ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୫୬୨ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର…
ଲଣ୍ଡନ,୨୫।୮: ଆଫଗାନିସ୍ତାନ କ୍ରିକେଟର୍ ରସିଦ ଖାନଙ୍କ ଚମତ୍କାର ବ୍ୟାଟିଂ ହେତୁ ସସେକ୍ସ ଦଳ ୨୦୧୮ପରେ ଟି -୨୦ ବ୍ଲାଷ୍ଟରେ ପ୍ରଥମଥର ସେମିଫାଇନାଲରେ ପ୍ରବେଶ କରିବାରେ ସଫଳ ହୋଇଛି।…
ଦୁବାଇ,୨୫।୮: ୨୦୨୦ରେ ୟୁଏଇରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଚମ ଥର ପାଇଁ ଆଇପିଏଲ୍ ଚାମ୍ପିୟନ ହୋଇଥିଲା। ଚଳିତ ୨୦୨୧ ସିଜିନର ପ୍ରଥମ ପର୍ଯ୍ୟାୟ ମ୍ୟାଚ୍ ଭାରତରେ ଖେଳାଯାଇଥିବା ବେଳେ…
ବମ୍ବେ: ‘କୌନ ବନେଗା କରୋଡପତି’ ଦେଶର ସବୁଠାରୁ ବଡ ରିଆଲିଟି ଶୋ’। ଏଥିରେ ଭାଗନେଇ ଅନେକ ରାତାରାତି କୋଟିପତି ହୋଇଛନ୍ତି। ୨୦୦୦ ମସିହାରେ ପ୍ରଥମ ଥର ପାଇଁ…
ଭବାନୀପାଟଣା,୨୫।୮(ସ୍ବ.ପ୍ର.):କଳାହାଣ୍ଡି ଜିଲା କେଗଁା ଥାନା ଅଧୀନ ସିଆଲଯୋଡି ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀର ସତ୍କାର ସମୟରେ ହଠାତ୍ ତାଙ୍କ ସ୍ବାମୀ ଜୁଇକୁ…
କଟକ ଅଫିସ, ୨୫ା୮: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀ ନେଇ ସ୍ବଚ୍ଛତା ନିମନ୍ତେ ଖାଉଟି ସାମଗ୍ରୀ ବଣ୍ଟନର ସୋସିଆଲ ଅଡିଟ କର। ଏହାର ଭିଡିଓଗ୍ରାଫି କରି…
ଓଡ଼ିଆ ସାହିତ୍ୟର ଜଣେ ପରିଚିତ ଲେଖିକା ଯଶୋଧାରା ମିଶ୍ର। ୧୯୫୧ ମସିହାରେ ସମ୍ବଲପୁରରେ ଜନ୍ମିତ ଏହି ସାହିତ୍ୟ ସାଧିକା ପେସାରେ ଥିଲେ ଇଂରାଜୀ ପ୍ରାଧ୍ୟାପିକା। ଓଡ଼ିଆ, ଇଂରାଜୀ…
ସୋରଡ଼ା,୨୫ା୮(ଡି.ଏନ୍.ଏ.): ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଗଞ୍ଜାମ ଜିଲା ସୋରଡ଼ାର ବିଜେଡି ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ମାଟ୍ରିକ୍ ପରୀକ୍ଷାରେ ପାସ୍ କରିଛନ୍ତି। ଷ୍ଟେଟ୍…
ସମ୍ବଲପୁର,୨୫ା୮ (ବ୍ୟୁରୋ):ସମ୍ବଲପୁରଠାରେ ୧୯୭୮ରେ ସ୍ଥାପିତ ରାଜ୍ୟର ପ୍ରଥମ ତଥା ଦେଶର ଅଷ୍ଟମ ଦୂରଦର୍ଶନ କେନ୍ଦ୍ରକୁ ବନ୍ଦ କରିଦେବା ଲାଗି ଷଡ଼ଯନ୍ତ୍ର କରାଯାଉଛି। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା…
ଭୁବନେଶ୍ୱର,୨୫ା୮(ବ୍ୟୁରୋ):ପଛୁଆବର୍ଗଙ୍କୁ ନେଇ ରାଜନୀତି ଜୋର ଧରିଛି। ଏହାକୁ ନେଇ ବିଜେଡି ଓ ଭାଜପା ପରସ୍ପର ଉପରେ ଦୋଷ ଲଦାଲଦିରେ ଲାଗିଛନ୍ତି। ଦେଶରେ ଜାତିଭିତ୍ତିକ ଜନଗଣନା ହେଉ ଏବଂ…