚ୍ଚିତ ଶୁଆ କୋକୋ ନିଜ ମାଲିକ ପ୍ରଫେସର ସସ୍ମିତା ବେହେରାଙ୍କଠାରୁ ସବୁଦିନ ପାଇଁ…

5 years ago

ସଂଶୟ ଦୂର ପାଇଁ ଖରାଛୁଟିରେ ସ୍ଵତନ୍ତ୍ର କ୍ଲାସ୍‌

ଭୁବନେଶ୍ୱର, ୧୯।୧(ବ୍ୟୁରୋ): ଏଥର ଖରାଛୁଟିରେ ଛାତ୍ରୀଛାତ୍ରଙ୍କର ଡାଉଟ୍‌ କ୍ଲିୟର (ସଂଶୟ ଦୂର) କ୍ଲାସ୍‌ କରାଯିବ। କରୋନା ସ୍ଥିତିରେ ସୁଧାର ଆସିଥିଲେ ଅଫ୍‌ଲାଇନ୍‌ ନଚେତ୍‌ ଅନ୍‌ଲାଇନ୍‌ରେ ଡାଉଟ୍‌ କ୍ଲିୟର…

5 years ago

କେନ୍ଦ୍ର ସରକାରଙ୍କ ପୋଷ୍ଟର, ବ୍ୟାନର ହଟାଯାଉ: ବିଜେଡି

ଭୁବନେଶ୍ୱର,୧୯।୧(ବ୍ୟୁରୋ): ପେଟ୍ରୋଲ ପମ୍ପ, ଜାତୀୟ ରାଜପଥ କଡ଼, ରେଳ ଷ୍ଟେଶନ, ବିମାନବନ୍ଦର ସମେତ ବିଭିନ୍ନ କେନ୍ଦ୍ରୀୟ ପ୍ରତିଷ୍ଠାନରେ ଲାଗିଥିବା କେନ୍ଦ୍ର ସରକାରଙ୍କ ପୋଷ୍ଟର ବ୍ୟାନରକୁ ହଟାଇବାକୁ ବିଜେଡି…

5 years ago

ବିମାନ ଚଳାଚଳକୁ ୫ଜି ବିପଦ

ଓ୍ବାଶିଂଟନ,୧୯।୧: ଟେଲିକମ୍‌ କମ୍ପାନୀ ଏଟିଆଣ୍ଡଟି ଏବଂ ଭେରିଜନ୍‌ ପକ୍ଷରୁ ଖୁବ୍‌ଶୀଘ୍ର ନୂଆ ୫ଜି ସେବା ଆରମ୍ଭ ହେବାକୁ ଥିବାବେଳେ ବିମାନ ଚଳାଚଳ କ୍ଷେତ୍ରରେ ଏହା ବଡ଼ ସଙ୍କଟ…

5 years ago

ମା’ଙ୍କୁ ମାରି ଜାଳି ଦେଲେ ପୁଅ

ଭୁବନେଶ୍ୱର,୧୯।୧(ବ୍ୟୁରୋ):  ରାଜଧାନୀରେ ଘଟିଛି ଆଉ ଏକ ହତ୍ୟାକାଣ୍ଡ। ଏଠି ଅପରାଧୀ କୌଣସି ବାହାର ଶତ୍ରୁ ନୁହେଁ, ବରଂ ନିଜ ପୁଅ। ସାମାନ୍ୟ କିଛି ଟଙ୍କା ନ ଦେବାରୁ…

5 years ago

ଲିଜ୍‌ଧାରୀଙ୍କୁ ୧୦ କୋଟି ଜରିମାନା

ଯାଜପୁର ଅଫିସ,୧୯।୧: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବହୁଚର୍ଚ୍ଚିତ ଆରୁହା ପାହାଡ଼ରୁ କଳାପଥର ଲୁଟ୍‌ ଓ ଜାଲିଆତି ଅଭିଯୋଗର ଲୋକାୟୁକ୍ତ ମାମଲା ଭିନ୍ନମୋଡ ନେଇଛି। ଏହି…

5 years ago

କ୍ଷତିପୂରକ ଜଙ୍ଗଲ ପାଇଁ ଲ୍ୟାଣ୍ଡ ବ୍ୟାଙ୍କ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଶିଳ୍ପ, ରାସ୍ତାଘାଟ ନିର୍ମାଣ, ଜଳସେଚନ, ଆବାସିକ ସ୍ଥଳ ପାଇଁ ରାଜ୍ୟରେ ବହୁ ପରିମାଣରେ ବୃକ୍ଷକୁ ବଳି ଦେବାକୁ ପଡୁଛି। ଏଥିଯୋଗୁ ଜଙ୍ଗଲ କ୍ରମଶଃ ଧ୍ୱଂସହୋଇ ଯାଉଛି।…

5 years ago

ଓଡ଼ିଶାରେ କ୍ଷୁଧାମୃତ୍ୟୁ ନାହିଁ

ନୂଆଦିଲ୍ଲୀ,୧୮।୧: ଓଡ଼ିଶାରେ କେହି ଜଣେ ହେଲେ କ୍ଷୁଧାରେ ପ୍ରାଣ ହରାଇ ନ ଥିବା ରାଜ୍ୟ ସରକାର ମଙ୍ଗଳବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ତେବେ ରାଜ୍ୟର ସମସ୍ତ ଜିଲାରୁ ୫…

5 years ago

ଖବରଦାତା ଜୟଗୋପାଳଙ୍କ ପରଲୋକ

ବଇଣ୍ଡା,୧୯।୧ (ଡି.ଏନ.ଏ.): ‘ଧରିତ୍ରୀ’ର ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଖବରଦାତା ଜୟଗୋପାଳ ଷଡ଼ଙ୍ଗୀ (୫୯)ଙ୍କ ମଙ୍ଗଳବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ସକାଳେ ଦେହ ଅସୁସ୍ଥ ଲାଗିବାରୁ ପରିବାର…

5 years ago