Home Left

କନିଅର ମଞ୍ଜି ଖାଇ ଜୀବନ ହାରିଲେ

ପାଟଣା,୭।୧୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ଗଣ୍ଡବେଡ଼ା ଗ୍ରାମର ଜଣେ ବ୍ୟକ୍ତି ପାରିବାରିକ କଳହକୁ ନେଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ରାଜେନ୍ଦ୍ର ମୁଣ୍ଡା।…

5 years ago

ମେହେନ୍ଦି ସେରିମନିରେ ଖୁବ୍ ନାଚିଲେ କ୍ୟାଟ୍ରିନା!

ମୁମ୍ବାଇ: ବଲିଉଡର ହିଟ୍ ନାୟିକା କ୍ୟାଟ୍ରିନା କୈଫଙ୍କ ବିବାହକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି । ପ୍ରତିଟି ମୁହୂର୍ତ୍ତର ଖବର ସୋସିଆଲ ମିଡିଆରେ ଭାଇରାଲ ହେଉଛି…

5 years ago

ଚୋରାରେ ବିକୁଥିଲେ ଗ୍ୟାସ, ଧରା ପକାଇ ଦେଲେ ପଡ଼ୋଶୀ

ପାଟଣା,୭ା୧୨(ସ୍ବ ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ସଅଁରାପଶି ଗ୍ରାମର ରବୀନ୍ଦ୍ର ମହାରଣାଙ୍କ ଘରେ ଯୋଗାଣ ବିଭାଗର ୫ଜଣିଆ ଟିମ୍‌ ଚଢ଼ାଉ କରି ମଙ୍ଗଳବାର ୧୬ଟି…

5 years ago

ଚୁଲି ନିଆଁରେ ପାଉଁଶ ହେଲା ୩ ବଖରା

ପାପଡାହାଣ୍ଡି,୭।୧୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ଚାନ୍ଦିଲି ଗ୍ରାମରେ ନିଆଁ ଲାଗି ଭୁଜ ଗୌଡ଼ଙ୍କ ୩ ବଖରା ଘର ପୋଡି ନଷ୍ଟ ହୋଇଯାଇଛି। ଚୁଲିରୁ…

5 years ago

ଦୁଇ ମାସ ପାଇଁ କ୍ରିକେଟରୁ ଦୂରେଇ ରହିବେ

ଅକଲାଣ୍ଡ,୭।୧୨: ନ୍ୟୁଜିଲାଣ୍ଡ ଦଳର ଅଧିନାୟକ କେନ ଓ୍ବିଲିୟମସନ କହୁଣୀ ଜନିତ ସମସ୍ୟା କାରଣରୁ ଆଗାମୀ ଦୁଇ ମାସ ପାଇଁ କ୍ରିକେଟରୁ ଦୂରେଇ ରହିବେ। ଫଳରେ ସେ ଜାନୁୟାରୀରୁ…

5 years ago

ସରକାରୀ କାର୍ଯ୍ୟାଳୟରେ ପିସ୍ତଲ ଦେଖାଇଲେ ଟିଏମ୍‌ସି ନେତ୍ରୀ

କୋଲକତା,୭।୧୨: ପଶ୍ଚିମବଙ୍ଗରେ ଶାସକ ଟିଏମସିକୁ ନେଇ ଏକ ନୂଆ ବିବାଦ ଦେଖାଦେଇଛି। ରାଜ୍ୟର ମାଲଦା ଜିଲାର ଏକ ସରକାରୀ କାର୍ଯ୍ୟାଳୟରେ ଟିଏମସି ନେତ୍ରୀ ମୃଣାଳିନୀ ମଣ୍ଡଳ ମୌତି…

5 years ago

କଂଗ୍ରେସକୁ ଟକ୍କର ଦେବାକୁ ସଜ ହେଉଛନ୍ତି ଅମରିନ୍ଦର, ଉଦଘାଟନ କଲେ କାର୍ଯ୍ୟାଳୟ

ଚଣ୍ଡିଗଡ଼,୭।୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ବସ୍ତୁତ ହେଉଛନ୍ତି। ୨୦୨୨ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡି ପଞ୍ଜାବ ଲୋକ କଂଗ୍ରେସ…

5 years ago

ଓମିକ୍ରନ ଭାରିଆଣ୍ଟ ଡାକ୍ତର ସୁସ୍ଥ ହେବାପରେ ପୁଣି କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୭।୧୨: କରୋନା ଭାଇରସର ଓମିକ୍ରନ ଭାରିଆଣ୍ଟ ଏବେ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇଛି। ଭାରତରେ ମଧ୍ୟ ଏହି ଭାରିଆଣ୍ଟର ୨୦ରୁ ଅଧିକ ମାମଲା ଦେଖିବାକୁ ମିଳିଛି। ଏହି…

5 years ago

ଚତୁର୍ଥୀ ରାତିରେ ସ୍ବାମୀ ରଖିଲେ ଏମିତି ସର୍ତ୍ତ, ଛାଡପତ୍ର ପର୍ଯ୍ୟନ୍ତ ଗଲା କଥା

ରାଞ୍ଚି,୭।୧୨: ଝାଡଖଣ୍ଡର ପୂର୍ବ ସିଂହବୁମ ଜଲାରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ବ୍ୟାଙ୍କ ଅଫିସର ସ୍ବାମୀ ଚତୁର୍ଥୀ ରାତିରେ ସ୍ତ୍ରୀଙ୍କ ଆଗରେ ଏପରି ସର୍ତ୍ତ…

5 years ago

ପାଟଣାରେ ବେଆଇନ ଗ୍ୟାସ ଗୋଦାମ ଉପରେ ଯୋଗାଣ ବିଭାଗର ଚଢ଼ାଉ

ପାଟଣା,୭।୧୨(ସ୍ବ ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସଅଁରାପଶି ଗ୍ରାମର ରବୀନ୍ଦ୍ର ମହାରଣାଙ୍କ ଘରେ ମଙ୍ଗଳବାର ଚଢ଼ାଉ ହୋଇଛି। ଘର ଭିତରେ ବେଆଇନ ଭାବେ ଏଚ୍‌ପି ଗ୍ୟାସ…

5 years ago